ନାରାୟଣ ମୁଦୁଲି ନାମକ ଶିଳ୍ପୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି । ପୁରୀଘାଟ ଥାନା ପୋଲିସ ନିର୍ମାଣ କରାଯାଉଥିବା ମୂର୍ତ୍ତିଗୁଡିକ ନଦେଖି ତଦାରଖ ନକରି ଭାଂଗିବାକୁ କହି ଏକ ଅଣ୍ଡରଟେକିଂ ଲେଖାଇ ନେଇଛନ୍ତି ।