• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: General Election 2024

Odisha Politics
ପୁଣି ଚର୍ଚ୍ଚା ! ରାଜ୍ୟରେ ହେବ କି ଆଗୁଆ ନିର୍ବାଚନ ?

ବିଜେପି ଓ କଂଗ୍ରେସ ମଧ୍ୟ ରାଜ୍ୟରେ ଆଗୁଆ ନିର୍ବାଚନୀ ନେଇ ପ୍ରସ୍ତୁତ ଥିବା କହିଛନ୍ତି।

Nitish Kumar meets Mallikarjun Kharge, Rahul Gandhi
୨୪ ନିର୍ବାଚନ ପୂର୍ବରୁ ବିରୋଧୀ ମେଳି ! ଦିଲ୍ଲୀରେ ରାହୁଲ ଓ ଖଡଗେଙ୍କ ସହ ନୀତିଶଙ୍କ ଆଲୋଚନା

ଦିନେ ଦୁଇ ଭିତରେ ଦିନ ମେଳିକୁ ନେଇ ହୋଇପାରେ ବଡ଼ ଘୋଷଣା, ମେଣ୍ଟ ସମ୍ପର୍କରେ କଂଗ୍ରେସ ବଡ଼ ଘୋଷଣା କରିବା ନେଇ ସୂଚନା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭାଷଣକୁ ନେଇ ଏବେ ଚର୍ଚ୍ଚା
୨୦୨୪ରେ ପୁଣି ଥରେ ମୋଦି ପ୍ରଧାନମନ୍ତ୍ରୀ ହେବେ ବୋଲି ଆକଳନ କରୁଛନ୍ତି କି ନବୀନ ?

ମୋଦିଙ୍କ ଆଡ଼କୁ ଢଳୁଛନ୍ତି କି ନବୀନ ? ୨୦୨୪ ନିର୍ବାଚନ ପୂର୍ବରୁ ନୂଆ ସମୀକରଣ ହେଉଛି କି ?

BJD
୨୪ ନିର୍ବାଚନରେ ବିଜେଡିକୁ ବୁମେରାଂ ହେବନି ତ ମହିଳା କାର୍ଡ?

ମହିଳା ଭୋଟକୁ ନେଇ ବ୍ୟାକଫୁଟ୍ ରେ କି ବିଜେଡି? ମାଳମାଳ ଦଳୀୟ ନେତାଙ୍କ ନାଁରେ 'ମହିଳା ବିରୋଧୀ' ମାମଲା

BJD
ଶାସକ ଦଳ ହାତରୁ ଖସୁଛି କି ଗଞ୍ଜାମ? ୨୪ ନିର୍ବାଚନରେ ଅଡୁଆ ସ୍ଥିତି ସୃଷ୍ଟି ହେବା ଆଶଙ୍କା

ଦଳୀୟ ଗୋଷ୍ଠୀ କନ୍ଦଳ ଓ ଜିଲ୍ଲାରେ ନେତୃତ୍ୱବିହୀନ ସ୍ଥିତି ! ଚର୍ଚ୍ଚାରେ ପ୍ରଦୀପ ପାଣିଗ୍ରାହୀଙ୍କ ଅରେଞ୍ଜ ରିଭୋଲୁସନ୍ ମନ୍ତବ୍ୟ

Congress
୨୪ ନିର୍ବାଚନରେ କଂଗ୍ରେସ କମ୍‌ବ୍ୟାକ୍‌ କରିପାରିବ ତ ?

ରାଜ୍ୟରେ ଯେତୋଟି ବି ଉପ-ନିର୍ବାଚନ ହୋଇଛି । ସେଥିମଧ୍ୟରୁ ଦଳ ପ୍ରାୟତଃ ହାର୍‌ର ସାମନା କରିଛି, କେବଳ ବ୍ରଜାରାଜନଗର ଏବଂ ତିର୍ତ୍ତୋଲକୁ ଛାଡିଦେଲେ ଦଳ ଅନ୍ୟ ସବୁଠି ପ୍ରାୟତଃ ଅମାନତ ହରାଇଛି  ।

BJP hits back
ମହିଳା ଭୋଟର ଆମ ପଟକୁ ଢଳୁଥିବାରୁ ମୁଖ୍ୟମନ୍ତ୍ରୀ ବିବ୍ରତ: ବିଜେପି

ବିଜେଡି ସରକାର ମହିଳା ବିରୋଧୀ ଓ ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗକୁ ନେଇ ବିଜେପି ଯେଉଁଭଳି ଢଙ୍ଗରେ ବିଜେଡି ସରକାରକୁ ଘନଘନ ନିଶାନା କରୁଛି, ତାର କାଉଣ୍ଟର ଲାଗି ମୁଖ୍ୟମନ୍ତ୍ରୀ ଏଭଳି ଆଭିମୁଖ୍ୟ ଆପଣାଇଥିବା ଚର୍ଚ୍ଚା ହେଉଛି।

2024 General Election
୨୪ ପାଇଁ କି ସଂକେତ ଦେଲା ଝାରସୁଗୁଡ଼ା ଫଳ ?

୨୪ ପାଇଁ କି ସଂକେତ ଦେଲା ଝାରସୁଗୁଡ଼ା ଫଳ । ୧୯ ଅପେକ୍ଷା ବିଜେଡିକୁ ୫ ଓ ବିଜେପି ପାଖକୁ ଗଲା ୩ ପ୍ରତିଶତରୁ ଅଧିକ ଭୋଟ୍, କଂଗ୍ରେସରୁ ଖସିଗଲା ୮ ପ୍ରତିଶତ । ନବ ଶକ୍ତି ଓ ନବୀନ ପ୍ରଚାରରେ ବାଜି ମାରିଲା ଶଙ୍ଖଦଳ, ଦୁର୍ବଳ ସଂଗଠନ ପାଇଁ ଘାଟା ଖାଇଲେ ପଦ୍ମ-ହାତ

'Will contest alone'
୨୦୨୪ ନିର୍ବାଚନକୁ ନେଇ ନବୀନଙ୍କ ବଡ଼ ବୟାନ; ଏକାକୀ ଲଢ଼ିବ ବିଜେଡି

ରାଜଧାନୀ ଦିଲ୍ଲୀରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଏମତି ଖୁଲମଖୁଲା ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାହା ସହ ସେ ଆହୁରି କହିଛନ୍ତି କି, ସର୍ବଦା ଏହା ଆମର ମୁଖ୍ୟ ନୀତି । ତୃତୀୟ ସାମୁଖ୍ୟ ନୀତରେ ଆମେ ନାହୁଁ

Ahead of general election, BJD struggling with infighting
୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡିରେ ଆରମ୍ଭ ହେଲାଣି କି ବିଦ୍ରୋହ ?

ହଙ୍ଗା ପଡ଼ିଲା କି ବିଜେଡ଼ି ଜିଲ୍ଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ମାମଲା ? ତା’ ସହ ବିଜେଡିର ଅନ୍ତର୍ଦ୍ବନ୍ଦ୍ବ ବି ମାତ୍ ଦେବାରେ ସାହାଯ୍ୟ କଲା କି ? ଏହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା।

Social Media War
୨୪ ରେ କିଏ ମାରିବ ବାଜି ? ବିଜେପିର ସାଇବର ଆର୍ମି vs ବିଜେଡିର ସୋସିଆଲ ମିଡିଆ ଆର୍ମି

ସାଧାରଣ ନିର୍ବାଚନ ପାଇଁ ଶାସକ ଦଳର ଜୋରଦାର ପ୍ରସ୍ତୁତି ଭିତରେ ଯୁବପିଢ଼ିଙ୍କୁ ଆକର୍ଷିତ କରୁଥିବା ସୋସିଆଲ୍ ମିଡିଆକୁ ମୁଖ୍ୟ ଅସ୍ତ୍ର ଭାବେ ବ୍ୟବହାର କରିବାକୁ ବିଜେଡି ଆରମ୍ଭ କରିଛି ଟ୍ରେନିଂ ।

OBC Card
୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ଖେଳୁଛି କି ଜାତି କାର୍ଡ ? ସରକାର ଆଣିବେ କି ସ୍ପେଶାଲ ସ୍କିମ୍ ?

ଘୋଷଣାର ଦୀର୍ଘଦିନ ପରେ ଓବିସି ସର୍ଭେକୁ ଗ୍ରୀନ୍ ସିଗ୍ନାଲ । ପଛୁଆ ବର୍ଗର ଭୋଟ୍ ନେବାକୁ କସରତ ଆରମ୍ଭ ।

For general elections 3 major parties trying closer to the voters
ପାଖେଇ ଆସୁଛି ସାଧାରଣ ନିର୍ବାଚନ; ଭୋଟର୍‌ଙ୍କ ନିକଟତର ହେବାକୁ ୩ ପ୍ରମୁଖ ଦଳଙ୍କ ଫୋକସ୍

୨୪ ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜ୍ୟର ତିନି ପ୍ରମୁଖ ଦଳ ବୁଥ୍ ସ୍ତରର ଭୋଟର୍‌ଙ୍କ ପାଖେ ପହଞ୍ଚିବାକୁ ସେତିକି ଫୋକସ୍ କରୁଛନ୍ତି। ବିଜେପି ପକ୍ଷରୁ କାର୍ଯ୍ୟକର୍ତ୍ତାଙ୍କୁ ଗୁଢ଼ ମନ୍ତ୍ର ଦେଇଛନ୍ତି ନିଜେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ।

SHG
ବିଜେଡିକୁ ଚିନ୍ତା ୨୦୨୪ ନିର୍ବାଚନ ! ମିଶନ ଶକ୍ତିକୁ ଢାଲ କରୁଛି କି ସରକାରୀ ଦଳ ?

ଆନ୍ଦୋଳନ ଆଳରେ SHG ସଦସ୍ୟାଙ୍କୁ ଡକାଇ ସମାବେଶ ଚର୍ଚ୍ଚା । ନିର୍ବାଚନୀ କାମରେ ବ୍ୟବହାର ହେଉଥିବା ନେଇ ଖୋଲିଲେ ଗୁମର ।

shg
୨୦୨୪ ପାଇଁ ବିଜେଡିର ବଡ଼ ପ୍ଳାନ୍‌; ସବୁ ବିଭାଗରେ SHG

ମହିଳାଙ୍କ ପାଇଁ ନିର୍ମାଣ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ

Union Home Minister Amit Shah On 2024 General Elections
ଅମିତ ଶାହଙ୍କ ବଡ଼ ବୟାନ- ‘୨୦୨୪ରେ ବିଜେପିକୁ କେହି ଟକ୍କର ଦେଇପାରିବେନି’

ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ଲାଗି ବିଜେପି ସହ ପ୍ରତିଦ୍ୱନ୍ଦ୍ୱିତା କଲାବାଲା କେହି ନାହାନ୍ତି । ନ୍ୟୁଜ୍ ଏଜେନ୍ସି ANIକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି। 

bjp
ଓଡିଶା ଦଖଲ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ : ଫୋକସରେ ୧୮ରୁ ୨୫ ବର୍ଷୀୟ ଯୁବ ଭୋଟର୍

ଜାତୀୟ କାର୍ଯ୍ୟକାରିଣୀରେ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର

BJP President JP Nadda
ଦୃଢ଼ ହୋଇଛି ସଂଗଠନ, ଜିତିବୁ ୨୪ ଇଲେକ୍ସନ: ଶାହା

କୋଭିଡ୍ ସମୟରେ ନଡ୍ଡାଙ୍କ ଆହ୍ବାନରେ ବିଜେପି କାର୍ଯ୍ୟକର୍ତ୍ତା ଦେଶରେ ଅତୁଳନୀୟ ସେବା ଯୋଗାଇଛନ୍ତି।

Tenure of JP Nadda as BJP President has been extended till 2024
ନଡ୍ଡାଙ୍କ ସଭାପତିତ୍ୱରେ ୨୪ ନିର୍ବାଚନରେ ହେବ ଲଢେଇ

କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି।

Narendra Modi
ବାଜିଲା ବିଜେପିର ମିଶନ ୨୪ ବିଗୁଲ୍ ! ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ୍ ସୋ

୨ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ମାନସ ମନ୍ଥନ । ୯ ରାଜ୍ୟରେ ବିଧାନସଭା ଭୋଟ୍ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ମନ୍ତ୍ର ।

Odisha Politics
୨୪ ମହାସମର ପୂର୍ବରୁ ଓଡ଼ିଶା ପାଇଁ ଜାତୀୟ ଦଳଙ୍କ କସରତ୍

୨୪ ନିର୍ବାଚନରେ ଟକ୍କର ବି ଜୋରଦାର ହୋଇପାରେ ବୋଲି ଆଶା କରାଯାଉଛି।

Odisha Politics
ହକି ଆଳରେ ବିଜେଡିର ନିର୍ବାଚନୀ ପ୍ରଚାର ! ରାଜନୀତି ଗନ୍ଧ ବାରିଲେ ବିରୋଧୀ...

ବିଜୁ ଯୁବ ବାହିନୀ ଭେଳିକି ପ୍ରସଙ୍ଗ ଉଖାରିଲା କଂଗ୍ରେସ୍ ।

2024 Elections - 60 Odisha Assembly Constituencies on BJP's focus
୬୦ ବିଧାନସଭା ସିଟ୍ ହାତେଇବାକୁ ପଦ୍ମଦଳର ବ୍ଲୁ ପ୍ରିଣ୍ଟ୍

ଜାନୁଆରୀ ଶେଷ ସପ୍ତାହରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓଡିଶା ଗସ୍ତରେ ଆସୁଛନ୍ତି।

Odisha Politics
ରାଜ୍ୟରେ ଆଗୁଆ ନିର୍ବାଚନ ସମ୍ଭାବନା ! ବିଜେପିର ପ୍ରସ୍ତୁତ କରିଛି ଦୁଇ ସୂତ୍ରୀ ଫର୍ମୁଲା

ସବୁ ବୁଥ୍‌ରେ ସଂଗଠନ ମଜଭୁତ ଉପରେ ବି ଜୋର୍ । ସରକାର ଚଳାଉଛି କିଏ ? ନଡ୍ଡାଙ୍କ ପ୍ରଶ୍ନ ଲୋକଙ୍କ ପାଖେ ପହଞ୍ଚାଇବାକୁ ହେବ ପ୍ରୟାସ ।

BJP
ବିଜେପି ଫୋକସ୍‌ରେ MP ସିଟ୍, ସର୍ଭେ କହୁଛି ଜିତିଥିବା ୪ ଆସନରେ ଦଳ ଦୁର୍ବଳ

୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।