ଛତିଶଗଡ଼ ଅଞ୍ଚଳରେ ଘଟିଥିବାରୁ ଛତିଶଗଡ଼ ପୋଲିସ ତାଙ୍କୁ ଗିରଫ କରିଥିଲା ।
ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ। କଳ୍ପନା ଦାସ ଓ ଝିଅ ବବ୍ଲି ହତ୍ୟା ମାମଲାରେ ଛତିଶଗଡ଼ ରାୟଗଡ଼ ସେସନ୍ସ କୋର୍ଟ ଏହି ଦଣ୍ଡାଦେଶ ଦେଇଛନ୍ତି।