ଡାଇବେଟିସ ହେବା ଦ୍ୱାରା ହୃଦଘାତ,ନର୍ଭ ଡ୍ୟାମେଜ୍,କୀଡନୀ ରୋଗ ଭଳି ଅନେକ ସମସ୍ୟା ଦେଖାଦେଇଥାଏ । ତେଣୁ ମଧୁମେହ ରୋଗୀ ମାନଙ୍କର ବିଶେଷ ଧ୍ୟାନ ଓ ଯତ୍ନ ନେବା ଆବଶ୍ୟକ ରହିଛି । ବିଶେଷ କରି ଖାଦ୍ୟ ଓ ପାନୀୟର ବିଶେଷ ଭାବେ ଧ୍ୟାନ ଦେବା ଜରୁରୀ ରହିଥାଏ । ତେବେ ଚାଲନ୍ତୁ ଜାଣିବା ମଧୁମେହ ରୋଗୀମାନେ କେଉଁ ଡାଲି ଜାତୀୟ ଖାଦ୍ୟରୁ ଦୂରେଇ ରହିବା ଆବଶ୍ୟକ ଓ କେଉଁ ଡାଲି ଖାଇବା ଆବଶ୍ୟକ ।
ଡାଇବେଟିସ ହେବା ଦ୍ୱାରା ହୃଦଘାତ,ନର୍ଭ ଡ୍ୟାମେଜ୍,କୀଡନୀ ରୋଗ ଭଳି ଅନେକ ସମସ୍ୟା ଦେଖାଦେଇଥାଏ । ତେଣୁ ମଧୁମେହ ରୋଗୀ ମାନଙ୍କର ବିଶେଷ ଧ୍ୟାନ ଓ ଯତ୍ନ ନେବା ଆବଶ୍ୟକ ରହିଛି । ବିଶେଷ କରି ଖାଦ୍ୟ ଓ ପାନୀୟର ବିଶେଷ ଭାବେ ଧ୍ୟାନ ଦେବା ଜରୁରୀ ଅଟେ । ତେବେ ଚାଲନ୍ତୁ ଜାଣିବା ମଧୁମେହ ରୋଗୀମାନେ କେଉଁ ଖାଦ୍ୟରୁ ଦୂରେଇ ରହିବା ଆବଶ୍ୟକ ।