ଦଶମ ଶ୍ରେଣୀ ଭୂଗୋଳ ବହିରେ ମାଛକୁଣ୍ଡକୁ ନେଇ ଉପୁଜିଥିବା ବିବାଦର ସମାଧାନ ହୋଇଛି। ସଂଶୋଧନ କରି ପଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ଦଶମ ଶ୍ରେଣୀର ଭୂଗୋଳ ବହିରେ ଭୁଲ୍। ଯାହା ଭୁଲ୍ ହୋଇଛି ତା’ ଓଡ଼ିଶା ଆନ୍ଧ୍ର ବିବାଦକୁ ଆଉ ଟିକେ ଖୋରାକ ଯୋଗାଇଛି। ଏହି ଭୁଲ୍ ଖୋଦ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶିତ ଦଶମ ଶ୍ରେଣୀର ଭୂଗୋଳ ବହିରେ ହୋଇଛି।