ଫୁଟପାଥ ଏବଂ ଚାଲିବା ପାଇଁ ସୁରକ୍ଷିତ ସ୍ଥାନ ଏକ ମୌଳିକ ଅଧିକାର। ଆମେ ଆମ ପିଲାମାନଙ୍କୁ ଫୁଟପାଥରେ ଚାଲିବାକୁ କହିଥାଉ, କିନ୍ତୁ ଯଦି ଚାଲିବାକୁ ଫୁଟପାଥ୍ ନାହିଁ, ତେବେ ଆମେ ଆମ ପିଲାମାନଙ୍କୁ କ’ଣ କହିବୁ?
ବର୍ତ୍ତମାନେ ସମୟରେ ଏହା ନିଶ୍ଚିତ ଭାବେ ଆଶ୍ଚର୍ଯ୍ୟ ଜନକ ।
ଅଧିକାଂଶ ସ୍ଥାନରେ ବଢିଛି ଶୀତର ପ୍ରକୋପ । ଯେଉଁ ମାନଙ୍କର ମୁଣ୍ଡ ଗୁଞ୍ଜିବାକୁ ଛାତ ନାହିଁ, ସେମାନେ କିପରି ରାତି କାଟୁଛନ୍ତି ଦେଖନ୍ତୁ ଏହି ରିପୋର୍ଟ ।