ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିବ ସପ୍ତମ ବେତନ କମିଶନର ୨୦ ପ୍ରତିଶତ ବକେୟା ପ୍ରାପ୍ୟ । ଚଳିତ ମାର୍ଚ୍ଚ ମାସ ଦରମାରେ ଏହି ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।