• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Government Employees

BNS Act For People
BNS Act For People In Govt Office: ସରକାରୀ କର୍ମଚାରୀଙ୍କୁ ଦିଅନ୍ତୁ ଉପଯୁକ୍ତ ସମ୍ମାନ, ନହେଲେ ଯିବେ ଜେଲ୍

ନୋଟିସ୍‌ରେ ଲେଖାଯାଇଛି 'ସରକାରୀ ଅଧିକାରୀ/କର୍ମଚାରୀଙ୍କ ସହିତ ଉପଯୁକ୍ତ ବ୍ୟବହାର କରନ୍ତୁ ।' ଏଥିରେ ସରକାରୀ କର୍ମଚାରୀଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଥିବା ବିଭିନ୍ନ ନିୟମ ସମ୍ପର୍କରେ ବିସ୍ତୃତ ଭାବରେ ଲେଖାଥିବା ଦେଖିବାକୁ ମିଳିଛି ।

Government Employee
ବଢ଼ିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା, ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

government employees
କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ, ଏଣିକି ଝିଅଙ୍କୁ ମିଳିବ ଚାକିରି...

ଏଣିକି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ତାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ ଓ ସାବତ ଝିଅଙ୍କୁ ମଧ୍ୟ ଅନୁକଂପାମୂଳକ ନିଯୁକ୍ତି ମିଳିବ। 

DA May Hike Of Government Employees Before Holi
ହୋଲି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର...

ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(DA) ବୃଦ୍ଧି ନେଇ ଆଶା କରାଯାଉଛି।

government-employees
ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଏଣିକି ଏହି ବାବଦରେ ପ୍ରତି ମାସ ପାଇବେ ୪୫୦୦ ଟଙ୍କା

କରୋନା ମହାମାରୀ କାରଣରୁ ଏପର୍ଯ୍ୟନ୍ତ ଅନେକ କର୍ମଚାରୀ ଚିଲ୍‌ଡ୍ରେନ୍‌ ଏଲାଉନ୍‌ସେନ୍ସ ପ୍ଲାନ କରିପାରିନାହାନ୍ତି। ତେବେ ବର୍ତ୍ତମାନ ସମୟରେ ଏହି ସବୁ କାମ ପାଇଁ କୌଣସି ଅଫିସିଆଲ୍‌ ପ୍ରାମଣପତ୍ରର ଆବଶ୍ୟକତା ନଥିବା ସୂଚନା ମିଳିଛି। ସପ୍ତମ ବେତନ କମିଶନ ଅନୁସାରେ, କେନ୍ଦ୍ରୀୟ କର୍ମଚାରୀମାନେ ପିଲାମାନଙ୍କ ଶିକ୍ଷା ଉପରେ ୨୨୫୦ ଟଙ୍କା ଭତ୍ତା ପାଇଥାଆନ୍ତି

da hiked
ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କରାଯାଇଛି।  ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା ୫ରୁ ବୃଦ୍ଧି ପାଇ ୭ ପ୍ରତିଶତ ହୋଇଛି।  ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ୍‌ ପାଉଥିବା ପେନ୍‌ସନ୍‌ ଭୋଗୀଙ୍କ ଟିଆଇ ମଧ୍ୟ ବୃଦ୍ଧି […]