• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Govind Sahu

Mamita Murder case
ଜାମିନରେ ଆସି ଖୋଲାମେଲାରେ ବୁଲୁଛି ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ

ଅଭିଯୁକ୍ତ ସର୍ବସାଧାରଣରେ ବୁଲିବା ଅର୍ଥ ତାଙ୍କ ସମର୍ଥକ ସାହସ ପାଇବେ। ଆଉ ସାକ୍ଷୀ ଦୁର୍ବଳ ହେବାର ଆଶଙ୍କା ରହିଛି।

Mamita Murder Case
ମମିତା ହତ୍ୟା ମାମଲାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ, କିଏ ଏହି ୨ ବଙ୍ଗାଳି ଦାଦା ?

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ୍‌ ପଚରାଉଚରା କରିଥିବା ୧୦ ଜଣଙ୍କ ସାକ୍ଷୀଙ୍କ ମଧ୍ୟରେ ୨ ଜଣ ବଙ୍ଗାଳି ବ୍ୟକ୍ତି ଅଛନ୍ତି। କିଏ ଏହି ଦୁଇ ଜଣ ବଙ୍ଗାଳି ଭାଷାଭାଷି ବ୍ୟକ୍ତି ? ଏହି ଦୁଇ ବ୍ୟକ୍ତିଙ୍କ ମମିତା ମେହେର ହତ୍ୟାକାଣ୍ଡ ସହ କ’ଣ ସମ୍ପର୍କ ରହିଛି ? 

BJP Leader Bijay Mahapatra On Mamita Meher Murder Case Over Govind Sahu
ମମିତା ଘଟଣାରେ ନିଜର ସ୍ୱର ଶାଣିତ କଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର

ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର କହିଛନ୍ତି ଗୋବିନ୍ଦଙ୍କୁ ଖସାଇବାକୁ ଚେଷ୍ଟା କରାଯାଉଛି । ତେଣୁ ଏଫ୍‌ଆଇଆର୍‌ରେ ଗଡ଼ବଡ଼ କରାଯାଇଥିବା ସନ୍ଦେହ ହେଉଛି । ପୋଲିସ ଜାଣିଶୁଣି ତଦନ୍ତକୁ ବାଟବଣା କରୁଛି । ତଦନ୍ତରେ କୌଣସି ପ୍ରକାର ସତ୍ୟାତା ପରିଲିକ୍ଷିତ ହେଉନାହିଁ ।

Mamita Meher Murder Case
‘ଗୋବିନ୍ଦ ଫୋନ୍‌ କଲେ, ରାଧେ ଆସି ଟାୟାର ନେଲେ; ପରେ ଜାଣିଲି...’

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଲାଗି ବିରୋଧୀ ଅଡ଼ି ବସି ଥିବାବେଳେ ଅନ୍ୟପଟେ ଏହି ମାମଲାରେ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି।

Mamita Meher Murder Case
ସାଂଘାତିକ ତଥ୍ୟ ଦେଲେ ମମିତାଙ୍କ ବାପା- ‘ଝିଅ ନିଖୋଜ ପରେ ଆମ ଏତଲା ଗୋବିନ୍ଦ ସାହୁ ଲେଖାଇଥିଲା’

ମମିତା ନିଖୋଜ ନେଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଏତଲା ଲେଖାଇଥିଲେ ବୋଲି ମମିତାଙ୍କ ବାପା କହିଛନ୍ତି। ହତ୍ୟା ଘଟଣା ପୂର୍ବରୁ ବି ମମିତା ବାହାରକୁ ଯାଇଥିବା ସେ କହିଛନ୍ତି। ତେଣୁ ଘଟଣାରେ କେବେ ହେଲେ ଜଣେ ସମ୍ପୃକ୍ତ ନଥିବ ବୋଲି ମମିତାଙ୍କ ବାପା କହିଛନ୍ତି।

Mamita Murder Case | Bag Found From Crime Spot Identified By Victim’s Family, Says DIG
ସତ ମାନିଲା ଗୋବିନ୍ଦ । ଜଳେଇ ଦେଇଛି ମୋବାଇଲ

୫ ଦିନିଆ ରିମାଣ୍ଡ ସରିବା ପରେ ହାଜତକୁ ଯାଇଛି ଅଭିଯୁକ୍ତ ଗୋବିନ୍ଦ ସାହୁ । ତେବେ ମାମଲାର ତଦନ୍ତ ଅଗ୍ରଗତି ସଂପର୍କରେ ପ୍ରେସମିଟରେ ସୂଚନା ଦେଇଥିଲେ ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର। ଏ ଘଟଣାରଲ ପୁରା ଖବର ଶୁଣନ୍ତୁ ।

ଗୋବିନ୍ଦ ସାହୁର କୋଭିଡ୍ ପରୀକ୍ଷା
ଧରାପଡ଼ିବା ପୂର୍ବରୁ ଗୋବିନ୍ଦର କେମିତି ହେଲା କୋଭିଡ୍ ଟେଷ୍ଟ?

ଟିଟିଲାଗଡ଼ ଏସଡିଏମ୍ଓ ଏବଂ ଟେଷ୍ଟ କରିଥିବା କର୍ମଚାରୀ କହୁଛନ୍ତି ୧୭ ତାରିଖରେ ଗୋବିନ୍ଦର କୋଭିଡ୍ ଟେଷ୍ଟ ହୋଇଛି, ତେବେ ମେଡିକାଲ୍ ରେଜିଷ୍ଟରରେ ସ୍ପଷ୍ଟ ଭାବେ ୧୮ ତାରିଖରେ ଟେଷ୍ଟ କରାଯାଇଥିବା ଉଲ୍ଲେଖ ରହିଛି।

Govind Sahu
ଗଣମାଧ୍ୟମକୁ ଆଢ଼ୁଆଳରେ ରଖି ଗୋବିନ୍ଦକୁ ଜେଲ୍‌କୁ ନେଲା ପୋଲିସ

ମମିତା ମେହେର ହତ୍ୟା ଘଟଣାର ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଜେଲ୍ ପଠାଇ ଦିଆଯାଇଛି। ପୋଲିସ ରିମାଣ୍ଡ ଅବଧି ସରିବା ପରେ ଆଜି ତାକୁ ବଙ୍ଗୋମୁଣ୍ଡା JMFC କୋର୍ଟରେ ହାଜର କରାଯାଇଥିଲା। ଗଣମାଧ୍ୟମ ଆଢ଼ୁଆଳରେ ପୋଲିସ୍‌ ଲୁଚାଣି‌ଆ ଭାବେ ଗୋବିନ୍ଦକୁ କୋର୍ଟରେ ହାଜର କରାଇଥିଲା। 

Mamita Murder Case
ଗୋବିନ୍ଦଙ୍କୁ ଆଖୁ ବାଡ଼ିରେ ଧରାଇ ଦେଲା ମୋବାଇଲ୍‌ !

ଗୋବିନ୍ଦ ପୋଲିସ୍‌ ବାରାକରୁ ଫେରାର ମାରିବା ପରେ ମୋବାଇଲ୍ ବ୍ୟବହାର କରିବା ନେଇ ପ୍ରଶ୍ନ ଉଠିଛି। ତାକୁ କିଏ ମୋବାଇଲ ଦେଲା, ସେନେଇ ସନ୍ଦେହ ସୃଷ୍ଟି ହୋଇଛି। ବାରାକରୁ ଫେରାର ହେବା ପରେ ଗୋବିନ୍ଦ ଆଖୁ ବାଡ଼ିରେ ଲୁଚିଥିଲା।

Mamita Meher Father
‘ଗୋବିନ୍ଦକୁ ଫାଶି ଦିଆଯାଉ’

ମହିଳା କମିଶନ ଅଧ୍ୟକ୍ଷା ବଲାଙ୍ଗିର ତୁରେକେଲା ଝରଣୀ ଗାଁକୁ ଯାଇ ମମିତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ। ଘଟଣା ପାଇଁ ଦୁଃଖ ପ୍ରକାଶ ଓ ସମବେଦନା ଜଣାଇଥିଲେ ମହିଳା କମିଶନ ଅଧ୍ୟକ୍ଷା। ତେବେ ଦୋଷୀ ଯେପରି କଠୋର ଦଣ୍ଡ ପାଇବ ସେ ବିଷୟରେ କଥା ହୋଇଥିଲେ।

Mamita Murder Case
ହତ୍ୟା ପରେ ମମିତାଙ୍କୁ କେମିତି ପୋଡ଼ିଲା ଓ ପୋତିଲା ? ଡେମୋ ଦେଖାଇଲା ଗୋବିନ୍ଦ

ମହାଲିଙ୍ଗ ଷ୍ଟାଡିୟମ୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ। ଆଜି ଭୋର ୪ଟାରେ ମହାଲିଙ୍ଗ ଷ୍ଟାଡିୟମ୍‌ରେ ପୋଲିସ୍ ଗୋବିନ୍ଦକୁ ନେଇ ସିନ୍ ରିକ୍ରିଏସନ୍ କରାଇଛି। ଷ୍ଟାଡିୟମ୍‌ରେ ପ୍ରାୟ ୧୦ରୁ ୧୫ ମିନିଟ୍ ଧରି ଗୋବିନ୍ଦ ଡେମୋ ଦେଖାଇଥିଲା।

Govind Sahu escaped from police barracks
ପୋଲିସ୍ ବାରାକ୍ ରୁ ଚମ୍ପଟ ଗୋବିନ୍ଦ ସାହୁ

ବହୁଚର୍ଚ୍ଚିତ କଳାହାଣ୍ଡି ମହାଲିଙ୍ଗର ସ୍କୁଲ ଶିକ୍ଷୟିତ୍ରୀ ନିଖୋଜ ମାମଲାରେ ଅଟକ ଗୋବିନ୍ଦ ସାହୁ ଚମ୍ପଟ। ଟିଟିଲାଗଡ଼ ପୋଲିସ୍ ବାରାକରେ ଅଟକ ଥିବା ଗୋବିନ୍ଦ ଗତକାଲି ରାତିରେ ପୋଲିସ୍ ହେପାଜତରୁ ଫେରାର ହୋଇଛନ୍ତି। ହାତ ଧୋଇବାକୁ ଯାଇଥିବା କହି ସେ ପୋଲିସ୍ ବାରାକରୁ ଖସି ଯାଇଛନ୍ତି।