ଏହି ମାମଲାର ଗମ୍ଭୀରତା ଦେଖି, ଦିଲ୍ଲୀ ପୋଲିସ ତୁରନ୍ତ ସକ୍ରିୟ ହୋଇଯାଇଛି । ପ୍ରାରମ୍ଭିକ ତଦନ୍ତ ଅନୁସାରେ ଏହି ଧମକ ISIS କାଶ୍ମୀର ଦେଇଛି ବୋଲି ପୋଲିସ୍ ଜାଣିବାକୁ ପାଇଛି ।
ଏହି ମାମଲାର ଗମ୍ଭୀରତା ଦେଖି, ଦିଲ୍ଲୀ ପୋଲିସ ତୁରନ୍ତ ସକ୍ରିୟ ହୋଇଯାଇଛି । ପ୍ରାରମ୍ଭିକ ତଦନ୍ତ ଅନୁସାରେ ଏହି ଧମକ ISIS କାଶ୍ମୀର ଦେଇଛି ବୋଲି ପୋଲିସ୍ ଜାଣିବାକୁ ପାଇଛି ।
ନିକଟରେ ଭାରତୀୟ ଦଳର ସହକାରୀ କୋଚ୍ ପଦରୁ ବହିଷ୍କୃତ ହୋଇଥିବା ଅଭିଷେକ ନାୟାରଙ୍କୁ ମିଳିଛି ନୂଆ ନିଯୁକ୍ତି। ବିସିସିଆଇ ଘୋଷଣାର ଦିନକ ପରେ ଟି୨୦ କ୍ରିକେଟର ମହାକୁମ୍ଭ ଆଇପିଏଲ୍କୁ ଫେରିଛନ୍ତି ନାୟାର। ସେ କୋଲ୍କାତା ନାଇଟ୍ ରାଇଡର୍ସରେ ସପୋର୍ଟ ଷ୍ଟାଫ୍ ଭାବେ ଯୋଗଦେଇଛନ୍ତି।
ନିକଟରେ ଦଳ ଚାମ୍ପିୟନ୍ସ ଟ୍ରଫି ମଧ୍ୟ ବିଜୟୀ ହୋଇଥିଲା। ତେବେ କୋଚିଙ୍ଗ ଷ୍ଟାଫଙ୍କ ପ୍ରଦର୍ଶନରେ ବିସିସିଆଇର ଟପ ଅଧିକାରୀ ମାନେ ଖୁସି ନ ଥିବା କୁହାଯାଇଛି। ଏହା ସହିତ ବିଭିନ୍ନ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ବିସିସିଆଇ ପକ୍ଷରୁ ୩ ଜଣ କୋଚଙ୍କୁ ବିଦା କରିବାକୁ ନିଷ୍ପତ୍ତି ନେଇଛି।
ଟିମ୍ ଇଣ୍ଡିଆ ଆସିଷ୍ଟାଣ୍ଟ ବ୍ୟାଟିଂ କୋଚ୍ ଅଭିଷେକ ନାୟର, ଫିଲ୍ଡିଂ କୋଚ୍ ଟି. ଦିଲ୍ଲିପ , ଷ୍ଟ୍ରେନ୍ଥ ଓ କଣ୍ଡିସନିଂ କୋଚ୍ ସୋହମ ଦେଶାଇ ଏବଂ ଜଣେ ମସାଜରଙ୍କୁ ହଟାଇଛି ବିସିସିଆଇ । ଅଭିଷେକ ନାୟର ୨୦୨୪ ମସିହା ଜୁଲାଇ ୨୪ ତାରିଖରେ ଟିମ୍ ଇଣ୍ଡିଆର ଆସିଷ୍ଟାଣ୍ଟ ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ ହୋଇଥିଲେ । ଜୁନ୍ ୨୦ ତାରିଖ ପୂର୍ବରୁ ନୂତନ ନିଯୁକ୍ତି ମିଳିବ ବୋଲି ସୂଚନା ମିଳିଛି ।
ଆଇସିସି ଚାମ୍ପିଅନ୍ସ ଟ୍ରଫିରେ ରେକର୍ଡ ତୃତୀୟ ମୁକୁଟ ହାସଲ କରିଛି ଟିମ୍ ଇଣ୍ଡିଆ । ଟିମ୍ର ଏହି ସଫଳତା ପଛରେ ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର, ବରୁଣ ଚକ୍ରବର୍ତ୍ତୀଙ୍କ ସମେତ ଅନେକ ଖେଳାଳିଙ୍କର ରହିଛି ଯୋଗଦାନ । ତେବେ ଏହାର ପ୍ରକୃତ ସ୍କ୍ରିପ୍ଟ ରାଇଟର୍ ହେଉଛନ୍ତି ମୁଖ୍ୟ କୋଚ୍ ଗୌତମ ଗମ୍ଭୀର । ଟିମ୍କୁ ମୁକୁଟ ଜିତାଇ ଅଗ୍ନିପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି ଗୁରୁ ଗମ୍ଭୀର ।
ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ ରହିଥିବା ଗୌତମ ଗମ୍ଭୀରଙ୍କୁ ପ୍ରଶଂସା କରିଛନ୍ତି ପାକିସ୍ତାନୀ କ୍ରିକେଟ କିମ୍ବଦନ୍ତୀ ୱାସିମ ଆକ୍ରମ। ସବୁ ଖେଳାଳି ଗମ୍ଭୀରଙ୍କ ଠାରୁ ଶିଖିବା ଉଚିତ ବୋଲି ବଡ ବୟାନ ମଧ୍ୟ ଦେଇଛନ୍ତି ସେ। ଗମ୍ଭୀର ଜଣେ ଅଧିନାୟକ ଭାବେ ଉଦାହରଣ ସୃଷ୍ଟି କରିଛନ୍ତି।
ବିସିସିଆଇର 'ଗମ୍ଭୀର' ନିଷ୍ପତ୍ତି । ପରାଜୟ ପରେ କଠୋର ଲଗାମ୍ । ଚଳିବନି ଖେଳାଳିଙ୍କ ଷ୍ଟାରଡମ୍ । ଘରୋଇ କ୍ରିକେଟ୍ ଖେଳ, ନହେଲେ ଟିମରେ ଜାଗା ନାହିଁ ।
ପୂର୍ବରୁ କୌଣସି କୋଚିଂ ଅଭିଜ୍ଞତା ନ ଥାଇ ମଧ୍ୟ ଗମ୍ଭୀରଙ୍କୁ ଆଇପିଏଲ ପ୍ରଦର୍ଶନ ଆଧାରରେ ଭାରତୀୟ ଦଳର କୋଚ ଦାୟିତ୍ବ ପ୍ରଦାନ କରାଯାଇଥିଲା। ତେବେ ଗମ୍ଭୀରଙ୍କ ଅଧୀନରେ ଭାରତ ଏହାର ସବୁଠାରୁ ଖରାପ ପ୍ରଦର୍ଶନ କରିଛି। ଗମ୍ଭୀରଙ୍କ ଅଧୀନରେ ଦଳ ୧୦ ଟି୨୦, ୩ ଦିନିକିଆ ଓ ୧୦ ଟେଷ୍ଟ ମ୍ୟାଚ ଖେଳିଛି । ଟି୨୦ରେ ଗମ୍ଭୀର ୧୦ରୁ ୯ ବିଜୟ ସହ ଭଲ ପ୍ରଦର୍ଶନ କରିଛନ୍ତି। ତେବେ ଦିନିକିଆରେ ଭାରତୀୟ ଦଳ ଗମ୍ଭୀରଙ୍କ ନେତୃତ୍ବରେ ଏଯାଏ ପ୍ରଥମ ବିଜୟ ସନ୍ଧାନରେ ରହିଛି। ସେହିପରି ୧୦ ଟେଷ୍ଟ ମ୍ୟାଚରେ ଭାରତ ମାତ୍ର ୩ ବିଜୟ ଓ ୬ ପରାଜୟ ବରଣ କରିଥିବା ବେଳେ ଗୋଟିଏ ମ୍ୟାଚ ଡ୍ରରେ ଶେଷ ହୋଇଛି।
ଅଷ୍ଟ୍ରେଲିଆରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ବି ଆଶାଜନକ ପ୍ରଦର୍ଶନ କରିପାରି ନାହିଁ ଟିମ୍ ଇଣ୍ଡିଆ । ଏହାପରେ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ପାଇଁ ଗାଦି ବଞ୍ଚାଇବା ହୋଇଛି ବଡ଼ ଚାଲେଞ୍ଜ୍। ତାଙ୍କ ପାଇଁ ଶେଷ ସୁଯୋଗ ହୋଇପାରେ ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫।
ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ରେ କ୍ଲିନ୍ ସୁଇପ୍ ହୋଇଛି ଟିମ୍ ଇଣ୍ଡିଆ । ଏହାପରେ ଡବ୍ଲ୍ୟୁଟିସିରେ ଭାରତର କ୍ରମାଗତ ତୃତୀୟ ଥର ଫାଇନାଲ୍ରେ ପ୍ରବେଶ ଉପରେ ଲାଗିଯାଇଛି ପ୍ରଶ୍ନଚିହ୍ନ । ଅଧିନାୟକ ରୋହିତ ଶର୍ମାଙ୍କ ସହ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ବି ହୋଇଛନ୍ତି କଡ଼ା ସମାଲୋଚନାର ଶରବ୍ୟ । ଏବେ ଗମ୍ଭୀରଙ୍କ ପାଇଁ ଏସିଡ୍ ଟେଷ୍ଟ ହେବ ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି ।
ତୁଟି ଗଲା କି ସବୁ ବିବାଦ ? ସବୁ ଘଟଣାର ହୋଇଗଲା କି ଅନ୍ତ ? ବିରାଟ କୋହଲି ଓ ଗୌତମ ଗମ୍ଭୀରଙ୍କୁ ନେଇ ଏବେ ଏମିତି ଚର୍ଚ୍ଚା କରୁଛନ୍ତି ଫ୍ୟାନ୍ । ଚର୍ଚ୍ଚା କରିବାର କାରଣ ବି ରହିଛି ।
ଶ୍ରୀଲଙ୍କା ଗସ୍ତ ଆରମ୍ଭ ପୂର୍ବରୁ ମୁଖ୍ୟ ପ୍ରଶିକ୍ଷକ ଗମ୍ଭୀର, ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ ।
ଟି-୨୦ ଓ ଦିନିକିଆ ଫର୍ମାଟରେ ଯୁବ ବ୍ୟାଟ୍ସମ୍ୟାନ୍ ଶୁଭମନ ଗିଲ୍ଙ୍କୁ ଉପଅଧିନାୟକ ଦାୟିତ୍ୱ ଦିଆଯାଇଛି । ତେବେ ଏହା ସଙ୍କେତ ଦେଉଛି କି ଶୁଭମନ ଗିଲ୍ ଟିମ୍ ଇଣ୍ଡିଆର ପରବର୍ତ୍ତୀ ଅଧିନାୟକ ହୋଇପାରନ୍ତି ।
ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଭାବେ ଗୌତମ ଗମ୍ଭୀର ଦାୟିତ୍ୱ ଗ୍ରହଣ କରିସାରିଛନ୍ତି । ଆସନ୍ତା ଶ୍ରୀଲଙ୍କା ବିପକ୍ଷ ସିରିଜ୍ରୁ ସେ ନିଜର କାର୍ଯ୍ୟ ଆରମ୍ଭ କରିବେ ।
ରୋହିତ ଶର୍ମାଙ୍କ ପରେ କିଏ ? ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ରୋହିତଙ୍କ ସ୍ଥାନ ନେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ଏଥିରେ ପଡ଼ିଛି ପୂର୍ଣ୍ଣଛେଦ ! ଜାଣନ୍ତୁ କାହିଁକି...
ଭାରତୀୟ କ୍ରିକେଟ୍ ଟିମର ମୁଖ୍ୟ କୋଚ୍ ହେଲେ ଗୌତମ ଗମ୍ଭୀର । ମୁଖ୍ୟ କୋଚ୍ ଭାବେ ଗମ୍ଭୀରଙ୍କୁ ନିଯୁକ୍ତି ଦେଇଛି BCCI । ବିସିସିଆଇ ସମ୍ପାଦକ ଜୟ ଶାହ ଏକ୍ସରେ ଏହି ସୂଚନା ଦେବା ସହ ଗମ୍ଭୀରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଭାବେ ରାହୁଲ ଦ୍ରାବିଡ଼ଙ୍କ ଉପଯୁକ୍ତ ବିକଳ୍ପ ହୋଇପାରିବେ କି ଦୌଡ଼ରେ ସର୍ବାଗ୍ରେ ଥିବା ଗୌତମ ଗମ୍ଭୀର? ଭାରତୀୟ ପ୍ରଶଂସକଙ୍କ ଉଚ୍ଚ ଆଶା, ଟିମ୍ରେ ତାରକା ସଂସ୍କୃତି ଓ ଆଇସିସି ଟୁର୍ଣ୍ଣାମେଣ୍ଟଗୁଡ଼ିକର ଚାଲେଞ୍ଜ୍କୁ ଅତିକ୍ରମ କରି ଆଗକୁ ବଢ଼ିବାରେ କେତେ ସଫଳ ହେବେ ଏହି ପୂର୍ବତନ ବ୍ୟାଟର୍?
ମୁଖ୍ୟ ପ୍ରଶିକ୍ଷକ ହେବା ପାଇଁ ଗମ୍ଭୀର ମଧ୍ୟ ସବୁଜ ସଙ୍କେତ ଦେଇଛନ୍ତି । ଗମ୍ଭୀର କହିଛନ୍ତି ଯେ ଭାରତୀୟ ଦଳକୁ ପ୍ରଶିକ୍ଷଣ ଦେବାଠାରୁ ଅଧିକ ସମ୍ମାନ ଆଉ କେଉଁଥିରେ ନାହିଁ ।
ଗୌତମ ଗମ୍ଭୀର ଟିମ୍ ଇଣ୍ଡିଆର ମୁଖ୍ୟକୋଚ୍ ଭାବେ ଦାୟିତ୍ୱ ଗ୍ରହଣ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜାରି ରହିଛି ।
ମୁଁ ମୋର ପ୍ରଥମ ଅଣ୍ଡର -୧୪ ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ପ୍ରୟାସ କରିଥିଲି, ସେତେବେଳେ ମୋତେ ଏଥିପାଇଁ ଚୟନ କରାଯାଇନଥିଲା କାହିଁକି ନା ମୁଁ ଚୟନକର୍ତ୍ତାଙ୍କ ପାଦ ସ୍ପର୍ଶ କରି ନ ଥିଲି ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ଟିମ୍ ଇଣ୍ଡିଆର ପରବର୍ତ୍ତୀ କୋଚ୍ କରିବାକୁ ଚାହୁଁଛି ବିସିସିଆଇ ।
ଆରସିବି ଓ କେକେଆର୍ ମ୍ୟାଚ୍ ପୂର୍ବରୁ ବେଶ କଳ୍ପନା ଜଳ୍ପନା ଚାଲିଥିଲା କୋହଲି ଓ ଗମ୍ଭୀରଙ୍କୁ ନେଇ। କିନ୍ତୁ କାଲିର ମ୍ୟାଚ୍ରେ ଚିତ୍ର କିଛି ଅଲଗା ଥିଲା। ମ୍ୟାଚ୍ ଆରମ୍ଭରୁ ହିଁ ପରସ୍ପରଙ୍କୁ ଆଲିଙ୍ଗନ କରିଥିଲେ।
ଏହି ମ୍ୟାଚ୍ ବେଶ୍ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି। କାରଣ ଆଜି ସାମ୍ନାସାମ୍ନି ହେବେ କୋହଲି ଏବଂ ଗମ୍ଭୀର।
ଗମ୍ଭୀର ମାର୍ଚ୍ଚ ୨୦୧୯ରେ ବିଜେପିରେ ଯୋଗ ଦେଇଥିଲେ। ସେ ୨୦୧୯ ଲୋକସଭା ନିର୍ବାଚନରେ ୬,୧୫,୧୦୧ ଭୋଟ ବ୍ୟବଧାନରେ ପୂର୍ବ ଦିଲ୍ଲୀ ଆସନରେ ବିଜୟୀ ହୋଇଥିଲେ।