ଯାତ୍ରୀମାନେ ଖୁବ୍ ସରଳ ଭାବେ ଜାଣିପାରିବେ ତାଙ୍କ ପାଇଁ କେଉଁ ସମୟରେ ଗଲେ ଟିକେଟ ଶସ୍ତା ରହିବ ।
ଯଦି ଗୁଗୁଲ ଫ୍ଲାଇଟ୍ସ ଆପଣଙ୍କ ବୁକିଂ ଦର ଅଧିକ ନେଇଥାଏ, ଆଉ ଏନେଇ ଯଦି ଆପଣ କ୍ଲେମ୍ କରନ୍ତି ତେବେ ଗୁଗୁଲ ଆପଣଙ୍କଠାରୁ ଯେତିକି ଟଙ୍କା ଅଧିକ ନେଇଥିବ ତାକୁ ଫେରାଇବାର ବ୍ୟବସ୍ଥା ମଧ୍ୟ ରଖିଛି ।
ପୁଣି ଥରେ ହଂକଂ ସରକାର ପକ୍ଷରୁ ନିବେଶକ ତଥା ବଡ଼ ବଡ଼ ବ୍ୟବସାୟୀ ଏବଂ ପର୍ଯ୍ୟଟକଙ୍କୁ ଆମନ୍ତ୍ରଣ କରାଯାଇଛି ।