ଗତ ୨୦୧୭ ମସିହାରେ ସ୍ୱାମୀ ମର୍ଡର କେଶରେ ସମ୍ପୃକ୍ତ ଥାଇ ଜେଲ ଯାଇଥିଲେ ଅଭିଯୁକ୍ତାଜଣକ । ଜେଲ୍ରୁ ଫେରିଲା ପରେ କେଶ ଲଢ଼ିବା ପାଇଁ ଟଙ୍କାର ଆବଶ୍ୟକ ଥିବାରୁ ବସଷ୍ଟାଣ୍ଡମାନଙ୍କରେ ଲୋକଙ୍କୁ ଟାର୍ଗେଟ କଲେ ।
ଜିନିଷ କିଣିବାକୁ ଆସି ପ୍ରଥମେ ମହିଳାଙ୍କ ସହ ଫଟୋ ଉଠାଇଥିଲେ। ତେବେ ମହିଳା ଜଣକ ଏହାକୁ ବିରୋଧ କରିବାରୁ ଯୁବକମାନେ ତାଙ୍କ ଠାରୁ ମୋବାଇଲ୍ ଛଡ଼ାଇ ନେବା ସହ ଅନ୍ଲାଇନ୍ରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସାଢେ ୩ ଲକ୍ଷ ଟଙ୍କାର ଶପିଂ କରିଥିଲେ।
ଭୂତ ଖାଉଛି ହିତାଧିକାରୀଙ୍କ ଭତ୍ତା। ସରକାରୀ ବ୍ୟବସ୍ଥା ଓ ଯୋଜନା କ’ଣ ଅସଲ ହିତାଧିକାରୀଙ୍କୁ ମିଳୁଛି ? କାରଣ ଭତ୍ତା ବଣ୍ଟନ ନେଇ ସରକାରୀ ବ୍ୟବସ୍ଥା ହୋଇଥିଲେ ବି ପ୍ରକୃତରେ କେତେ ହିତାଧିକାରୀଙ୍କୁ ମିଳୁଛି ତାର ଅଜବ ଚିତ୍ର ଏବେ ସାମ୍ନାକୁ ଆସିଛି।
ଭୁବନେଶ୍ୱରରେ ବୁଲୁଛନ୍ତି ରାଜସ୍ଥାନର ନାବାଳିକା। କାଗଜ ଦେଖାଇ ଡୋନେସନ୍ ନାଁରେ ମାଗୁଛନ୍ତି ଟଙ୍କା। ନଦେଲେ ଜୋରଜବରଦସ୍ତ ଟଙ୍କା ଦେବାକୁ ବାଧ୍ୟ କରୁଛନ୍ତି। ଏଭଳି କିଛି ଅଭିଯୋଗ ଆଣି ଖଣ୍ଡଗିରି ଥାନାରେ ପହଞ୍ଚିଛନ୍ତି ଅଭିଯୋଗକାରୀ।
ଚାଷୀଙ୍କୁ ସାଂଘାତିକ ଭାବେ ଠକେଇ କରାଯାଇଥିବା ଅଭିଯୋଗ ହୋଇଛି। ଚାଷୀଙ୍କୁ କିଷାନ ସଭା କାର୍ଡ ଦେଇ ସେଥିରେ ସମସ୍ତ ପ୍ରକାର ସୁବିଧା ମିଳୁଥିବା କହି ଠକେଇ ହୋଇଥିବା ଅଭିଯୋଗ ଆସିଛି।
ରାଜଧାନୀର ଜଣେ ରସିକିଆ ବିଲ୍ଡରଙ୍କ ରୋଚକ କାହାଣୀ । ଯାହାଙ୍କ ପାଇଁ ବିବାହ ଏକ ବେପାର । ସୁଖ ସଂସାରର ସ୍ୱପ୍ନ ଦେଖୁଥିବା ଯୁବତୀଙ୍କୁ ବିବାହ ବନ୍ଧନରେ ଛନ୍ଦୁଥିଲେ ଜାଣିଶୁଣି ।
ନବରଙ୍ଗପୁର: ମନରେଗା ଯୋଜନାରେ ମହାଦୁର୍ନୀତି । ପୋଖରୀ ଖୋଳା ନାଁରେ ବଡ଼ ଚଞ୍ଚକତା । ହଡ଼ପ ହୋଇଛି ଲକ୍ଷାଧିକ ଟଙ୍କା । ଏଭଳି ସାଂଘାତିକ ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲାର ବନ ଅଧିକାରୀଙ୍କ ବିରୋଧରେ । ଡାବୁଗାଁ ବନାଞ୍ଚଳ ଅଧୀନ ବଡ଼ପାଞ୍ଜିରିଗୁଡ଼ା…
ନୂଆଦିଲ୍ଲୀ: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଠକେଇ (ପିଏନବି ସ୍କାମ) ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ମେହୁଲ ଚୋକସି ଡୋମିନିକାରୁ ଗିରଫ ହୋଇସାରିଛି । ଏହା ଆମେ ସମସ୍ତେ ଜାଣନ୍ତି । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁଯାୟୀ ମେହୁଲ ଚୋକସିଙ୍କୁ…