ଉବୁଟୁବୁ ମହାନଦୀ । ବଢ଼ି ପାଣି ଗାଁ ଗଣ୍ଡାକୁ ମାଡ଼ିଲାଣି । ଏକର ଏକର ଜମିରେ ଫସଲ ବୁଡ଼ିଲାଣି । ବୌrdR ଜିଲ୍ଲା ହରଭଙ୍ଗା ବ୍ଲକକୁ ସଂଯୋଗ କରୁଥିବା ଜଗନ୍ନାଥ ସଡ଼କ ବାଲାଟ ନାଳ ଉପରେ ୪ ଫୁଟ ଉଚ୍ଚର ପାଣି ।
ଉବୁଟୁବୁ ମହାନଦୀ । ବଢ଼ି ପାଣି ଗାଁ ଗଣ୍ଡାକୁ ମାଡ଼ିଲାଣି । ଏକର ଏକର ଜମିରେ ଫସଲ ବୁଡ଼ିଲାଣି । ବୌrdR ଜିଲ୍ଲା ହରଭଙ୍ଗା ବ୍ଲକକୁ ସଂଯୋଗ କରୁଥିବା ଜଗନ୍ନାଥ ସଡ଼କ ବାଲାଟ ନାଳ ଉପରେ ୪ ଫୁଟ ଉଚ୍ଚର ପାଣି ।
କେଉଁଠି ଜଳମଗ୍ନ ଗାଁଗଣ୍ଡା ଓ ଚାଷଜମି... ତ ଆଉ କେଉଁଠି ମୁଖ୍ୟ ସଡ଼କ ଉପରେ ପ୍ରଖର ସୁଅ। ହୀରାକୁଦ ଡ୍ୟାମର ୨୬ଟି ଗେଟ୍ ଖୋଲିବା ପରେ, ସମ୍ବଲପୁର ଓ ବୌଦ୍ଧରୁ ଆରମ୍ଭ କରି କଟକର ଆଠଗଡ଼ ଓ ବାଙ୍କୀ ଯାଏଁ ବନ୍ୟା ଆଶଙ୍କାରେ ଛାନିଆ ତଳି ଅଞ୍ଚଳ ବାସିନ୍ଦା ।
ଭୋକ ଉପାସରେ ଛଟପଟ ହେଉଛନ୍ତି ବନ୍ୟା ପ୍ରଭାବିତ । ଘରେ ପାଣି ପଶିଯିବାରୁ ଖାଇବାକୁ ଆଉ କିଛି ନାହିଁ କି ରିଲିଫ୍ ବି ପହଞ୍ଚିନି । ଏବେ କାନ୍ଦିବା ଛଡ଼ା ଆଉ କିଛି ଉପାୟ ନାହିଁ...ଜୀବନ ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ
ଭୋକ ଉପାସରେ ଛଟପଟ ହେଉଛନ୍ତି ବନ୍ୟା ପ୍ରଭାବିତ । ଘରେ ପାଣି ପଶିଯିବାରୁ ଖାଇବାକୁ ଆଉ କିଛି ନାହିଁ କି ରିଲିଫ୍ ବି ପହଞ୍ଚିନି । ଏବେ କାନ୍ଦିବା ଛଡ଼ା ଆଉ କିଛି ଉପାୟ ନାହିଁ...ଜୀବନ ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ
ବନ୍ୟା ଖବର ସଂଗ୍ରହ ବେଳେ ହଠାତ୍ ପାଣିରେ ଭାସି ଆସିଲା ନାଗ ସାପ। ହୁଏତ ଏହି ସମୟରେ ସାପକୁ ଦେଖିପାରି ନଥିଲେ, ସାପ ଯେ କାମୁଡ଼ି ଦେଇ ନଥାନ୍ତା ଏଥିରେ ସନ୍ଦେହ ନାହିଁ।
ବର୍ଷା ଥମିଛି, ମହାନଦୀ ତଳମୁଣ୍ଡରେ ଜଳ ପ୍ରବାହ ସାମାନ୍ୟ ହ୍ରାସ ବି ପାଇଛି। କିନ୍ତୁ, ବଢ଼ିଛି ଲୋକଙ୍କ ଦୁର୍ଦ୍ଦଶା। କାରଣ ମହାନଦୀ, ବୈତରଣୀ, ବ୍ରାହ୍ମଣୀର ଶାଖାନଦୀର ବନ୍ୟାପାଣି ଗାଁ ଗାଁରେ ପଶିଛି। ଫଳରେ ୨ଦିନ ହେଲା ଜଳବନ୍ଦୀ ଜୀବନ ଜୀଉଁଛନ୍ତି ଲୋକେ। ଏପରିକି କେଉଁଠି ଘାଇ ହୋଇଛି, ତ ଆଉ କେଉଁଠି ଜୀବନ ନେଇଛି ବର୍ଷର ଏହି ପ୍ରଥମ ବନ୍ୟା
ଆଖି ଯେତେ ଯାଏଁ ପାଇବ, ସେତେ ଯାଏଁ କେବଳ ପାଣି ହିଁ ପାଣି...କାହା ଘରେ ପାଣି ପଶିଲାଣି ତ କାହା ବେଡ୍ରୁମ୍ରେ । ଏମିତି ସ୍ଥିତିରେ ଛେଳିକୁ ନେଇ ଧାଇଁଲେ ଯୁବତୀ।
ଧୁଷୁରୀ, ଅସୁରାଳି, କଶିମପୁର, ହାସନାବାଦ, ପଙ୍ଗଟା, ଫଳପୁର, ଆଦି ପଞ୍ଚାୟତ ପ୍ରଭାବିତ ହୋଇଛି ।
ଉତ୍ତରବାଙ୍କୀ ଓ ତିଗିରିଆ ବ୍ଲକର ୯ଟି ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇପଡ଼ିଛି। ନୟାଗଡ଼ ଜିଲ୍ଲାରେ ଗାଁ ସହିତ ବିଲବାଡ଼ି, ରାସ୍ତାଘାଟ, ପୋଲ ବି ବୁଡ଼ିଛି ।
ବନ୍ୟା ସ୍ଥିତି ମୁକାବିଲା ନେଇ SRCଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଜଳସମ୍ପଦ ଅଧିକାରୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ । ତଳିଆ ଅଞ୍ଚଳଗୁଡ଼ିକରେ ଏନଡିଆରଏଫ, ଓଡ୍ରାଫ ଟିମ୍ ମୁତୟନ ।
କେବଳ ଦୁଇଟି ଏସକେପ୍ ପାଇଁ ବୁଡୁଛି ଭଦ୍ରକ । ଟିକିଏ ବଢି ଆସିଲେ ଘରେ ଘରେ ପଶୁଛି ପାଣି...ଖେଳୁଛି ସାପ । ବର୍ଷବର୍ଷ ଧରି ଦାବି କରିବା ପରେ ପ୍ରଶାସନ ସାଜିଛି ନିଦାବିଷ୍ଣୁ...ଲୋକେ କହୁଛନ୍ତି ଯାଜପୁରର ଉନ୍ନତି ହେଉଛି ହେଲେ ଆମର କିଛି ହେଉନି
କେବଳ ଦୁଇଟି ଏସକେପ୍ ପାଇଁ ବୁଡୁଛି ଭଦ୍ରକ । ଟିକିଏ ବଢି ଆସିଲେ ଘରେ ଘରେ ପଶୁଛି ପାଣି...ଖେଳୁଛି ସାପ । ବର୍ଷବର୍ଷ ଧରି ଦାବି କରିବା ପରେ ପ୍ରଶାସନ ସାଜିଛି ନିଦାବିଷ୍ଣୁ...ଲୋକେ କହୁଛନ୍ତି ଯାଜପୁରର ଉନ୍ନତି ହେଉଛି ହେଲେ ଆମର କିଛି ହେଉନି
ଯମୁନା ୪୫ ବର୍ଷର ରେକର୍ଡ ଭାଙ୍ଗି ଏବେବି ବିପଦ ସଂକେତ ଠାରୁ ୨ ମିଟର ଉପରେ ପ୍ରବାହିତ ହେଉଥିବା ବେଳେ, ରାଜଧାନୀ ଦିଲ୍ଲୀର ବନ୍ୟା ସ୍ଥିତିରେ ସେଭଳି ବିଶେଷ ସୁଧାର ଆସିନି। ତଳିଆ ଅଞ୍ଚଳରୁ ଭିଆଇପି ଏରିଆ ଯାଏଁ, ସବୁଆଡ଼େ ଜଳବନ୍ଦୀ ସ୍ଥିତି। ଆଗକୁ ବି କିଛି ଦିନ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। NDRF ସହିତ ସ୍ଥଳସେନା ଓ ନୌସେନାଙ୍କୁ ନିୟୋଜିତ କରାଯାଇଛି ଦିଲ୍ଲୀ ଜଳଦୁର୍ଦ୍ଦଶାର ପ୍ରଶମନ ପାଇଁ। ଏଭିତରେ ୨୫ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ, ୩ଟି ଜୀବନ ଯାଇଥିବା ସୂଚନା ମିଳିଛି।
ରୁଷ-ୟୁକ୍ରେନ ଯୁଦ୍ଧକୁ ପ୍ରାୟ ୧୫ ମାସ ବିତିଥିବା ବେଳେ, ପୁଣି ଏକ ବିପର୍ଯ୍ୟୟର ସାମ୍ନା କରିବାକୁ ପଡ଼ିଛି ୟୁକ୍ରେନକୁ
ବର୍ଷା ଦିନେ ବୈତରଣୀ ଯେତେବେଳେ କରାଳ ରୂପ ଦେଖାଉଛି ସେତେବେଳେ ଆତଙ୍କିତ ହେଉଛନ୍ତି ଗାଁ ଲୋକେ ।
ଉତ୍ତରାଖଣ୍ଡର ପିଥୁରାଗଡ଼ ଜିଲ୍ଲାର ଧାରଚୁଲାରେ ସ୍ଥିତି ସଙ୍ଗୀନ। ବାଦଲ ଫଟା ବର୍ଷା ହେବାରୁ ଅଧ ରାତିରେ ଭାସିଲେ ଲୋକେ, ଭାଙ୍ଗିଲା ଘର। ପାର୍କିଂରେ ଥିବା କାର କୁଆଡେ ଗଲା ମିଳୁନି ଖବର।
୫ମୃତ, ୨୦ ହଜାରରୁ ଅଧିକ ଗାଡ଼ି କ୍ଷତିଗ୍ରସ୍ତ । ବେଙ୍ଗାଲୁରୁରେ ୯୦ବର୍ଷ ଭିତରେ ତୃତୀୟ ବଡ଼ ବର୍ଷା ।
ଆଇଟି ଇଂଜିନିୟରମାନେ ଟ୍ରାକ୍ଟରରେ ବସି ଅଫିସ ଯାଉଛନ୍ତି । କିଏ କିଏ ତ କ୍ରେନ୍ରେ ବସି ଅଫିସ ଯାଉଥିବାର ଦେଖିବାକୁ ମିଳିଛି ।
ଆଲୋ ଆଲୋ ଇଏ କଣ? ତୁମକୁ ତ ଭୋଟ୍ ଦେଲେ ଲୋକେ...ତୁମେ କିଆଁ ପଚାରୁଛ, ସରକାର ଆସିନାହାନ୍ତି? ସରକାର ତ ସରକାର ପୁଣି ମେନ୍ କି ଓମେନ୍ କଣ କିରେ ନାରଣ?
ସୁବର୍ଣ୍ଣରେଖା ବନ୍ୟାର ୭ଦିନ ପରେ ବି ବହୁ ଗାଁରେ ଜଳବନ୍ଦୀ ସ୍ଥିତି ।
୩ ଶହରୁ ଅଧିକ ବିପନ୍ନ ପରିବାରକୁ ଓଡ଼ିଶା ଟେଲିଭିଜନ୍ ଲିମିଟେଡ୍ ପକ୍ଷରୁ ରିଲିଫ ବଣ୍ଟନ କରାଯାଇଛି ।
ଜରି ପାଲ ତଳେ କଦର୍ଯ୍ୟ ସ୍ଥିତିରେ ପାଠ ପଢୁଛନ୍ତି ବିଦ୍ୟାର୍ଥୀ । ଆହୁରି ଦୟନୀୟ ଅଞ୍ଚଳର ବୃଦ୍ଧ-ବୃଦ୍ଧାଙ୍କ ଅବସ୍ଥା।
ଝାଡ଼ଖଣ୍ଡରୁ ଜଳପ୍ରବାହ କମିବା ପରେ ଏବେ ବର୍ଷା ବଢ଼ାଇଲା ଲୋକଙ୍କ ଦୁର୍ଦ୍ଦଶା । ଛିଣ୍ଡା ପାଲ ତଳେ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି ବିପନ୍ନ ।
ନଦୀରେ ଘାଇ ଯୋଗୁଁ ବିପନ୍ନ ହେଲା ଶହ ଶହ ଗାଁ ଗଣ୍ଡା । ମନୁଷ୍ୟକୃତ କହି ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ।