ନିଖୋଜ ପ୍ରଜ୍ଞାରାଣୀ ତ୍ରିପାଠୀଙ୍କ ମୃତଦେହ ବି ଉଦ୍ଧାର ହୋଇଛି ।
କରୋନା ପାଇଁ କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି। ସମୁଦ୍ର ବେଳାଭୂମୀକୁ ପର୍ଯ୍ୟଟକ ଓ ସାଧାରଣ ଲୋକଙ୍କୁ ବାରଣ କରାଯାଇଛି ।
ମାନବ ଅଧତ୍କାର ସୁରକ୍ଷା ମଞ୍ଚ ସଦସ୍ୟ ଅବନୀ ଗୟା କହିଛନ୍ତି ଯେ, ଗୋପାଳପୁର ଓ ସୋନପୁର ବେଳାଭୂମିର ପ୍ରତି ୫୦ ମିଟର ଦୂରରେ ଖୋଲାଖୋଲି ମଦ ଦୋକାନ କରିବାକୁ ଚାହୁଁଛନ୍ତି। ଏହା କେଉଁ ପ୍ରକାରର ଜନମଙ୍ଗଳ କାମ? ଏହା କି ପ୍ରକାର ପର୍ଯ୍ୟଟନର ବିକାଶ? ଗଂଜାମବାସୀ ଏଭଳି ନିଷ୍ପତ୍ତିକୁ ଦୃଢ ବିରୋଧ କରୁଛି।