'ଏବେ କୌଣସି ଅପରାଧିକ ମାମଲାରେ ମୁଁ ସଂପୃକ୍ତ ନୁହଁ । ଅପରାଧ ଛାଡ଼ି ମୁଖ୍ୟ ସ୍ରୋତରେ ସାମିଲ୍ ହେବାକୁ ଚାହୁଁଛି ।'
ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ଆଜି ଅନ୍ତିମ ସଂସ୍କାର ହେବ । ଉତ୍ତରପ୍ରଦେଶର ଗାଜିପୁରରେ ତାଙ୍କର ଅନ୍ତିମ ସଂସ୍କାର ହେବ ।
୨୦୨୩ରେ ଅନୁରାଧା ଏକ ସାକ୍ଷାତକାରରେ ସ୍ପଷ୍ଟ କରିଦେଇଥିଲା ଯେ ଏବେ ଅପରାଧ ସହ ତାର କୌଣସି ସମ୍ପର୍କ ନାହିଁ, ସେ କେବଳ ଜଣେ ଗୃହିଣୀ ଏବଂ ସନ୍ଦୀପର ଘର ସମ୍ଭାଳୁଛି । ଅନୁରାଧା ଏବେ ସାଧାରଣ ଜୀବନଯାପନ କରୁଛି ।
ହୋଟେଲ ମାଲିକ ଓ ହୋଟେଲର କର୍ମଚାରୀ ଓମ୍ ପ୍ରକାଶ ଏବଂ ହେମରାଜକୁ ଗିରଫ କରିଛି ପୋଲିସ । ମଡେଲ ଦିବ୍ୟା ପାହୁଜାଙ୍କ ମୃତଦେହକୁ ଏହି ଦୁଇ ହୋଟେଲ କର୍ମଚାରୀ ଲୁଚାଇଥିବା ଜଣାପଡ଼ିଛି ।
କଟକର ବହୁଚର୍ଚ୍ଚିତ ଭଣ୍ଡ ମୌଲାନା କୈଫି ଖାନର ଫିଟୁଛି ମହାଗୁମର । ଗୁପ୍ତଧନ ଖୋଳିବା ଏବଂ ଭୂତକୁ ଛଡ଼ାଇବାର ଭାଣ୍ଡାମି କରି ଲୋକଙ୍କୁ ଭୂଆଁ ବୁଲାଇଥିବା କୈଫି ଖାନ ବିରୋଧରେ ସାମ୍ନାକୁ ଆସିଲାଣି ଛଅ ଛଅଟି ମାମଲା ।
ମୋଷ୍ଟ ଓ୍ୱାଣ୍ଟେଡ୍ ଆତଙ୍କବାଦୀ ଏବେ ବି ସକ୍ରିୟ ଥିବା NIAର ସୂଚନା । ଛୋଟା ସକିଲ୍ ସଂପର୍କରେ ସୂଚନା ଦେଲେ ୨୦ ଲକ୍ଷ ପୁରସ୍କାର ।
ଖାଲି ୨୦୨୨ରେ ରୁଜୁ ହୋଇଛି ୨୨ଟି ମାମଲା । ଖାଲି ଚକରା କାହିଁକି ଗ୍ୟାଙ୍ଗ ସଦସ୍ୟ ରାଜେଶ ମହାପାତ୍ର, ରବିନ ଶତପଥୀ ନାଁରେ ବି ରହିଛି ମାଳମାଳ ମାମଲା ।
ମୁଖ୍ୟତଃ ଦାଉଦ୍ ଇବ୍ରାହିମର ଶାର୍ପସୁଟର୍, ଡ୍ରଗ୍ ଟ୍ରାଫିକର୍, ହାଓ୍ୱାଲା ଅପରେଟର, ରିୟଲ ଇଷ୍ଟେଟ୍ ମ୍ୟାନେଜର୍ ଏବଂ ଅନ୍ୟାନ୍ୟ ପ୍ରମୁଖ ଅପରାଧୀମାନଙ୍କ ଉପରେ ଚଢାଉ ହୋଇଛି ।
ଗ୍ୟାଙ୍ଗଷ୍ଟର ବିଧାୟକ। ଦୁଇ ଜଣଙ୍କୁ ଜିଅନ୍ତା ଜାଳିଲେ, ପୋଲିସ ଅଧିକାରୀଙ୍କୁ ଚାପୁଡ଼ା ମାରି କମ୍ୟୁନିଷ୍ଟ ନେତାଙ୍କୁ ଅପହରଣ କଲେ। ଚଢାଉ ବେଳେ ବାହାରିଥିଲା ପାକିସ୍ତାନୀ ଅସ୍ତ୍ରଶସ୍ତ୍ର....”ଶହାବୁ”ଙ୍କୁ ନେଇ ଏବେ ଭାରି ଚର୍ଚ୍ଚା...ଦେଖନ୍ତୁ ଏହି ଭିଡ଼ିଓ