• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fraud

Fraud Rahul Sahu
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା କହି ଲୁଟୁଥିଲା ଲୋକଙ୍କୁ..!

ତାଳଚେର, ଅନୁଗୁଳଠାରୁ ଆରମ୍ଭ କରି ଭୁବନେଶ୍ବର ପର୍ଯ୍ୟନ୍ତ ଏଭଳି ଠକେଇ କରିଥିବା ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତକୁ ଅଟକ ରଖିବା ସହ ରାହୁଲ ପାଖରୁ ଆଶାୟୀଙ୍କ ସାଟିଫିକେଟ, ବାୟୋଡାଟା ଏବଂ ଚେକକୁ ଜବତ କରିଛି।

Road Issue, Fraud
ଦେଢ଼ବର୍ଷରେ ଗୋଟିଏ ସ୍ଥାନରେ ତିନିଥର ରାସ୍ତା ନିର୍ମାଣ କରି ସରକାରୀ ଅର୍ଥ ଲୁଟ୍

ପୂର୍ବରୁ ୪୩ କୋଟି ଟଙ୍କା ବ୍ୟୟରେ ଖଲ୍ଲିକୋଟ ବେଲଗୁଣ୍ଠା ରାସ୍ତା ଉନ୍ନତି କରଣ ନାମରେ ଏଠି କାର୍ଯ୍ୟ ମଧ୍ୟ ହୋଇଥିବା ବେଳେ ଗୋଟିଏ ସ୍ଥାନରେ କିଛି ବର୍ଷ ମଧ୍ୟରେ ବାରମ୍ବାର ରାସ୍ତା ନିର୍ମାଣକୁ ନେଇ ପ୍ରଶ୍ନ କରିଛନ୍ତି ଅଞ୍ଚଳବାସୀ l

OTV
OTVରୁ ସାଢ଼େ ୫ ଲକ୍ଷ ଟଙ୍କାର ଠକେଇ !

ଗିରଫଦାରି ଏଡ଼ାଇବାକୁ ମୁହଁ ଲୁଚାଇ ବୁଲୁଛନ୍ତି ସମୀର । ତଥ୍ୟ ପ୍ରମାଣ ସହ ଗତ ଜୁନ୍ ୨୩ରେ ଓଟିଭି ପକ୍ଷରୁ ଏତଲା ।

Crime
‘ପୁଅ ଡ୍ରଗ୍ସ ମାମଲାରେ ଫସିଛି.. ତାକୁ ଛାଡିବା ପାଇଁ ୫୦ ହଜାର ଟଙ୍କା ଦିଅନ୍ତୁ !’

ଜଣେ ଶିକ୍ଷକଙ୍କୁ ଠକିଦେଲା ଠକ ନକଲି ସିବିଆଇ ଅଧିକାରୀ ।

Duplicate Sauce
ୟୁରିଆ ସାର-ଏସିଟିକ୍ ଏସିଡ୍-ନକଲି ରଙ୍ଗ ଆଉ ଫ୍ଲେଭରରେ ତିଆରି ହେଉଥିଲା ସସ୍

ରାଜଧାନୀରୁ ବିପୁଳ ନକଲି ସସ୍ ସିଜ୍ ପରେ ମିଳିଲା ସାଙ୍ଘାତିକ ତଥ୍ୟ । ପୋଲିସର ଖୋଳତାଡ଼, କୁଆଡ଼େ ହେଉଥିଲା ନକଲି ସସ୍ ସପ୍ଲାଏ ।

 Fraud Post Master
ଜମାକରୀଙ୍କ ଟଙ୍କା ନେଇ ପୋଷ୍ଟ ମାଷ୍ଟର କୁନ୍ତିଲତା ଫେରାର

ଏହାପରଠୁ କୁନ୍ତିଲତା ଗଞ୍ଜୁ ଫେରାର ହୋଇ ଯାଇଛନ୍ତି। ତାଙ୍କୁ ନ ପାଇ ଉତ୍ତ୍ୟକ୍ତ ଜମାକାରୀ ଟଙ୍କା ଫେରସ୍ତ ଦାବିରେ ସ୍ଥାନୀୟ ଜମାକାରୀ ଡାକ ବିଭାଗ ଅଧିକାରୀଙ୍କୁ ବହୁ ଘଣ୍ଟା ଧରି ଅଟକ ରଖିଥିଲେ l

KISS
ରାଜଧାନୀରେ ୧୦ ଏକର ଜମିକୁ ୨୫ ଲକ୍ଷ ! ଜଙ୍ଗଲ ଜମି ହାତେଇଛି KISS...

କିଏ ସାରିଥିଲେ ରେଗୁଲାରାଇଜେସନ ପ୍ରକ୍ରିୟା, ଉଠିଲା ପ୍ରଶ୍ନ । କିସମ ପରିବର୍ତ୍ତନ ପ୍ରକ୍ରିୟାରେ ରୋକ୍ ଲଗାଇଲେ କେନ୍ଦ୍ରମନ୍ତ୍ରୀ ।

Fraud
ଧରମ ଭାଇ କରି ୪୦ ଲକ୍ଷ ଠକି ନେଲା ଧରମ ଭଉଣୀ !

ଶେଷରେ ପାଟକୁରା ପୋଲିସ ଉଭୟ ଠକ ଦଂପତି ବୀଣା ମିଶ୍ର ଓ ବିଭୁ ମିଶ୍ରକୁ ଗିରଫ କରିଛି।

Fraud
ଠକ ଦମ୍ପତ୍ତି ! ଲୋକଙ୍କ ଟଙ୍କାରେ ଦୁବାଇରେ କରୁଥିଲେ ମଉଜ, ଲକ୍ଷ୍ନୌରୁ ଗିରଫ କଲା EOW

Quick Click Ad Media ପ୍ରୋପ୍ରାଇଟର ବିମାଳାନନ୍ଦ ଭୂୟାଁ ଗିରଫ । ପୂର୍ବରୁ ଗିରଫ ହୋଇଥିଲେ ବିମାଳାନନ୍ଦଙ୍କ ପତ୍ନୀ ରମି ଭୂୟାଁ ।

Fraud Call
+92 ରୁ କଲ ଆସିଲେ ସାବଧାନ, ଏହା ପାକିସ୍ତାନୀ କୋଡ୍‌ !

ସେମାନଙ୍କ ମୁଖ୍ୟ ଉଦ୍ଦେଶ୍ୟ ହେଉଛି କେବଳ ଲୋକମାନଙ୍କୁ ଠକିବା । ତେଣୁ ବିଦେଶୀ ନମ୍ବରରୁ ଆସୁଥିବା କଲ୍‌ ନଉଠାଇବାକୁ ଟେଲିକମ୍ ବିଭାଗ କହିଛି ।

Insurance Fraud
୧ କୋଟି ଇନସୁରାନ୍ସ ଟଙ୍କା ପାଇଁ ମହିଳାଙ୍କ ମୃତ୍ୟୁ ନାଟକ ! ଧରାପଡ଼ିଲା ପରେ...

ମୃତ୍ୟୁ ସାର୍ଟିଫିକେଟ ଦେଖାଇ ସେ ଜୁଲାଇ ମାସରେ ଇନ୍‌ସୁରାନ୍ସ କମ୍ପାନୀଠାରୁ ଏକ କୋଟି ଟଙ୍କା କ୍ଲେମ୍‌ କରିଥିଲେ ।

Fraud, Loot
‘୫ ଲକ୍ଷ ଦିଅ, ୨୦ ଲକ୍ଷ ନେବ’ କହି ଧରାଇ ଦେଲା ବାଲି ବାକ୍ସ !

ଥାନାରେ ଏତଲା ଦେବା ପରେ ପୋଲିସ୍ ଦୁଇ ଅଭିଯୁକ୍ତ ବୁଲୁ ପତି ଓ ପ୍ରିୟରଞ୍ଜନ ନାୟକଙ୍କୁ ଗିରଫ କରିଛି।

Cyber Loot
ମାତିଛନ୍ତି ଅଦୃଶ୍ୟ ଲୁଟେରା ! ହୁସିଆର ନହେଲେ ସର୍ବସ୍ୱ ଲୁଟି ନେଉଛନ୍ତି ହ୍ୟାକର୍ 

ଦୁଇ ଜଣଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଲେ ସାଇବର ଲୁଟେରା । ଜଣେ ଯବାନଙ୍କ ଆକାଉଣ୍ଟରୁ ୪ ଲକ୍ଷ ୭୫ ହଜାର ଟଙ୍କା ଗାଏବ ।

Loan Fraud
ନକଲି NOCରେ ଋଣ ଠକେଇ ମାମଲା, ୭୭ ଲକ୍ଷ ୫୦ ହଜାର କ୍ଷତିପୂରଣ ଦେବ ବ୍ୟାଙ୍କ

ନିଲାମୀରେ ବିକିଥିବା ଜମି ରେଜିଷ୍ଟ୍ରେସନ କରାଇପାରିଲାନି ବ୍ୟାଙ୍କ୍ । ଋଣ ଖିଲାପକାରୀଙ୍କ ପାଇଁ ବ୍ୟାଙ୍କ ହଟହଟା ।

Fraud
ପଣପଣା ସମବାୟ ସମିତି ଦୁର୍ନୀତି ! ୭ ବର୍ଷ ପରେ ବି ଜମାକାରୀଙ୍କୁ ମିଳୁନି ଟଙ୍କା

ସାଢେ ୪ କୋଟିର ହରିଲୁଟ୍, ସମିତିରେ ପଡିଲା ତାଲା । ଜମାକାରୀଙ୍କୁ ୧୫ ସୁଦ୍ଧା ପ୍ରଥମ କିସ୍ତି ମିଳିବ: ଜିଲ୍ଲାପାଳ ।

Car Scam
ଫିଟୁଛି ଡିସକାଉଣ୍ଟ ଗାଡ଼ି ରାକେଟର ଗୁମର; SI ନେଇଛନ୍ତି, କନେଷ୍ଟବଳ ଦେଇଛନ୍ତି

ଠକ ଦମ୍ପତିଙ୍କୁ ଦିନିକିଆ ରିମାଣ୍ଡରେ ନେଇ ଜେରା କରୁଛି ନୟାପଲ୍ଲୀ ପୋଲିସ । ଜେରା ବେଳେ ପୋଲିସକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ବି ମିଳିଛି । ଠକେଇ ଟଙ୍କାରେ ଅଭିଯୁକ୍ତ ଅକ୍ଷୟ ବହୁ ମୂଲ୍ୟବାନ ଜମି କିଣିଥିବା ଜଣାପଡ଼ିଛି ।

Dharmendra Pradhan Fake PA
ଧର୍ମେନ୍ଦ୍ରଙ୍କ PA କହି ଲୋକଙ୍କୁ ଚୁନ ଲଗାଉଥିଲା, ଏବେ ଧରାପଡ଼ି ଜେଲ୍‌ରେ..

ଡିଆରଡିଓ, ଭିଜିଲାନ୍ସର ନକଲି ସାର୍ଟିଫିକେଟ ସହ ଭାରତୀୟ ବାୟୁସେନାର ନକଲି ପରିଚୟ ପତ୍ର, ଲ୍ୟାପଟପ, ୨ଟି ପେନ୍ ଡ୍ରାଇଭ, ୮ଟି ମୋବାଇଲ ଫୋନ, ୧୩ଟି ସିମ୍ କାର୍ଡ, ୫ଟି ବ୍ୟାଙ୍କ ପାସବୁକ୍ ଓ ଚେକ୍ ଆଦିକୁ ଜବତ କରିଛି ପୋଲିସ ।

Doctor in Odisha’s Paradip under CBI scanner
ସେ ଡାକ୍ତର ! କିନ୍ତୁ ଟଙ୍କା ସହ ଡଲାର, ବିଦେଶୀ ମଦ, ଇମ୍ପୋଟେଡ୍ ସିଗାରେଟ୍ ପ୍ରତି ଥିଲା ଅହେତୁକ ଦୁର୍ବଳତା

ଲାଞ୍ଚ ଅଭିଯୋଗରେ ଗତକାଲି ସିବିଆଇ ଦ୍ୱାରା ଗିରଫ ହେବା ପରେ ସାମ୍ନାକୁ ଆସିଛି ଦୁର୍ନୀତିଗ୍ରସ୍ତ ଡାକ୍ତରଙ୍କ କଳା କାହାଣୀ ।

Tata Power Scam
ଟାଟା ପାୱାର ସେକସନ୍ ଅଫିସରଙ୍କ କାରନାମା, ଡ୍ୟୁପ୍ଲିକେଟ୍ ରସିଦ୍ ଦେଇ ଗ୍ରାହକଙ୍କଠୁ ଲୁଟ୍ !

ଠକ ଅଫିସରଙ୍କୁ ବାନ୍ଧି ଜେଲ୍ ପଠାଇଲା ପୋଲିସ୍ । ଟେନସନରେ ଠକେଇର ଶିକାର ହୋଇଥିବା ଗ୍ରାହକ ।

Fraud
ଟଙ୍କା ପାଇଁ ଏ ମଣିଷ କିଛି ବି କରିପାରେ ! ଶେଷରେ ବାପାର ସ୍ତ୍ରୀ ହେବାକୁ ବି ପଛାଇଲାନି ଝିଅ...

ଆଲିଗଞ୍ଜରେ ଥିବା ସବ-ଡିଭିଜନାଲ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟ କରିଥିବା ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ମୋହସିନା ପେନ୍‌ସନ୍‌ ଆବେଦନପତ୍ରରେ ଚତୁରତାର ସହ ତାଙ୍କ ମା’ଙ୍କ ନାମ ଏବଂ ନିଜର ଫଟୋଗ୍ରାଫ୍‌ ବ୍ୟବହାର କରି ଟଙ୍କା ହଡ଼ପ୍ କରିଛନ୍ତି।

Question paper leak
ଜେଇ ସିଭିଲ ପ୍ରଶ୍ନପତ୍ର ଲିକ ମାମଲାରେ OSSCକୁ ଖସାଇବାକୁ ଉଦ୍ୟମ କରୁଛି କି ପୋଲିସ ?

ବିନା ତଦନ୍ତରେ ଓଏସ୍ଏସସିର ସଂପୃକ୍ତିକୁ ମନା କରିଦେବା ପୂରା ଘଟଣାରେ ପୋଲିସର ବଡ଼ ଅଭିସନ୍ଧିକୁ ଇଙ୍ଗିତ କରୁଥିବାର ଅଭିଯୋଗ ଉଠିଛି।

Police detain 5 sadhus suspecting as fraud in Bhubaneswar
ରାଜଧାନୀବାସୀଙ୍କୁ ଘାରିଛି ଭଣ୍ଡବାବା ଡର, ସାଧୁବେଶଧାରୀ ଲୋକଙ୍କୁ ଅଯଥାରେ ଘରକୁ ନ ଡାକିବାକୁ ପରାମର୍ଶ

ଗତକାଲି ରାଜଧାନୀ ଭୁବନେଶ୍ୱର ରଘୁନାଥପୁର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ନାଗା ବେଶଧାରୀ କିଛି ଭଣ୍ଡବାବା ଭଜନ କୀର୍ତ୍ତନ ଆଳ ଦେଖାଇ କଳାକନା ବୁଲାଇ ଚମ୍ପଟ ମାରିଥିଲେ। ଆଉ କାଲିର ଖବର ଗଣମାଧ୍ୟମରେ ଜଣାପଡ଼ିବା ପରେ ଆଜି ଏମାନଙ୍କୁ ସନ୍ଦେହ କରି ଲୋକେ ନିଜଆଡୁ ପୋଲିସକୁ ଖବର ଦେଇଦେଇଛନ୍ତି।

Police arrests youth for duping people
ଠକେଇ ଟଙ୍କାରେ ଅଏସ୍ ! ଅଭିଯୁକ୍ତ ଚଢୁଥିଲା ନାମିଦାମୀ ଗାଡି

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକେଇ। ଆଉ ସେହି ଟଙ୍କାରେ ଅୟସ କରୁଥିଲା ଅଭିଯୁକ୍ତ ।

INDIA
ବିଦେଶୀ ଠକଙ୍କ ମାୟାଜାଲରେ ଭାରତ; ୧୧ଜଣଙ୍କ ନାଁରେ ଲୁକ୍ ଆଉଟ ସର୍କୁଲାର ଜାରି

ଚାଇନା, ଦୁବାଇ, ହଂକଂ ଓ ମାଲେସିଆରେ ବସି ଏମାନେ, ଭାରତର ବିଭିନ୍ନ ରାଜ୍ୟରେ ଖେଳାଇଥିଲେ ନେଟୱର୍କ l ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ଟଙ୍କା ଲୁଟ କରିଚାଲିଛନ୍ତି, ହେଲେ କ୍ରାଇମବ୍ରାଞ୍ଚ ହାତ ପାହାନ୍ତାରୁ ବହୁ ଦୂରରେ ବିଦେଶୀ ଠକ ।

Loan
୧୦ କୋଟି ଋଣ ଦେବେ କହି ସ୍କୁଲରୁ ଠକି ନେଲେ ୩୦ ଲକ୍ଷ !

ମଲ୍ଲିକାର୍ଜୁନ୍‌ ଏବଂ କାର୍ତ୍ତିକ ମାତ୍ର ୪୫ ଦିନ ଭିତରେ ସ୍କୁଲ ପାଇଁ ୧୦ କୋଟି ଟଙ୍କା ଲୋନ୍‌ କରାଇଦେବେ ବୋଲି ସ୍କୁଲ ମ୍ୟାନେଜ୍‌ମେଣ୍ଟକୁ ପ୍ରତିଶ୍ରୁତି ଦେଲେ ।