ମୁମ୍ବାଇ: ସାରାଦେଶ ଏବେ କରୋନା ଭଳି ମହାମାରୀ ସମୟ ଦେଇ ଗତି କରୁଥିବା ବେଳେ ସୁନା ଦର ଆଜି ରେକର୍ଡ ସ୍ତରରେ ପହଞ୍ଚିଛି। Multi-Commodity Exchange (MCX)ରେ ସୁନା ଦର ଆଜି ରେକର୍ଡ ଭାଙ୍ଗିଛି। ପ୍ରତି ୧୦ ଗ୍ରାମକୁ ସୁନା ଦର ପାଖାପାଖି ୫୦ ହଜାର ଟଙ୍କାରେ ପହଞ୍ଚିଛି। ଆଜି ସକାଳେ ଶେଆର୍ ମାର୍କେଟ୍ ଖୋଲିବା ମାତ୍ରେ ସୁନାର ଚାହିଦା ଦେଖିବାକୁ ମିଳିଥିଲା। ସକାଳ ପାଖାପାଖି ୯ଟା ୫୦ ମିନିଟ୍ ସମୟରେ MCXରେ ସୁନା ଦର ୪୦୯ଟଙ୍କା […]
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ବଜାରରେ ସୁନାଦର ୨ ହଜାର ଡଲାର ଟପିଛି। ଅର୍ଥାତ୍ ସୁନା ଦର ପ୍ରତି ଆଉନ୍ସ ୨,୦୫୮ରେ ପହଞ୍ଚିଛି। ଏହା ଗତ ୭ ବର୍ଷ ମଧ୍ୟରେ ସର୍ବାଧିକ ବୃଦ୍ଧି। ଜୁଲାଇ ୩୧ରେ ସୁନା ଦର ପ୍ରତି ଆଉନ୍ସ ୧,୯୭୩ରେ ରହିଥିବାବେଳେ ଅଗଷ୍ଟ ମାସରେ ବର୍ତ୍ତମାନ ସୁଦ୍ଧା ସର୍ବୋଚ୍ଚ ସ୍ତର ୨୦୭୨ ଡଲାରରେ ପହଞ୍ଚିଛି। ଅନ୍ୟପକ୍ଷେ ରୂପା ଦର ମଧ୍ୟ ବୃଦ୍ଧି ପାଇଛି। ଗୁରୁବାର ରୂପା ଦର ପ୍ରତି ଟ୍ରୟ୨୮.୪୦ ଡଲାର ରହିଥିଲା MCX(Multi Commodity Exchange)ରେ […]
ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ସୁନା, ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। ଆଜି Domestic futures marketରେ ସୁନା ଓ ରୂପା ଦର ପାଇଥିବା ହ୍ରାସ ଦେଖିବାକୁ ମିଳିଛି। ସକାଳେ MCXରେ କାରବାର ୦.୭୨% ହ୍ରାସ ପାଇ ସୁନା ପ୍ରତି ୧୦ ଗ୍ରାମକୁ ୫୧,୨୨୬ ଟଙ୍କାରେ ପହଞ୍ଚିଥିଲା। ସେହିପରି ରୂପା ଦର ୨.୧୦% ହ୍ରାସ ପାଇ ପ୍ରତି କିଲୋଗ୍ରାମକୁ ୬୧,୩୬୮ ଟଙ୍କାରେ ଟ୍ରେଣ୍ଡ୍ କରୁଥିବା ଦେଖିବାକୁ ମିଳିଥିଲା। Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍ […]