ଯାଞ୍ଚ ସମୟରେ ୧୮ ବର୍ଷରୁ କମ୍ ବୟସର କୌଣସି ଛାତ୍ରଛାତ୍ରୀ ଯଦି ଲାଇସେନ୍ସ ନଥାଇ କଲେଜ ପରିସରରେ ସ୍କୁଟି କିମ୍ବା ବାଇକ୍ ଚଳାଇବା ବେଳେ ଧରାପଡ଼ନ୍ତି ତା’ହେଲେ ସେମାନଙ୍କ ଗାଡ଼ିକୁ ଅଟକ ରଖାଯିବ।