ଜିଆଇ ଟ୍ୟାଗ ଦୌଡ଼ରେ ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ାର ରସାବଳି । ଜିଆଇ ରେଜେଷ୍ଟ୍ରୀ ସମ୍ମିଳନୀରେ ଏନେଇ କିଛି ନିଷ୍ପତ୍ତି ଗ୍ରହଣ କରାଯାଇପାରେ ବୋଲି ଜଣାପଡିଛି…
ମୟୂରଭଞ୍ଜ ନାଲି କାଇ ଚଟଣୀକୁ ସର୍ବୋଷଧି ମାନ୍ୟତା ମିଳିବ ବୋଲି ସମସ୍ତେ ଆଶାବାଦୀ ।
ଓଡ଼ିଶା ସେମେତ ବାହାର ରାଜ୍ୟରେ ମଧ୍ୟ ଏବେ ଛେନାପୋଡ଼ର ଚାହିଦା ଅନେକ ରହିଛି । ହେଲେ ଆଜି ଯାଏଁ ନା ଛେନାପୋଡ଼କୁ ମିଳିଛି କୌଣସି ସ୍ୱୀକୃତି ନା ପ୍ରଚାର ପ୍ରସାରର ସୁବିଧା । ଛେନାପୋଡ଼କୁ ବିଶ୍ୱସ୍ତରୀୟ କରାଇବାକୁ ଆରମ୍ଭ ହୋଇଛି ଉଦ୍ୟମ ।
ଧାନ କଳା କିନ୍ତୁ ଚାଉଳ ଧଳା। ଏହି ଧାନ କଳା ଜିରା ଭଳି ଦେଖିବାକୁ। ଏଥିପାଇଁ ଏହାର ନାଁ ‘କଳାଜିରା’ ରଖାଯାଇଛି। କୋରାପୁଟର ଏହି ବିରଳ କଳାଜିରା ଧାନକୁ ଜିଆଇ ଟ୍ୟାଗ୍ ମାନ୍ୟତା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ପଲ୍ଲୀରୁ ଯାଇ ଦିଲ୍ଲୀ ବଜାରରେ ଏବେ କୋରାପୁଟ ଅଞ୍ଚଳର ଏହି ସ୍ୱତନ୍ତ୍ର ଓ ବିରଳ କଳାଜିରା ଧାନ ସ୍ଥାନ ପାଇଛି।
ଜଗନ୍ନାଥ ସଂସ୍କୃତି ଗବେଷକ ଅସିତ୍ ମହାନ୍ତି ଅଭିଯୋଗ କରିଛନ୍ତି, ରାଜ୍ୟ ସରକାର ରସଗୋଲାର ପରିଚୟକୁ ବଳିଷ୍ଠ କରିବାକୁ ସେଭଳି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରିନାହାଁନ୍ତି।