ଆଶାକର୍ମୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ପରେ ଟାହିଟାପରାର ଶିକାର ହେଲେ ପୀଡିତା...ଏହା ପରେ ଆତ୍ମହତ୍ୟା ପାଇଁ ନିଷ୍ପତ୍ତି ନେଲେ ହେଲେ.
ରହସ୍ୟଜନକ ହୋଇପଡ଼ିଛି ପାରାଦୀପ ଗଣଦୁଷ୍କର୍ମ ମାମଲା । ଆଗରୁ ୨ ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେସନ୍ ବା ଟିଆଇ ପରେଡ୍ ସରିଥିବା ବେଳେ ବାକି ୨ ଅଭିଯୁକ୍ତଙ୍କ ଟିଆଇ ପରେଡ୍ ଶନିବାର ହେବାର ଥିଲା । ହେଲେ ଠିକ୍ ସେହି ଦିନ ହିଁ ପୀଡ଼ିତା ନିଖୋଜ ହୋଇଗଲେ ।