ବିଜେପି ଓ କଂଗ୍ରେସ ମଧ୍ୟ ରାଜ୍ୟରେ ଆଗୁଆ ନିର୍ବାଚନୀ ନେଇ ପ୍ରସ୍ତୁତ ଥିବା କହିଛନ୍ତି।
ଦିନେ ଦୁଇ ଭିତରେ ଦିନ ମେଳିକୁ ନେଇ ହୋଇପାରେ ବଡ଼ ଘୋଷଣା, ମେଣ୍ଟ ସମ୍ପର୍କରେ କଂଗ୍ରେସ ବଡ଼ ଘୋଷଣା କରିବା ନେଇ ସୂଚନା
ମୋଦିଙ୍କ ଆଡ଼କୁ ଢଳୁଛନ୍ତି କି ନବୀନ ? ୨୦୨୪ ନିର୍ବାଚନ ପୂର୍ବରୁ ନୂଆ ସମୀକରଣ ହେଉଛି କି ?
ମହିଳା ଭୋଟକୁ ନେଇ ବ୍ୟାକଫୁଟ୍ ରେ କି ବିଜେଡି? ମାଳମାଳ ଦଳୀୟ ନେତାଙ୍କ ନାଁରେ 'ମହିଳା ବିରୋଧୀ' ମାମଲା
ଦଳୀୟ ଗୋଷ୍ଠୀ କନ୍ଦଳ ଓ ଜିଲ୍ଲାରେ ନେତୃତ୍ୱବିହୀନ ସ୍ଥିତି ! ଚର୍ଚ୍ଚାରେ ପ୍ରଦୀପ ପାଣିଗ୍ରାହୀଙ୍କ ଅରେଞ୍ଜ ରିଭୋଲୁସନ୍ ମନ୍ତବ୍ୟ
ରାଜ୍ୟରେ ଯେତୋଟି ବି ଉପ-ନିର୍ବାଚନ ହୋଇଛି । ସେଥିମଧ୍ୟରୁ ଦଳ ପ୍ରାୟତଃ ହାର୍ର ସାମନା କରିଛି, କେବଳ ବ୍ରଜାରାଜନଗର ଏବଂ ତିର୍ତ୍ତୋଲକୁ ଛାଡିଦେଲେ ଦଳ ଅନ୍ୟ ସବୁଠି ପ୍ରାୟତଃ ଅମାନତ ହରାଇଛି ।
ବିଜେଡି ସରକାର ମହିଳା ବିରୋଧୀ ଓ ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗକୁ ନେଇ ବିଜେପି ଯେଉଁଭଳି ଢଙ୍ଗରେ ବିଜେଡି ସରକାରକୁ ଘନଘନ ନିଶାନା କରୁଛି, ତାର କାଉଣ୍ଟର ଲାଗି ମୁଖ୍ୟମନ୍ତ୍ରୀ ଏଭଳି ଆଭିମୁଖ୍ୟ ଆପଣାଇଥିବା ଚର୍ଚ୍ଚା ହେଉଛି।
୨୪ ପାଇଁ କି ସଂକେତ ଦେଲା ଝାରସୁଗୁଡ଼ା ଫଳ । ୧୯ ଅପେକ୍ଷା ବିଜେଡିକୁ ୫ ଓ ବିଜେପି ପାଖକୁ ଗଲା ୩ ପ୍ରତିଶତରୁ ଅଧିକ ଭୋଟ୍, କଂଗ୍ରେସରୁ ଖସିଗଲା ୮ ପ୍ରତିଶତ । ନବ ଶକ୍ତି ଓ ନବୀନ ପ୍ରଚାରରେ ବାଜି ମାରିଲା ଶଙ୍ଖଦଳ, ଦୁର୍ବଳ ସଂଗଠନ ପାଇଁ ଘାଟା ଖାଇଲେ ପଦ୍ମ-ହାତ
ରାଜଧାନୀ ଦିଲ୍ଲୀରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଏମତି ଖୁଲମଖୁଲା ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାହା ସହ ସେ ଆହୁରି କହିଛନ୍ତି କି, ସର୍ବଦା ଏହା ଆମର ମୁଖ୍ୟ ନୀତି । ତୃତୀୟ ସାମୁଖ୍ୟ ନୀତରେ ଆମେ ନାହୁଁ
ହଙ୍ଗା ପଡ଼ିଲା କି ବିଜେଡ଼ି ଜିଲ୍ଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ମାମଲା ? ତା’ ସହ ବିଜେଡିର ଅନ୍ତର୍ଦ୍ବନ୍ଦ୍ବ ବି ମାତ୍ ଦେବାରେ ସାହାଯ୍ୟ କଲା କି ? ଏହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା।
ସାଧାରଣ ନିର୍ବାଚନ ପାଇଁ ଶାସକ ଦଳର ଜୋରଦାର ପ୍ରସ୍ତୁତି ଭିତରେ ଯୁବପିଢ଼ିଙ୍କୁ ଆକର୍ଷିତ କରୁଥିବା ସୋସିଆଲ୍ ମିଡିଆକୁ ମୁଖ୍ୟ ଅସ୍ତ୍ର ଭାବେ ବ୍ୟବହାର କରିବାକୁ ବିଜେଡି ଆରମ୍ଭ କରିଛି ଟ୍ରେନିଂ ।
ଘୋଷଣାର ଦୀର୍ଘଦିନ ପରେ ଓବିସି ସର୍ଭେକୁ ଗ୍ରୀନ୍ ସିଗ୍ନାଲ । ପଛୁଆ ବର୍ଗର ଭୋଟ୍ ନେବାକୁ କସରତ ଆରମ୍ଭ ।
୨୪ ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜ୍ୟର ତିନି ପ୍ରମୁଖ ଦଳ ବୁଥ୍ ସ୍ତରର ଭୋଟର୍ଙ୍କ ପାଖେ ପହଞ୍ଚିବାକୁ ସେତିକି ଫୋକସ୍ କରୁଛନ୍ତି। ବିଜେପି ପକ୍ଷରୁ କାର୍ଯ୍ୟକର୍ତ୍ତାଙ୍କୁ ଗୁଢ଼ ମନ୍ତ୍ର ଦେଇଛନ୍ତି ନିଜେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ।
ଆନ୍ଦୋଳନ ଆଳରେ SHG ସଦସ୍ୟାଙ୍କୁ ଡକାଇ ସମାବେଶ ଚର୍ଚ୍ଚା । ନିର୍ବାଚନୀ କାମରେ ବ୍ୟବହାର ହେଉଥିବା ନେଇ ଖୋଲିଲେ ଗୁମର ।
ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ଲାଗି ବିଜେପି ସହ ପ୍ରତିଦ୍ୱନ୍ଦ୍ୱିତା କଲାବାଲା କେହି ନାହାନ୍ତି । ନ୍ୟୁଜ୍ ଏଜେନ୍ସି ANIକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି।
ଜାତୀୟ କାର୍ଯ୍ୟକାରିଣୀରେ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର
କୋଭିଡ୍ ସମୟରେ ନଡ୍ଡାଙ୍କ ଆହ୍ବାନରେ ବିଜେପି କାର୍ଯ୍ୟକର୍ତ୍ତା ଦେଶରେ ଅତୁଳନୀୟ ସେବା ଯୋଗାଇଛନ୍ତି।
କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି।
୨ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ମାନସ ମନ୍ଥନ । ୯ ରାଜ୍ୟରେ ବିଧାନସଭା ଭୋଟ୍ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ମନ୍ତ୍ର ।
୨୪ ନିର୍ବାଚନରେ ଟକ୍କର ବି ଜୋରଦାର ହୋଇପାରେ ବୋଲି ଆଶା କରାଯାଉଛି।
ବିଜୁ ଯୁବ ବାହିନୀ ଭେଳିକି ପ୍ରସଙ୍ଗ ଉଖାରିଲା କଂଗ୍ରେସ୍ ।
ଜାନୁଆରୀ ଶେଷ ସପ୍ତାହରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓଡିଶା ଗସ୍ତରେ ଆସୁଛନ୍ତି।
ସବୁ ବୁଥ୍ରେ ସଂଗଠନ ମଜଭୁତ ଉପରେ ବି ଜୋର୍ । ସରକାର ଚଳାଉଛି କିଏ ? ନଡ୍ଡାଙ୍କ ପ୍ରଶ୍ନ ଲୋକଙ୍କ ପାଖେ ପହଞ୍ଚାଇବାକୁ ହେବ ପ୍ରୟାସ ।
୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।