• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Gold Medal

Horse Riding
୫ବର୍ଷ ବୟସରେ ଘୋଡ଼ାଚଢ଼ା ନିଶା; ଦୁଇ ଭଉଣୀ ସାଉଁଟିଲେଣି ଅନେକ ମେଡାଲ

କୁନି ପିଲା। ନାଁ ରିଧି ସାମନ୍ତରାୟ। ବୟସ ମାତ୍ର ୫ ବର୍ଷ। ୟୁକେଜିରେ ପଢୁଛି କୁନି ଝିଅ। ହସ ହସ ମୁହଁ। କଥା ଠିକ ସେ କହି ପାରୁନି। ତଥାପି ଏହି ବୟସରେ ଘୋଡାକୁ ଦୌଡାଇବା ସହ ତାକୁ ଆୟତ୍ତ କରିପାରିବାରେ ମାହିର ରିଧି।

India beat Japan
ଭାରତର ଏକ ତରଫା ବିଜୟ, ମହିଳା ହକି ଦଳ ଜିତିଲେ ସ୍ବର୍ଣ୍ଣ

ଏସିଆନ୍ ମହିଳା ହକି ଚାମ୍ପିୟନସିପରେ ଭାରତ ଚାମ୍ପିୟନ ହୋଇଛି । ଭାରତ ଏକ ତରଫା ମ୍ୟାଚରେ ୪-୦ ଗୋଲରେ ଜାପାନକୁ ପରାସ୍ତ କରିଛି ।

India men's cricket won gold
Asian Games: ପୁରୁଷ କ୍ରିକେଟରେ ସ୍ୱର୍ଣ୍ଣ ଜିତିଲା ଭାରତ

ଆଫଗାନିସ୍ତାନ ବିପକ୍ଷ ଫାଇନାଲ ମ୍ୟାଚ୍ ବର୍ଷା ଯୋଗୁଁ ଅଧାରୁ ବାତିଲ୍ ହୋଇଥିଲା । ତେବେ ରାଙ୍କିଂ ଅନୁସାରେ ଭାରତକୁ ସ୍ୱର୍ଣ୍ଣ ପଦକ ବିଜେତା ଘୋଷଣା କରାଯାଇଛି । କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିବା ପରେ ଭାରତ ୨୭ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ୧୦୨ ପଦକରେ ପହଞ୍ଚିଛି।

Neeraj Chopra
ତ୍ରିରଙ୍ଗାକୁ ତଳେ ପକାଇବାକୁ ଦେଲେନି ନୀରଜ; କ୍ୟାଚ୍‌ କରି ଧରି ପକାଇଲେ..ଭିଡିଓ ଭାଇରାଲ..

ସ୍ୱର୍ଣ୍ଣ ପଦକ ଜିତିବା ପରେ ନୀରଜ ଚୋପ୍ରାଙ୍କ ଉପରକୁ ଗ୍ୟାଲେରିରୁ ଜଣେ ଦର୍ଶକ ତ୍ରିରଙ୍ଗା ପତାକା ଫିଙ୍ଗିଥିଲେ । କିନ୍ତୁ ତଳେ ପଡିବା ପୂର୍ବରୁ ଏହାକୁ କ୍ୟାଚ୍ କରି ନେଇଥିଲେ ନୀରଜ ।

Shooting Gold Medal
Asian Games: ସୁଟିଂରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ପୁରୁଷ ଟ୍ରାପ୍ ଟିମ୍ ଇଭେଣ୍ଟରେ ସ୍ୱର୍ଣ୍ଣ ଜିତିଲା ଭାରତ ।

Asian Games
Asian Games: ଭାରତକୁ ମିଳିଲା ପ୍ରଥମ ସ୍ୱର୍ଣ୍ଣ, ୧୦ ମିଟର ଏୟାର ରାଇଫଲରେ ବିଶ୍ୱ ରେକର୍ଡ

ଏସୀୟ କ୍ରୀଡ଼ାରେ  ଭାରତକୁ ମିଳିଲା ପ୍ରଥମ ସ୍ୱର୍ଣ୍ଣ ।

Rambai
‘ଉଡନପରୀ ଦାଦି’ଙ୍କ କମାଲ୍‌ ! ୧୦୬ ବର୍ଷିୟ ରାମବାଇ ଜିତିଲେ ୩ ସ୍ୱର୍ଣ୍ଣପଦକ

କୌଣସି ସୁସ୍ଥସବଳ ଯୁବକ ଠାରୁ କମ୍‌ ନୁହଁନ୍ତି ରାମବାଇ । ଯେଉଁ ବୟସରେ ଲୋକେ ରୋଗଶଯ୍ୟାରେ ପଡ଼ି ଘାଣ୍ଟି ହେଉଛନ୍ତି, ସେହି ବୟସରେ ସେ ରେକର୍ଡ ପରେ ରେକର୍ଡ କରୁଛନ୍ତି ।

Father Son and daughter trio from Jeypore win gold medal in weight lifting
ଗୋଟିଏ ଘରେ ୩ ସ୍ୱର୍ଣ୍ଣ: ବାପ-ପୁଅ-ଝିଅ ସବୁ ଚାମ୍ପିଅନ୍‌

ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଗୋଟିଏ ଘରେ ତିନି ତିନି ଜଣ ଚାମ୍ପିଅନ୍‌...ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି ବାପ-ପୁଅ-ଝିଅ

Rayagada Girl Wins Gold Medal In Crossbow Championship
ପୁଣି ଚମକିଲେ ଓଡ଼ିଆ ଝିଅ; କ୍ରଶବୋ ଚାମ୍ପିଅନସିପରେ ପାଇଲେ ସ୍ଵର୍ଣ୍ଣ

କ୍ରଶବୋ ଚାମ୍ପିଅନସିପରେ ସ୍ଵର୍ଣ୍ଣ ଜିତି ଓଡ଼ିଶା ମାଟି ପାଇଁ ଗୌରବ ଆଣିଲେ ଓଡ଼ିଆ ଝିଅ...

iit
ବାଧା ସୃଷ୍ଟି କରିପାରିଲାନି ଅଭାବ ଅନଟନ ! IITରେ ଗୋଲଡ଼ ମେଡାଲ ପାଇଲେ ଅବସରପ୍ରାପ୍ତ ଯବାନଙ୍କ ଝିଅ

ଅବସରପ୍ରାପ୍ତ ସିଆରପିଏଫ ଯବାନ ବିଘ୍ନରାଜ ସାମଲଙ୍କ ଝିଅ ଆରତୀ । ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଉପଖଣ୍ଡ ସଇଁତଲା ବ୍ଲକ ଅଧିନସ୍ଥ ଏକ ଉପାନ୍ତ ଅଞ୍ଚଳରେ ତାଙ୍କ ଘର । ITରେ ଗୋଲଡ଼ ମେଡାଲ ପାଇ ନିଜ ଗାଁ ଜିଲ୍ଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ।

pramod bhagat's coach
ଗୁରୁଦିବସ ଭେଟି ଦେଲେ ପ୍ରମୋଦ

ଟୋକିଓରେ ଥାଇ ଗୁରୁଙ୍କୁ କନ୍ଦେଇଦେଲେ ପ୍ରମୋଦ ଭଗତ। ପ୍ରତିଟି ସେକେଣ୍ଡ୍ କୁ ଜଗି ବସିଥିଲେ ପ୍ରମୋଦ ଭଗତଙ୍କ କୋଚ୍ ଶିବପ୍ରସାଦ। ଆଉ ଯେତେବେଳେ ପ୍ରମୋଦ ପ୍ରଥମ ଓଡ଼ିଆ ପାରାଅଲିମ୍ପିଆନ୍ ଭେବେ ସ୍ୱର୍ଣ୍ଣପଦକ ହାସଲ କଲେ ଶିବପ୍ରସାଦ କାନ୍ଦି ପକାଇଲେ।

pramod's sister
'ମୁଁ ପ୍ରମୋଦଙ୍କ ସାନଭଉଣୀ'

'ମୁଁ ପ୍ରମୋଦଙ୍କ ସାନଭଉଣୀ'। ମୋ ଭାଇ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ମୁଁ ବହୁତ ଗର୍ବିତ। ମୁଁ ମା ଦୁର୍ଗାଙ୍କ ପାଖରେ ମାନସିକ କରିଥିଲି, ମୋ ଭାଇ ଯଦି ଜିତିବ, ମୁଁ ମାଆଙ୍କ ପାଖକୁ ଆସିବ।

pramod bhagat
ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ୍

ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ପ୍ରମୋଦ। ବ୍ରିଟେନ ପ୍ରତିପକ୍ଷ ଡାନ୍ ବେଥେଲଙ୍କୁ ହରାଇ ଜିତିଲେ। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇ ସ୍ୱର୍ଣ୍ଣ ଜିତିଛନ୍ତି।

Manish Narwal
ସକାଳୁ ସକାଳୁ ଭାରତ ପାଇଁ ବଡ଼ ଖୁସି ଖବର, ସୁଟିଂରେ ସ୍ୱର୍ଣ୍ଣ ସହ ରୌପ୍ୟ ପଦକ

ସକାଳୁ ସକାଳୁ ଭାରତ ପାଇଁ ବଡ଼ ଖୁସି ଖବର । ଟୋକିଓ ପାରାଲିମ୍ପିକ୍ସରେ ଭାରତ ପାଇଲା ଆଉ ଦୁଇଟି ପଦକ । ସେଥିରେ ଗୋଟିଏ ସ୍ୱର୍ଣ୍ଣ ସହ ଗୋଟିଏ ରୌପ୍ୟ ପଦକ ସାମିଲ ଅଛି ।

bajaranga
ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୧୮ : ସ୍ୱର୍ଣ୍ଣ ଜିତିଲେ ବଜରଙ୍ଗ ପୁନିଆ

ଗୋଲ୍ଡ କୋଷ୍ଟ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଜି ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ସକାଳୁ ସକାଳୁ ସୁଟିଂରେ ଭାରତ ଦୁଇଟି ସ୍ୱର୍ଣ୍ଣ ହାତେଇ ଥିବା ବେଳେ ତୃତୀୟ ସ୍ୱର୍ଣ୍ଣଟି କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ ଦେଇଛନ୍ତି। ଏହା ଭାରତର ୧୭ ତମ ସ୍ୱର୍ଣ୍ଣ ପଦକ। ଫ୍ରିଷ୍ଟାଇଲ୍‌ ୬୫ କେଜି ବର୍ଗରେ ୱେଲ୍ସର କୁସ୍ତିଯୋଦ୍ଧା କେନ୍‌ ଚିରାଗଙ୍କୁ ୧୦-୦ରେ ହରାଇ ଏହି ଗୌରବ ହାସଲ କରିଛନ୍ତି ବଜରଙ୍ଗ।ପୂର୍ବରୁ କୁସ୍ତିରେ ରାହୁଲ ଅୱାରେ ଓ ସୁଶିଲ୍‌ କୁମାର ଦେଶ ପାଇଁ […]