ଅଗଷ୍ଟ ୩୧ରେ ଗଣେଶ ପୂଜା ପଡ଼ିଥିବା ବେଳେ ୧୦ ଦିନ ଧରି ହରିୟାଣାର ବିଭିନ୍ନ ସ୍ଥାନରେ ଏହି ଉତ୍ସବ ପାଳନ ହୋଇଥିଲା। ତେବେ ମୂର୍ତ୍ତି ବିସର୍ଜନ ବେଳେ ଏହି ଅଭାବନୀୟ ଘଟଣା ଘଟିଥିଲା।