• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Frequent Power Outage

Power Outage
ବିଦ୍ୟୁତ୍ ବଳକା ରାଜ୍ୟ କୁହାଯାଉଥିବା ଓଡ଼ିଶା କାହିଁକି ୨୪ ଘଣ୍ଟିଆ ବିଜୁଳି ଯୋଗାଣରେ ବିଫଳ?

ଘନ ଘନ ବିଜୁଳି କାଟ୍ ଅଘୋଷିତ ଭାବେ ମନଇଛା ହେଉଥିବା ପାୱାର କଟ୍‌କୁ ନେଇ ବଢୁଛି ଅସନ୍ତୋଷ । ପ୍ରବଳ ଖରା ଓ ଗରମ ସମୟରେ ବିଜୁଳିର ଲୁଚକାଳି ଖେଳ ଲୋକଙ୍କୁ ଆକ୍ତାମାକ୍ତା କରିପକାଯାଉଛି ।

Power Outage
ବିଜୁଳି ବଳକା ରାଜ୍ୟ ବୋଲି ଦାବି କରୁଥିବା ଓଡ଼ିଶାରେ କାହିଁକି ନିଅଣ୍ଟ ପଡୁଛି ବିଦ୍ୟୁତ୍ ?

ଘନ ଘନ ପାଓ୍ୱାର କଟ୍‌କୁ ନେଇ ଜନ ଅସନ୍ତୋଷ ପରେ ଚେତିଲେ ରାଜ୍ୟ ସରକାର। ଆଜି ସ୍ଥିତିର ସମୀକ୍ଷା କରି ଦିନରେ ପାଓ୍ୱର କଟ୍ ନକରିବା ଏବଂ ନିରବଛିନ୍ନ ଭାବେ ବିଜୁଳି ଯୋଗାଇ ଦେବାକୁ ଡିସ୍କମ୍ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ତେବେ ବିଜୁଳି ବଳକା ରାଜ୍ୟ ବୋଲି ଦାବି କରୁଥିବା ଓଡ଼ିଶାରେ କାହିଁକି ନିଅଣ୍ଟ ପଡୁଛି ବିଦ୍ୟୁତ୍ ?