ବିଶାଖାପାଟଣା ନିକଟରେ ଥିବା ଏକ ଶିଳ୍ପାଞ୍ଚଳରେ ବିଷାକ୍ତ ଗ୍ୟାସ୍ ଲିକ୍ ହେବାରୁ ଶତାଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ଗ୍ୟାସ୍ ଲିକ୍ ଯୋଗୁ ଏଠାରେ କାମ କରୁଥିବା କର୍ମଚାରୀଙ୍କ ଆଖି ପୋଡ଼ିବା ସହିତ ବାନ୍ତି ହୋଇଥିଲା।