ସୁନ୍ଦର ଚେହେରା, ହେଲେ କାରନାମା ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ଧନୀକ ଶ୍ରେଣୀର ଲୋକଙ୍କୁ ମିଠା ମିଠା କଥା କହି ନିଜ ପ୍ରେମ ଜାଲରେ ଫସାଉ ଥିଲେ, ଶେଷରେ ହନିଟ୍ରାପ୍ କରି ଲକ୍ଷାଧିକ ଟଙ୍କା ଆଦାୟ କରୁଥିଲେ ମହିଳା ୟୁଟ୍ୟୁବର ନାମରା କାଦିର୍।
ଲୁହାପଥର ଓ କୋଇଲା କିଣା ନେଇ ୫୬ କୋଟି ଟଙ୍କାର ଦୁର୍ନୀତି ମାମଲାରେ ଦେଶର ବିଭିନ୍ନ ସ୍ଥାନରେ ଚଢ଼ଉ । ନୂଆଦିଲ୍ଲୀରେ ଥିବା PEC ଲିମିଟେଡ୍ ଓ ସୁନ୍ଦରଗଡ଼ରେ ଥିବା ଏକ ଘରୋଇ କମ୍ପାନିରେ ଦୂର୍ନୀତି ଅଭିଯୋଗ ଆସିବା ପରେ ଆକ୍ସନ୍ ମୁଡକୁ ଆସିଛି ସିବିଆଇ