• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Funeral

Organ Donation
ଅଙ୍ଗଦାନ କଲେ ରାଷ୍ଟ୍ରୀୟ ସମ୍ମାନରେ ଶେଷକୃତ୍ୟ

ଅଙ୍ଗଦାନ ଏକ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟ ମାନେ ଅଙ୍ଗଦାନ ପାଇଁ ସାହସିକ ନିଷ୍ପତ୍ତି ନିଅନ୍ତି।

V Sugnana Kumari Deo
ଶେଷଯାତ୍ରାରେ ସୁଜ୍ଞାନ କୁମାରୀ ଦେଓ; ଦିନ ୧୨ ପର୍ଯ୍ୟନ୍ତ ଶେଷ ଦର୍ଶନ

ଆଜି ସକାଳୁ ସକାଳୁ ରାଣୀ ମା ଙ୍କୁ ଶେଷ ଦର୍ଶନ କରୁଛନ୍ତି ବିଭିନ୍ନ ବୟସ ଓ ବର୍ଗର ଲୋକେ। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ପାଇଁ ଶେଷ ଦର୍ଶନର ସୁଯୋଗ ରହିବ।

Bhadrak
କାନ୍ଦବୋବାଳି ପଡ଼ିଲା, କୋକେଇ ଉଠିଲା; କିନ୍ତୁ ମଣିଷ ନଥିଲା..

ଶବ ନାହିଁ କିନ୍ତୁ ଶବ ସତ୍କାର ପାଇଁ ଚାଲିଥିଲା କୋକେଇ ବନ୍ଧା। କୋକେଇରେ ଶବ ନାହିଁ କିନ୍ତୁ ମଶାଣୀକୁ ଗଲା ବେଳେ ଶୁଭୁଛି ରାମ ନାମ ସତ୍ୟ ହେ ହରିନାମ ସତ୍ୟ ହେ। କୋକେଇ ପାଖରେ ବସି କାନ୍ଦୁଛନ୍ତି ପରିବାର ଲୋକେ।

Maheswar Mohanty Last Rites
ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି

ପୁରୀ ସ୍ୱର୍ଗଦ୍ୱାରରେ ମହେଶ୍ୱରଙ୍କ ଶେଷକୃତ୍ୟ ସମ୍ପର୍ନ୍ନ ହୋଇଛି ।

Swarup Nayak Funeral
ପଞ୍ଚଭୂତରେ ଲୀନ ହେଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱରୂପଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ମୁଖାଗ୍ନି ଦେଲେ ବଡ଼ ଝିଅ ନିବୃତ୍ତି ନାୟକ ।

Odia Jawans Martyred
କିଏ କହିଲା ପୁଅ ଘରୁ ବିଦା ହୁଏନି ? ଯେବେ ଯାଏ ପଡ଼େ ହରିବୋଲ, ଖଇକଉଡ଼ି

ଯାହାକୁ ଦିନେ ଘରୁ ସାଙ୍ଗରେ ଆଣି ଦେଶ ସେବା ପାଇଁ ପଠାଇଥିଲେ, ଆଜି ତାରି ମରଶରୀରକୁ ପୁଣି ଘରକୁ ଫେରାଇ ନେବାକୁ ଆସିଛନ୍ତି ଯେତେବେଳେ, ଛାତିର କୋହ ଓ ଆଖିର ଲୁହକୁ କେମିତି ବା ଚାପି ରଖିପାରନ୍ତେ ସହିଦ ସରୋଜଙ୍କ ବଡ଼ଭାଇ ମନୋଜ ଦାଶ ।

Odia Jawans Martyred
ଭୁବନେଶ୍ୱରରୁ ଭୁବନ, ସବୁଠି ବୀର ପୁଅର ଝଲକ୍ ପାଇଁ ଭିଡ଼

ଯାହାଙ୍କ ପାଇଁ ଦେଶ ଗର୍ବିତ, ଜନ୍ମମାଟି ବି ପରିଚିତ । ସେଇ ସୁନା ପୁଅ ସହିଦ ସରୋଜ ଦାସଙ୍କୁ ଝୁରୁଛି ଢେଙ୍କାନାଳର କେନ୍ଦୁଢ଼ିପ ଗାଁ ।

Odia Jawans Martyred
କାଲି ଜନ୍ମମାଟିକୁ ଫେରିବ ସହିହ ଯବାନ ସରୋଜଙ୍କ ପାର୍ଥିବ ଶରୀର

ଜନ୍ମମାଟିକୁ ଫେରିବ ସରୋଜଙ୍କ ପାର୍ଥିବ ଶରୀର । କେନ୍ଦୁଢିପ ଗାଁରେ ପାର୍ଥିବ ଶରୀରକୁ ନେଇ ଶୋଭାଯାତ୍ରା ହେବ । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ ।

Gita Mehta's Funeral
ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟାଙ୍କ ଆଜି ଶେଷକୃତ୍ୟ

ଶନିବାର ରାତିରେ ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିଲା । ସାମ୍ବାଦିକତାଠାରୁ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ ଯାଏଁ, ସିଦ୍ଧହସ୍ତ ଥିବା ଗୀତା ମେହେଟ୍ଟାଙ୍କୁ ସାରା ବିଶ୍ୱ ଭିନ୍ନ ଭିନ୍ନ ପରିଚୟରେ ଜାଣେ ।

Surya Narayan Patro
ପଞ୍ଚଭୂତରେ ବିଲୀନ ସୂର୍ଯ୍ୟ; ବିଧାନସଭାରୁ ଦିଗପହଣ୍ଡି ଶୁଭିଲା 'ଅନ୍ନା ଅମର ରହେ'

ଚାରିଆଡ଼ ଅନ୍ନା ଅମର ରହେ ନାରା ଶୁଭୁଥିଲା । ତାରି ଭିତରେ ବଡ଼ ପୁଅ ବିପ୍ଲବ ପାତ୍ର ମୁଖାଗ୍ନି ଦେବା ପରେ ପଞ୍ଚଭୂତରେ ବିଲୀନ ହୋଇଗଲେ ଗଂଜାମ ଜିଲ୍ଲାର ଅନ୍ୟତମ ଟାଣୁଆ ନେତା ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ଓ ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ।

Surya Narayan Patro
ପଞ୍ଚଭୂତରେ ବିଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର

ପଞ୍ଚଭୂତରେ ବିଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର । ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କର ଅନ୍ତିମ ସତ୍କାର କରାଯାଇଛି । ଶୋକାକୁଳ ପରିବେଶ ମଧ୍ୟରେ ଅନ୍ତିମ ସତ୍କାର କରାଯାଇଛି । ସୂର୍ଯ୍ୟଙ୍କୁ ମୁଖାଗ୍ନି ଦେଲେ ପୁଅ ବିପ୍ଲବ ପାତ୍ର । କର୍ମଭୂମିରୁ ଜନ୍ମଭୂମି ଯାଏଁ ଶେଷ ଦର୍ଶନ କଲେ ଶହ ଶହ ଲୋକେ । ଲୁହ ଭିଜା ଆଖିରେ ବିଦାୟ ଦେଇଛନ୍ତି ସମର୍ଥକ ।

Surya Narayan Patro
ପଞ୍ଚଭୂତରେ ବିଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର

ଗଂଜାମ ଦିଗପହଣ୍ଡିରେ ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର କରାଯାଇଛି ।

Funeral
ବଞ୍ଚିଥିଲା ବେଳେ ପଚାରିଲେନି; ମଲା ମାଆ ମୁହଁରେ ମୁଖାଗ୍ନି ଦେବାକୁ ମନା କଲା ବାପା

ବାପା, ମା’ଙ୍କୁ ହତାଦର କରିଥିବା ସନ୍ତାନଙ୍କୁ ସବକ୍ ଶିଖାଇଲେ ବାପା । ମା’ର ଦେହାନ୍ତ ପରେ ମୁଖାଗ୍ନି ଦେବାରୁ ବଞ୍ଚିତ କଲେ ନିଜ ୩ ପିଲାଙ୍କୁ ।

Odisha family buries pet parrot follows funeral rituals
ଶୁଆ ମୃତ୍ୟୁରେ ପରିବାର ଲୋକଙ୍କ ଆଖିରେ ଲୁହ, ମଣିଷ ପରି ପାଳନ ହେଲା ଦଶାହ କର୍ମ

୧୫ ବର୍ଷର ପାଳିତ ଶୁଆ ଡାକୁଥିଲା ମାମୁଁ, ମାଇଁ । ଆଉ ଏବେ ତା ପରଲୋକରେ ଭାଙ୍ଗି ପଡ଼ିଛନ୍ତି ଏହି ବ୍ୟକ୍ତି ଜଣଙ୍କ।

symbolic funeral
ଆଶ୍ଚର୍ଯ୍ୟ ! ବିନା ଶବରେ ଶବ ସତ୍କାର

୨୫ ବର୍ଷ ହେଲା ମାଆ ଫେରିଲାନି । ପୁଅକୁ ସ୍ୱପ୍ନ ଆସିଲା ମାଆ ଆଉ ନାହିଁ...ବାସ୍‌ ଏହାପରେ ଆରମ୍ଭ ହୋଇଗଲା ପିତୁଳାର ଶବଶୋଭାଯାତ୍ରା

 symbolic funeral
ଆଶ୍ଚର୍ଯ୍ୟ ! ବିନା ଶବରେ ଶବ ସତ୍କାର

୨୫ ବର୍ଷ ହେଲା ମାଆ ଫେରିଲାନି । ପୁଅକୁ ସ୍ୱପ୍ନ ଆସିଲା ମାଆ ଆଉ ନାହିଁ...ବାସ୍‌ ଏହାପରେ ଆରମ୍ଭ ହୋଇଗଲା ପିତୁଳାର ଶବଶୋଭାଯାତ୍ରା

Funeral
‘ସାତଜନ୍ମର ସାଥୀ ତ ନାହାନ୍ତି, ତାଙ୍କୁ ଛାଡ଼ି ବଞ୍ଚିବି କେମିତି? ମତେ ବି ଜୁଇରେ ଜାଳିଦିଅ’

‘ତୁମେ ତ ଚାଲିଗଲ, ମୋତେ ବି ସାଙ୍ଗରେ ନେଇ ଯାଅ । ଆଉ ଏ ଜୀବନ ରଖି ଲାଭ କ’ଣ । ମୁଁ ବି ତୁମ ସହ ମରିବାକୁ ଚାହୁଁଛି ।’ ଛତିଶଗଡରେ ଗତ ବୁଧବାର ହୋଇଥିବା ନକ୍ସଲ ଆକ୍ରମଣରେ ସହିଦ ହୋଇଥିବା ଜଣେ ଯବାନଙ୍କ ଶେଷକୃତ୍ୟ ବେଳେ ତାଙ୍କ ପତ୍ନୀଙ୍କ ଏପରି ବୁକୁଫଟା ଚିତ୍କାର ଶୁଣିବାକୁ ମିଳୁଥିଲା।

Funeral
୧୧୫ ବର୍ଷର ବୃଦ୍ଧାଙ୍କ ନିଆରା ଶେଷ ଯାତ୍ରା; ଡିଜେ ବାଜିଲା, ଲୋକେ ନାଚିଲେ

ସୁନ୍ଦରଗଡ ଜିଲ୍ଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା ବସ୍ତିପଡାଠାରେ ଆଜି ଏକ ଶବ ଶୋଭାଯାତ୍ରାକୁ ନେଇ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥିଲା ।

Bishnu Sethi
ପଞ୍ଚଭୂତରେ ବିଲୀନ ହେଲେ ବିଧାୟକ ବିଷ୍ଣୁ ସେଠୀ

ଗତକାଲି ବିଳମ୍ବିତ ରାତିରେ ନିଜର ଜନ୍ମମାଟି ତିହିଡି ବ୍ଲକ ମଙ୍ଗରାଜପୁର ଗାଁରେ ବିଧାୟକ ବିଷ୍ଣୁ ସେଠୀଙ୍କୁ ଦିଆଯାଇଛି ଅନ୍ତିମ ବିଦାୟ ।

Kerala family smiles during funeral
CONFUSE ! ! ! ମୃତ୍ୟୁ ପରେ କାନ୍ଦିବା ବଦଳରେ ହସିଲେ ପରିବାର, ଭାଇରାଲ୍‌ ହେଉଛି ଫଟୋ

ଜଣେ ବୃଦ୍ଧାଙ୍କ ଅନ୍ତିମସଂସ୍କାର ବେଳେ ତାଙ୍କ ପରିବାର ସଦସ୍ୟ କାନ୍ଦିବା ବଦଳରେ ହସ ହସ ମୁହଁରେ ମୃତଦେହ ସହ ଫଟୋ ଉଠାଇଛନ୍ତି। ଏ ଫଟୋକୁ ଦେଖିଲାପରେ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କୁ ଏହା ବିବ୍ରତ କରିଛି।

Coonoor Helicopter Crash Lance Naik Bogla Sai Teja will cremated today his body reached his native v
ପଞ୍ଚଭୂତରେ ଲୀନ ହେବେ ଲାନ୍ସ ନାଏକ ସାଇ ତେଜା, ଅନ୍ତିମ ଯାତ୍ରାରେ ପାର୍ଥିବ ଶରୀର

ସିଡିଏସ୍ ଜେନେରାଲ୍ ବିପିନ ରାୱତଙ୍କ ସହ ପ୍ରାଣ ହରାଇଥିବା ଲାନ୍ସ ନାୟକ ସାଇ ତେଜାଙ୍କ ପୈତୃକ ଗାଁରେ ଶେଷକୃତ୍ୟ ସମ୍ପୂର୍ଣ୍ଣ କରାଯିବ । ତେଜାଙ୍କ ପାର୍ଥୀବ ଶରୀରକୁ ତାଙ୍କ ଗାଁ ଆଗୁଭା ରେଗଡାକୁ ନିଆଯାଇଛି ।

Siddharth Sukla
ଅଲବିଦା ସିଦ୍ଧାର୍ଥ

ଲୋକପ୍ରିୟ ଟିଭି ତାରକା ତଥା ବିଗ୍‌ ବସ୍‌ ୧୩ର ବିଜେତା ସିଦ୍ଧାର୍ଥ ଶୁକ୍ଲାଙ୍କ ମୃତ୍ୟୁ ଖବର ଶୁଣି ସାରା ବଲିଉଡ ଆଶ୍ଚର୍ଯ୍ୟ ହୋଇଯାଇଛି। ଆଜି ସିଦ୍ଧାର୍ଥ ଶୁକ୍ଲାଙ୍କ ହେବ ଶେଷକୃତ୍ୟ।

siddharth sukla
ଆଜି ସିଦ୍ଧାର୍ଥ ଶୁକ୍ଳାଙ୍କର ଅନ୍ତିମ ସଂସ୍କାର

ଲୋକପ୍ରିୟ ଅଭିନେତା ତଥା ବିଗ୍‌ବସ -୧୩ର ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କର ଗତକାଲି ଦେହାନ୍ତ ହୋଇଯାଇଛି । ଆଜି ତାଙ୍କ ମର ଶରୀରର ଅନ୍ତିମ ସଂସ୍କାର କରାଯିବ।