ନିକଟରେ ଅଭିନେତ୍ରୀ ପ୍ରତୀକ ବାବର ଦ୍ୱିତୀୟ ଥର ପାଇଁ ଅଭିନେତ୍ରୀ ପ୍ରିୟା ବାନାର୍ଜୀଙ୍କୁ ବାହା ହୋଇଛନ୍ତି। ବର୍ତ୍ତମାନ ଉଭୟ ଗୋଆରେ ହନିମୁନ୍ ଉପଭୋଗ କରୁଛନ୍ତି। ଏହି ଅଭିନେତା ପ୍ରଶଂସକଙ୍କୁ ଏହାର ଝଲକ ମଧ୍ୟ ଦେଖାଇଛନ୍ତି। ଏହି ଫଟୋଗୁଡ଼ିକରେ ଉଭୟ ବେଡ୍ରୁମ୍ରେ ପୋଜ୍ ଦେଉଥିବା ନଜର ଆସିଛନ୍ତି।
ଇଂରେଜ ସରକାର ଭାରତରେ ୨୦୦ବର୍ଷ ଧରି ରାଜତ୍ୱ କରିଥିଲେ । ସେଥିପାଇଁ ସେମାନଙ୍କ ସଂସ୍କୃତିର ଛାପ ଭାରତୀୟ ରାଜ୍ୟଗୁଡ଼ିକରେ ଦେଖିବାକୁ ମିଳିଥାଏ । କିନ୍ତୁ, ଭାରତରେ ଏମିତି ଏକ ରାଜ୍ୟ ଥିଲା ଯାହାକୁ ଇଂରେଜମାନେ ନିଜ ଅଧୀନକୁ ନେଇ ପାରିନଥିଲେ ।
ମହିଳା ଜଣକ ତାଙ୍କ ଛାଡପତ୍ର ଆବେଦନରେ ଲେଖିଛନ୍ତି, ତାଙ୍କ ସ୍ୱାମୀ ଆଇଟି ସେକ୍ଟରରେ କାମ କରନ୍ତି । ସେ ଭଲ ଦରମା ମଧ୍ୟ ପାଆନ୍ତି । ସେ ବି ଜଣେ କର୍ମଜୀବୀ ମହିଳା । ସେମାନଙ୍କ ଆର୍ଥିକ ସ୍ଥିତି ଭଲ ରହିଛି ।
ବଡ଼ କଥା ହେଉଛି ସୋସିଆଲ ମିଡିଆ ଉପରେ ଥିବା ତାଙ୍କର ବିଶ୍ୱାସ ସଠିକ୍ ପ୍ରମାଣିତ ହୋଇଛି ।
ସାଧାରଣତଃ ଗୋଆରେ ସ୍ଥାନୀୟ ସରକାର ମଦ ଉପରେ ୪୯ ପ୍ରତିଶତ ଟାକ୍ସ ଲାଗୁ କରୁଥିବା ବେଳେ ମହାରାଷ୍ଟ୍ରରେ ୮୩ ପ୍ରତିଶତ ଟାକ୍ସ ଲାଗୁ କରାଯାଇଥାଏ ।
ଖୋଦ୍ ଅରବିନ୍ଦ କେଜ୍ରିୱାଲ ନିଜେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛନ୍ତି । ଅମିତ ପାଲେକରଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛନ୍ତି କେଜରିୱାଲ । ଏବେ ଗୋଆରେ ଆମିତଙ୍କ ନେତୃତ୍ୱରେ ଆପ୍ ନିର୍ବାଚନୀ ବୈତରଣୀ ପାର ହେବାକୁ ପ୍ରସ୍ତୁତ ।
ଟିଏମ୍ସିରେ ଯୋଗଦେଲେ ଭେଟେରାନ୍ ଟେନିସ ଖେଳାଳି ଲିଆଣ୍ଡର ପେସ୍ । ଅଭିନେତ୍ରୀ ନଫିସା ଅଲ୍ଲୀ, ସାମାଜିକ କର୍ମୀ ମୃଣାଲିନୀ ଦେଶପ୍ରଭୁଙ୍କ ପରେ ଲିଆଣ୍ଡର ପେସ୍ ଟିଏମ୍ସିରେ ଯୋଗଦେଇଛନ୍ତି ।
ବଙ୍ଗ ପରେ ଏବେ ଗୋଆରେ କେନ୍ଦ୍ର ଉପରେ ବର୍ଷିଲେ ଦିଦି। କହିଲେ, ମୁଁ ଏଠାକୁ ମୁଖ୍ୟମନ୍ତ୍ରୀ ହେବାକୁ ଆସିନାହିଁ। କିନ୍ତୁ ଏଠାରେ କେନ୍ଦ୍ରର ଦାଦାଗିରି ଚଳାଇ ଦେବି ନାହିଁ। ପାନାଜୀ ଗସ୍ତରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଅଛନ୍ତି। ଆଉ ସେଠାରେ ସ୍ଥାନୀୟ ଭାଷାରେ ଲୋକଙ୍କୁ ସମ୍ବୋଧନ କରିଥିଲେ। ଆଉ କହିଥିଲେ, ଆପଣମାନଙ୍କ ପାଖକୁ ଆସି ବହୁତ ଖୁସି ଲାଗୁଛି
ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧାସଳଖ ଉଡ଼ିବ ବିମାନ। ଆସନ୍ତା ନଭେମ୍ବର ୨ ତାରିଖରୁ ଏହି ବିମାନ ସେବା ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ ବିମାନ ସେବା ଯୋଗାଇ ଦିଆଯିବ।