ପୁଣି ଆସୁଛି ବର୍ଷା । ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ କହିଛି, ପୂର୍ବରୁ ଦକ୍ଷିଣ, ପଶ୍ଚିମରୁ ଆଭ୍ୟନ୍ତରୀଣ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତର ପ୍ରଭାବରେ ଆସନ୍ତାକାଲି ଯାଏଁ ବର୍ଷା ହେବ । ଏହା କ୍ରମେ ଦୁର୍ବଳ ହେବା ପରେ ବଦଳିବ ପାଣିପାଗର ମିଜାଜ ।
ଯଦିଓ ବିଳମ୍ବ ହେଲାଣି ତଥାପି ଧୀରେଧୀରେ ବଢୁଛି ଶୀତ । ରାଜ୍ୟରେ ଶୁଖିଲା ପାଗ ସହ ତାପମାତ୍ରା କମିଛି ।
ଆସନ୍ତା ଦୁଇଦିନ ମଧ୍ୟରେ ଜଗତ୍ସିଂହପୁର, କଳାହାଣ୍ତି, ସୁନ୍ଦରଗଡ଼, କନ୍ଧମାଳ, ଯାଜପୁର ଆଦି ସ୍ଥାନରେ ତାପମାତ୍ରା କମିବା ସହ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ।
ଥଣ୍ଡା ହେତୁ ଚାରିଜଣ ଟ୍ରେକରଙ୍କ ମୃତ୍ୟୁ ହୋଇଯାଇଛି। ଉତ୍ତରକାଶୀ ଜିଲ୍ଲାପାଳ ମେହେରବାନ ସିଂ ବିଶଟ୍ଙ୍କ ସୂଚନା ଅନୁସାରେ, ଫସିଥିବା ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି।
ସାରା ରାଜ୍ୟରେ ଜାରି ରହିଛି ଥଣ୍ଡା । ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ଲାଗୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।
ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିପାରେ ରାତିର ତାପମାତ୍ରା
ଲମତାପୁଟରେ ବର୍ଷର ପ୍ରଥମ ଘନ କୁହୁଡି ଦେଖିବାକୁ ମିଳୁଛି l ଦୁଇ ଦିନ ହେବ କୁହୁଡି ଦେଖାଯାଉଥିଲେ ମଧ୍ୟ ଥଣ୍ଡା ଅନୁଭବ ହେଉନାହିଁ l ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ବେଶ ଉତ୍ସାହିତ..