ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି। ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୬,୯୫୦ ଟଙ୍କା ହୋଇଛି।
ଋଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାଧାରଣ ଜନତାଙ୍କ ଉପରେ ପଡ଼ିଛି। ମହଙ୍ଗାକୁ ନେଇ ଚିନ୍ତା ବଢ଼ିଛି। ସୁନା ଓ ରୂପା ଦର ମଧ୍ୟ ବୃଦ୍ଧି ଘଟିଛି।
ନକରେ ସୁନା କିଲୋ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଦେଶରେ ୨୪ କ୍ୟାରେଟ୍ ସୁନାର ଦର ୧୦ ଗ୍ରାମ୍କୁ ସର୍ବାଧିକ ୫୧ ହଜାର ୫୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ଦର ୧୦ ଗ୍ରାମ୍କୁ ୪୬ ହଜାର ଟଙ୍କା ରହିଛି।
ଦିଲ୍ଲୀରେ ଆଜି ସୁନା ଓ ରୁପା ଦର ବୃଦ୍ଧି ପାଇଥିବା ଦେଖିବାକୁ ମଳିଛି। HDFC Securities ଅନୁସାରେ, ଦିଲ୍ଲୀରେ ସୁନା ଦର ପ୍ରତି ୧୦ ଗ୍ରାମକୁ ୫୧୩ ଟଙ୍କା ବୃଦ୍ଧି ପାଇ ୪୯,୭୩୮ରେ ପହଞ୍ଚିଛି।