ପୃଥିବୀ ପୃଷ୍ଠରୁ ୪ଶହ କିଲୋମିଟର ଉଚ୍ଚତାରେ ପରିକ୍ରମା କରୁଥିବା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ସେମାନେ ବୈଜ୍ଞାନିକ ଗବେଷଣା ଏବଂ ଟେକ୍ନୋଲୋଜି ଡେମନଷ୍ଟ୍ରେସନ କରିବେ ।
କିପରି ମହାଶୂନ୍ୟରେ, ଜିରୋ ଗ୍ରାଭିଟିରେ ରହିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି ଏହି ୪ ସମ୍ଭାବ୍ୟ ମହାକାଶଚାରୀ।
କିପରି ମହାଶୂନ୍ୟରେ, ଜିରୋ ଗ୍ରାଭିଟିରେ ରହିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି ଏହି ୪ ସମ୍ଭାବ୍ୟ ମହାକାଶଚାରୀ।
ଗଗନଯାନ ମିଶନରେ ମହାକାଶ ଯିବାକୁ ଥିବା ୪ ଜଣ ହେଲେ ଭାରତୀୟ ବାୟୁସେନାର ୪ ପାଇଲଟ୍।
ଗଗନଯାନ ମିଶନକୁ ନେଇ ବଡ଼ ଅପଡେଟ୍ । ଆଜି ସାମ୍ନାକୁ ଆସିପାରେ ମହାକାଶ ଯିବାକୁ ଥିବା ୪ ଭାରତୀୟଙ୍କ ନାଁ । ଗଗନଯାନ ମିଶନ ପାଇଁ ପ୍ରଶିକ୍ଷିତ ୪ ପାଇଲଟଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଚନ୍ଦ୍ର, ସୂର୍ଯ୍ୟ ପରେ ଏବେ ଇସ୍ରୋର ଲକ୍ଷ୍ୟ ଗଗନୟାନ.. ମହାକାଶକୁ ମଣିଷ ପଠାଇ ସେମାନଙ୍କୁ ସୁରକ୍ଷିତ ଫେରାଇ ଆଣିବା ଲାଗି ଉଦ୍ଦିଷ୍ଟ ଏହି ମିଶନରେ ଯଥେଷ୍ଟ ଅଗ୍ରଗତି ହୋଇସାରିଛି