ବାଲେଶ୍ୱରରେ ପ୍ରିନ୍ସ ରେସିଡେନ୍ସିଆଲ କଲେଜର ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଜଣେ ଛାତ୍ରୀ ଛାତରୁ ପଡ଼ି ପ୍ରାଣ ହରାଇବା ପଛରେ ସାମ୍ନାକୁ ଆସିଛି ସାଂଘାତିକ ଅଭିଯୋଗ ।
ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ବାଲେଶ୍ୱଲ ସଦର ପୋଲିସର ଏକ ଟିମ୍ ଘଟଣାସ୍ଥଳକୁ ଯାଇ ତନାଘନା କରିଛି ।