ଆଲିଗଞ୍ଜରେ ଥିବା ସବ-ଡିଭିଜନାଲ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟ କରିଥିବା ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ମୋହସିନା ପେନ୍ସନ୍ ଆବେଦନପତ୍ରରେ ଚତୁରତାର ସହ ତାଙ୍କ ମା’ଙ୍କ ନାମ ଏବଂ ନିଜର ଫଟୋଗ୍ରାଫ୍ ବ୍ୟବହାର କରି ଟଙ୍କା ହଡ଼ପ୍ କରିଛନ୍ତି।
ବିନା ତଦନ୍ତରେ ଓଏସ୍ଏସସିର ସଂପୃକ୍ତିକୁ ମନା କରିଦେବା ପୂରା ଘଟଣାରେ ପୋଲିସର ବଡ଼ ଅଭିସନ୍ଧିକୁ ଇଙ୍ଗିତ କରୁଥିବାର ଅଭିଯୋଗ ଉଠିଛି।
ଗତକାଲି ରାଜଧାନୀ ଭୁବନେଶ୍ୱର ରଘୁନାଥପୁର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ନାଗା ବେଶଧାରୀ କିଛି ଭଣ୍ଡବାବା ଭଜନ କୀର୍ତ୍ତନ ଆଳ ଦେଖାଇ କଳାକନା ବୁଲାଇ ଚମ୍ପଟ ମାରିଥିଲେ। ଆଉ କାଲିର ଖବର ଗଣମାଧ୍ୟମରେ ଜଣାପଡ଼ିବା ପରେ ଆଜି ଏମାନଙ୍କୁ ସନ୍ଦେହ କରି ଲୋକେ ନିଜଆଡୁ ପୋଲିସକୁ ଖବର ଦେଇଦେଇଛନ୍ତି।
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକେଇ। ଆଉ ସେହି ଟଙ୍କାରେ ଅୟସ କରୁଥିଲା ଅଭିଯୁକ୍ତ ।
ଚାଇନା, ଦୁବାଇ, ହଂକଂ ଓ ମାଲେସିଆରେ ବସି ଏମାନେ, ଭାରତର ବିଭିନ୍ନ ରାଜ୍ୟରେ ଖେଳାଇଥିଲେ ନେଟୱର୍କ l ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ଟଙ୍କା ଲୁଟ କରିଚାଲିଛନ୍ତି, ହେଲେ କ୍ରାଇମବ୍ରାଞ୍ଚ ହାତ ପାହାନ୍ତାରୁ ବହୁ ଦୂରରେ ବିଦେଶୀ ଠକ ।
ମଲ୍ଲିକାର୍ଜୁନ୍ ଏବଂ କାର୍ତ୍ତିକ ମାତ୍ର ୪୫ ଦିନ ଭିତରେ ସ୍କୁଲ ପାଇଁ ୧୦ କୋଟି ଟଙ୍କା ଲୋନ୍ କରାଇଦେବେ ବୋଲି ସ୍କୁଲ ମ୍ୟାନେଜ୍ମେଣ୍ଟକୁ ପ୍ରତିଶ୍ରୁତି ଦେଲେ ।
ଗ୍ୟାଙ୍ଗ୍ ଲିଡର ରକ୍ତ କର୍କଟ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଛି ।
ପୋଲିସ ଡିଜିଙ୍କୁ ଭେଟି ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଦାବି ।
ମୁନାଫାଖୋର ବ୍ୟବସାୟୀଙ୍କ ପାଇଁ ବଢୁଛି ନକଲି ମେଡିସିନ କାରବାର । ଟେଲ୍ମା-୪୦ ପରେ କ୍ଲାଭାମ୍-୬୨୫ର ନକଲି ମେଡିସିନ୍କୁ ନେଇ ଚିନ୍ତା ।
ଅନଲାଇନରେ ଠକେଇ କରି ବନ୍ଧା ହେଲେ ଡେଲିଭରି ବୟ । ୩ଟି ଦାମୀ ମୋବାଇଲ ଓ ୩ ଟି ବ୍ଲୁ-ଟୁଥ୍ ଜବତ ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ତଦନ୍ତରେ ଆଦୌ ସହଯୋଗ କରୁନି ଅର୍ଚ୍ଚନା । ଫଳରେ ଆର୍ଥିକ ଦିଗରେ ଖୋଳତାଡ଼ କରିବା ପାଇଁ ଅଡୁଆ ପରିସ୍ଥିତି ଉପୁଜିଛି ।
ଦ୍ୱିତୀୟ ତାଲିକା ବାହାରିବ କହି ଆଶାୟୀଙ୍କ ଠାରୁ ଟଙ୍କା ହଡ଼ପ ଅଭିଯୋଗ ହୋଇଛି । ପୂର୍ବରୁ ଏହି ଘଟଣାରେ ୨ ଜଣଙ୍କୁ କ୍ରାଇମବ୍ରାଂଚ ଗିରଫ କରିଥିବା ଜଣାପଡିଛି ।
ବିଜେପି କହିଲା ଖୋଲିବ ଶାସକ ଦଳର ମୁଖା । ସତ୍ୟାସତ୍ୟ ପଦାକୁ ଆସିବା ଦରକାର କହିଲା କଂଗ୍ରେସ ।
ଅଭିଯୁକ୍ତଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟର ଖୋଳତାଡ଼ ବି କରାଯାଉଛି । ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଇଡି ।
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣା । ବିଜେଡି ସରକାରକୁ ଟାର୍ଗେଟ କଲେ ପିସିସି ସଭାପତି ।
ଶୁଣାଣି ପରେ ଜାମିନ୍ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ । କଳା ସାମ୍ରାଜ୍ୟର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ପିଆଇଏଲ୍ ।
ଠକଙ୍କଠାରୁ ଟଙ୍କା ତ ଆଦାୟ ହୋଇଛି ହେଲେ କାହିଁକି ଟଙ୍କା ଫେରସ୍ତ ପାଉ ନାହାନ୍ତି ଜମାକାରୀ ?
ଗୁମର ଫିଟାଇଲା ପ୍ରଡ୍ୟୁସର ଅକ୍ଷୟ ପରିଜାଙ୍କ ଏତଲା । ୩ କୋଟି ଟଙ୍କା ମାଗି ହତ୍ୟା ଧମକ ବି ଦେଇଥିଲା ଅର୍ଚ୍ଚନା ।
କେଉଁ ପ୍ରଭାବଶାଳୀ ନେତା ହେଉଥିଲେ ବ୍ଲାକ୍ ମେଲିଂର ଶିକାର ? ପୋଲିସ ମୁହଁ ଖୋଲୁ ନଥିବାରୁ ବଢୁଛି ସନ୍ଦେହ ।
ଅଭିଯୋଗ ଅନୁସାରେ ଇଣ୍ଟରଟେନଟରେ ଏସ୍କର୍ଟ ସର୍ଭିସର ବିଜ୍ଞାପନ ଦେଖି ଜଣେ ଯୁବକ ଏହି ସଂସ୍ଥାକୁ ଫୋନରେ ଯୋଗାଯୋଗ କରିଥିଲେ ।
ଯୁବକ ଜଣକ ହୋଟେଲରେ ପହଞ୍ଚିବା ବେଳକୁ ତାଙ୍କ ନାଁରେ କୌଣସି ରୁମ୍ ବୁକ୍ ହୋଇନାହିଁ କି ସୁନ୍ଦରୀ ଯୁବତୀଙ୍କ ଦେଖା ବି ନାହିଁ ।
ଲକ୍ଷାଧିକ ଟଙ୍କା ଠକେଇର ମାଷ୍ଟରମାଇଣ୍ଡ ସମେତ ୫ ଗିରଫ । ଗିରଫ ୫ ଜଣଙ୍କ ମଧ୍ୟରେ ଜଣେ ଯୁବତୀ ଥିବା ସୂଚନା ।
ମୋକିମ୍ଙ୍କ ସହ ପୂର୍ବତନ IAS ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜଲାନ୍ସ କୋର୍ଟ ।
ରାଜ୍ୟ ସରକାରଙ୍କ ଘରୋଇ ପିଡିଏସ୍ ଡିଲର ପ୍ରୀତିକୁ ନେଇ ପ୍ରଶ୍ନ । ୭ବର୍ଷ ତଳୁ ଉଚ୍ଛେଦ ନିୟମ ସତ୍ତ୍ୱେ ରାସନ ବାଣ୍ଟୁଛନ୍ତି ୭ ହଜାର ରିଟେଲର ।
ଏକଥା ଆମେ ନୁହେଁ କି ସାର୍ଥକ ବି ନିଜେ କହୁ ନାହାନ୍ତି । ହେଲେ କାଗଜପତ୍ର କହୁଛି ତାଙ୍କ ନାଁରେ କିଣାଯାଇଛି ମେସିନ୍ ।