ସାଧାରଣତଃ ଆମିଷ ଖାଉଥିବା ଲୋକେ ମାଛ ଖାଇବାକୁ ପସନ୍ଦ କରିଥାନ୍ତି । ଆଜି ଆମେ ମାଛ ମଞ୍ଜିରେ ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମାଛ ମଞ୍ଜି ବରା ତରକାରି’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରିବା ।