• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Goshani Yatra

Goshani Jatra
ଗୋସାଣି ଯାତ୍ରାରେ ଦୁଲୁକିଲା ଶ୍ରୀକ୍ଷେତ୍ର; ଦେଖନ୍ତୁ କିଛି ଝଲକ୍...

ଧରାପୃଷ୍ଠରେ ଲୀଳାଖେଳା ସାରି ଭକ୍ତଙ୍କ ଗହଣରୁ ମେଲାଣି ନେଲେ ମା’ ଦଶଭୂଜା। ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରା ହୋଇଛି। ପୌରୁଷ ଓ ବୀରତ୍ୱର ପ୍ରତୀକ ନାଗା ଶ୍ରୀକ୍ଷେତ୍ରରେ ଦୀର୍ଘ ବର୍ଷ ଧରି ପୂଜା ପାଇ ଆସୁଛନ୍ତି। ଗୋଷାଣୀ ଏବଂ ନାଗା ପୂଜା ପୁରୀରେ ସ୍ବତନ୍ତ୍ର ଓ ନିଆରା ପରମ୍ପରା ରହିଛି। ଦେଖନ୍ତୁ ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରାର କିଛି ଝଲକ୍...