• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Floodwater

ପୁଣି ବୁଡେଇଲା ଘାଇ, ପାଣିରେ ଗଲା ୩୭ ଲକ୍ଷ
ପୁଣି ବୁଡେଇଲା ଘାଇ, ପାଣିରେ ଗଲା ୩୭ ଲକ୍ଷ

ଗତବର୍ଷ ସେଇଠି ଘାଇ ହୋଇଥିଲା, ଦେଢ଼ମାସ ତଳେ ମରାମତିରେ ୩୭ ଲକ୍ଷ ଟଙ୍କା ଖର୍ଚ୍ଚ ବି ହେଲା । ଆଜି ପୁଣି ସେଠି ୨୦ ଫୁଟ୍ ରୁ ଅଧିକ ଚଉଡ଼ା ଘାଇ ମେଲି ଗାଁଗଣ୍ଡାରେ ବଢ଼ି ପାଣି ପଶିଯାଇଛି। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ତେରମାଣପୁରରେ ଗାଁ ନିକଟରେ ମହାନଦୀରେ ପୁଣି ବିରାଟ ଘାଇ ଏ ସ୍ଥିତି ସୃଷ୍ଟି କରିଛି

Floodwater
ବୁଡ଼ି ଯାଇଛି ଚାଷ ଜମି, ଚାରିଆଡ଼େ ଏବେ ଖାଲି ପାଣି ଆଉ ପାଣି

ଯେଉଁଠି କିଛି ଦିନ ତଳେ ଧାନ ରୋଇଥିଲେ, ଆଜି ଉଜୁଡ଼ି ଯାଇଥିବା କେଣ୍ଡାକୁ ଧରି ବସିଛନ୍ତି ଚାଷୀା ଆଣ୍ଠୁଏ ଉଚ୍ଚର ପାଣି ସଜ ପରିବାକୁ ନଷ୍ଟ କରିଛିା ବାଇଗଣଠୁ ଆରମ୍ଭ କରି କଖାରୁ, କଦଳୀରୁ କଲରା ସବୁ କିଛି ଉଜାଡ଼ି ଦେଇଛି ବଢ଼ିଲା ନଈା

‌special report
ଅବିଶ୍ରାନ୍ତ ବର୍ଷା ଯୋଗୁଁ ଛତିଶଗଡ଼ରେ ବି ବନ୍ୟା ସ୍ଥିତି ଗମ୍ଭୀର

ହୀରାକୁଦ ଡ୍ୟାମର ଅଧିକ ଗେଟ୍ ଖୋଲିବା ଚାହୁଁଛି ବଘେଲ୍ ସରକାର, ଓଡ଼ିଶା କହିଲା ୩୪ରୁ ଅଧିକ ଖୋଲିବୁନି