ଓଡ଼ିଶା ହୋଇକୋର୍ଟରେ ବାହାରିଛି ଚାକିରି। ଏନେଇ ହାଇକୋର୍ଟ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ବିସ୍ତୃତଭାବେ ଜାଣିବାକୁ ଚାହାନ୍ତି ସେମାନେ ଅଫିସିଆଲ୍ ବିଜ୍ଞପ୍ତିକୁ ଯାଇପାରିବେ।
ସୀମା ସୁରକ୍ଷା ବାହିନୀ (BSF) ରେ ଯୋଗଦେବାକୁ ସ୍ୱପ୍ନ ଦେଖୁଛନ୍ତି। ତେବେ ଏହି ଖବର ଆପଣଙ୍କ ପାଇଁ। କେ ୱାଟର ୱିଙ୍ଗରେ ଗ୍ରୁପ୍ ବି ଏବଂ ସି ବର୍ଗ ପଦବୀ ପାଇଁ BSF ନିଯୁକ୍ତି ଘୋଷଣା କରିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ଭାରତୀୟ ବାୟୁସେନାରେ ଚାକିରି ପାଇବା ପାଇଁ ଅନେକ ଯୁବକ ଚାହିଁ ବସିଥାନ୍ତି। ଆପଣ ଯଦି ଏହି ପ୍ରାର୍ଥୀମାନଙ୍କ ମଧ୍ୟରୁ ଜଣେ ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏହି ନିଯୁକ୍ତି ଏୟାର୍ପୋର୍ସ କମନ ଆଡମିଶନ ଟେଷ୍ଟ(AFCAT) ମାଧ୍ୟମରେ ହେବ।
NCERTରେ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ଏକ ଖୁସି ଖବର। NCERT ଏନେଇ ଏକ ବିଜ୍ଞାପନ ପ୍ରକାଶ କରିଛି। ଆପଣ ଯଦି NCERTରେ ଚାକିରି କରିବାକୁ ଚାହୁଁଛନ୍ତି ତେବେ ଏହି ବିଜ୍ଞପ୍ତିକୁ ତୁରନ୍ତ ଯାଞ୍ଚ କରନ୍ତୁ।
ସରକାରୀ ଚାକିରିଟିଏ ପାଇବାକୁ ଚାହୁଁଥିବା ଯୁବକମାନେ କିଛି ଜିନିଷ ପ୍ରତି ବିଶେଷ ଧ୍ୟାନ ଦେବା ଜରୁରୀ। ସେମାନେ ଯଦି କିଛି ଟିପ୍ସକୁ ଗ୍ରହଣ କରନ୍ତି ତେବେ ସେମାନଙ୍କୁ ସଫଳ ହେବାକୁ କେହି ଅଟକାଇ ପାରିବେ ନାହିଁ। ତେବେ ଆସନ୍ତୁ ଏହି ଟିପ୍ସଗୁଡିକ ଜାଣିବା, ଯାହା ଏକ ସରକାରୀ ଚାକିରି ପ୍ରସ୍ତୁତିରେ ଆପଣଙ୍କୁ ସାହାଯ୍ୟ କରିବ।
ଆପଣ ଯଦି ଭାରତୀୟ ରେଳବାଇରେ ଚାକିରି କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ସମ୍ପ୍ରତି ରେଳବାଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ଇଣ୍ଟିଗ୍ରାଲ୍ କୋଚ୍ କାରଖାନା ଚେନ୍ନାଇରେ ୧ ହଜାରରୁ ଅଧିକ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ।
ସରକାରୀ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ ଏହି ସୁଯୋଗ ନେଇଆସିଛି। ଏନେଇ ବିଭିନ୍ନ କ୍ଷେତ୍ରରେ ଅନେକ ପଦବୀ ପୂରଣ ହେବ। UPSC ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ପ୍ରତ୍ୟେକ ଯୁବକ IBରେ କାମ କରିବାକୁ ଇଚ୍ଛା କରନ୍ତି। ଯଦି ଆପଣ ବି IBରେ ଚାକିରି ଖୋଜୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ। ତୁରନ୍ତ ଆବେଦନ କରନ୍ତୁ।
ESICରେ ଚାକିରି କରିବାକୁ ଅନେକ ପ୍ରାର୍ଥୀ ଇଛା କରିଥାନ୍ତି। ଆପଣ ଯଦି ଏହି ସଂସ୍ଥାରେ ଚାକିରି କରିବାକୁ ଚାହାନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର। ESIC ଏନେଇ ଏକ ନିଯୁକ୍ତି ବିଜ୍ଞାପନ ପ୍ରକାଶ କରିଛି। ଚୟନ୍ ହେଲେ ଦରମା ୨ ଲକ୍ଷ ଟଙ୍କା।
ଭାରତୀୟ ବାୟୁସେନାରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥିବା ଯୁବବର୍ଗଙ୍କ ପାଇଁ ଏହି ଖବର। ଏୟାରମ୍ୟାନ୍ ଗ୍ରୁପ୍ Y ଅଧୀନରେ ମେଡିକାଲ୍ ଆସିଷ୍ଟାଣ୍ଟ ପଦବୀ ପୂରଣ ହେବ। ଏନେଇ IAF ବିଜ୍ଞପ୍ତି ପ୍ରକାଶ କରିଛି।
ସେନାରେ ଚାକିରି କରିବା ଏକ ସମ୍ମାନର କଥା ହୋଇଥାଏ। ଏନେଇ ସୀମା ସୁରକ୍ଷା ବଳ (BSF) ରେ ଚାକିରି ପାଇବାକୁ ପ୍ରାୟ ସମସ୍ତେ ସ୍ୱପ୍ନ ଦେଖନ୍ତି। ଯଦି ଆପଣ BSFରେ କାମ କରିବାର ସ୍ୱପ୍ନ ଦେଖୁଛନ୍ତି, ତେବେ ଏହି ସୁଯୋଗ ଆପଣଙ୍କ ପାଇଁ।
ଭାରତୀୟ ରେଳବାଇରେ ଚାକିରି ପାଇବାକୁ ଇଚ୍ଛା କରୁଥିବା ପ୍ରାର୍ଥୀଙ୍କ ପାଇଁ ଏହା ଏକ ଭଲ ସୁଯୋଗ। ଉତ୍ତର ରେଳବାଇ ଏହି ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆପଣ ଯଦି ପୋଷ୍ଟ୍ ଗ୍ରାଜୁଏସନ କରିଥିବେ ତେବେ ଏହି ସୁଯୋଗ ନେଇପାରିବେ।
UPSCରେ ନିଯୁକ୍ତି ପାଇଁ ଅନେକ ଯୁବକ ଚାହିଁ ବସିଥାନ୍ତି। ଆପଣ ଯଦି ଏହି ପ୍ରାର୍ଥୀମାନଙ୍କ ମଧ୍ୟରୁ ଜଣେ ତେବେ ସୁଯୋଗ ହାତଛଡା କରନ୍ତୁ ନାହିଁ। UPSC ମିଳିତ ପ୍ରତିରକ୍ଷା ସେବା ପରୀକ୍ଷା ୨ (CDS 2) ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି।
ଓଡ଼ିଶା ହାଇକୋର୍ଟରେ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ ଓଡ଼ିଶା ହାଇକୋର୍ଟ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଯେକୌଣସି ବିଷୟରେ ଗ୍ରାଜୁଏସନ କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେଇପାରିବେ।
DRDOରେ ଶିକ୍ଷାଦାନ କରିବାର ଏକ ସୁଯୋଗ। ସଂଗଠନ ଅଧୀନରେ କାମ କରୁଥିବା ସେଣ୍ଟର ଫର୍ ହାଇ ଏନର୍ଜୀ ଆଣ୍ଡ ସାଇନ୍ସ (CHESS) ହାଇଦ୍ରାବାଦରେ ଏହି ନିଯୁକ୍ତି ବାହାରିଛି। ଏନେଇ DRDO ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଭାରତୀୟ ରେଳ ବିଭାଗରେ ଚାକିରି କରିବାକୁ ଆଗ୍ରହୀ ଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ ପୂର୍ବାଞ୍ଚଳ ରେଳ ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଆପଣ ଯଦି ITI ପାଶ୍ କରିଛନ୍ତି ଏବଂ NHPC ଲିମିଟେଡ୍ରେ ଚାକିରି ଖୋଜୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ। ଏନେଇ ଟନକପୁର ପାୱାର ଷ୍ଟେସନ ପାଇଁ NHPC ଲିମିଟେଡ୍ ନିଯୁକ୍ତି ବିଜ୍ଞାପନ ପ୍ରକାଶ କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।
ସରକାରୀ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ଖୁସି ଖବର। ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍ (HAL) ସେମାନଙ୍କ ପାଇଁ ଏହି ସୁଯୋଗ ନେଇ ଆସିଛି। ଏନେଇ HAL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଏହି ବିଜ୍ଞପନକୁ ଦେଖନ୍ତି ଆଉ ଚିନ୍ତା କରନ୍ତୁ।
ଭାରତର ଅନେକ ଯୁବବର୍ଗ ପୋଷ୍ଟାଲ୍ ଚାକିରି ପାଇଁ ସ୍ୱପ୍ନ ଦେଖନ୍ତି। ଆପଣ ଯଦି ଭାରତୀୟ ଡାକ ସେବାରେ ଚାକିରି କରିବାକୁ ଇଚ୍ଛୁକ ତେବେ ଏହି ଖବର ଆପଣଙ୍କ ପାଇଁ। ଏନେଇ ଇଣ୍ଡିଆନ୍ ପୋଷ୍ଟାଲ୍ ପେମେଣ୍ଟ୍ ବ୍ୟାଙ୍କ(IPPB) ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଆପଣ ଯଦି ITI ଘରେ ବସିଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ସୁବର୍ଣ୍ଣ ସୁଯୋଗ। ଆପଣ ମଧ୍ୟ ଭାରତୀୟ ପ୍ରତିରକ୍ଷା ଏବଂ ଅନୁସନ୍ଧାନ ସଂଗଠନ (DRDO)ରେ ଚାକିରି କରିପାରିବେ। ଏନେଇ DRDO ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଭାରତୀୟ ନୌସେନାରେ ଚାକିରି କରିବାକୁ ପ୍ରାୟ ଯୁବବର୍ଗ ସ୍ୱପ୍ନ ଦେଖନ୍ତି। ଆପଣ ଯଦି ଭାରତୀୟ ନୌସେନାରେ ଚାକିରି ଖୋଜୁଛନ୍ତି ତେବେ ଆପଣଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ଏନେଇ ଭାରତୀୟ ନୌସେନା ଅଗ୍ନିବୀର ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଯେଉଁମାନେ ଗୃହ ମନ୍ତ୍ରଣାଳୟରେ ଚାକିରି କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ଏକ ଖୁସି ଖବର। ଏଥିପାଇଁ MHA ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଚୟନ ହେଲେ ପ୍ରାର୍ଥୀ ମାସକୁ ୧ ଲକ୍ଷରୁ ଅଧିକ ଦରମା ପାଇବେ।
ଦେଶର ଲକ୍ଷ ଲକ୍ଷ ଯୁବକ ଭାରତୀୟ ସେନାରେ ଅଧିକାରୀ ହେବାର ସ୍ୱପ୍ନ ଦେଖନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ ଆଉ ଭାରତୀୟ ସେନାରେ କ୍ୟାପ୍ଟେନ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର କେବଳ ଆପଣଙ୍କ ପାଇଁ।
ICARରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ଉତ୍ତମ ସୁଯୋଗ। ଏନେଇ ICAR ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯଦି ଆପଣଙ୍କର ଏହି ପୋଷ୍ଟଗୁଡିକ ସହିତ ଜଡିତ ଯୋଗ୍ୟତା ଅଛି, ତେବେ ଏଠାରେ ଏକ ବଡ଼ ସୁଯୋଗ ଅପେକ୍ଷା କରିଛି।
ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ନିକଟରେ ଏକ ନୂଆ ଚାକିରି ବିଜ୍ଞପ୍ତି ପ୍ରକାଶ କରିଛି। ଏହା ଓଡ଼ିଶା ସରକାରରେ ଏକ ସ୍ଥାୟୀ ନିଯୁକ୍ତି।