ଲାପ୍ଟପ୍ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇଁ ଯୁକ୍ତ ୨ ପାସ୍ କରିଥିବା ମେଧାବୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ତୃତୀୟ ଥର ପାଇଁ ଆବେଦନର ଅବଧିକୁ ଘୁଞ୍ଚାଇ ଦିଆଯାଇଛି।