• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Former Odisha Cm

Nabakrushna choudhury
ବରପୁତ୍ରଙ୍କୁ ଇଏ କି ସମ୍ମାନ ? ବିଲାତି ପୋଷାକରେ ସ୍ୱାଧୀନତା ସଂଗ୍ରାମୀ

ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନା ନାଁରେ ସେମାନଙ୍କ ପ୍ରତି ଅବଜ୍ଞା ଓ ଅବହେଳା । ସାଧାରଣ ଜୀବନରେ ସେମାନେ ଯେମିତି ନୁହଁନ୍ତି, ସେମିତି ଭାବେ ଚିତ୍ରଣ କରିବାର ଅପଚେଷ୍ଟା । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ଗାନ୍ଧୀବାଦୀ ନେତା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିକୁ ନେଇ ସେଭଳି ପରିସ୍ଥିତି । ଏପ୍ରିଲ ପହିଲା ଉତ୍କଳ ଦିବସରେ ଅନୁଗୁଳରେ ପ୍ରତିଷ୍ଠା ହୋଇଛି ନବକୃଷ୍ଣ ଚୌଧୁରୀଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ।