କୁହାଯାଇଛି ଯେ, ଟ୍ୟାବଲେଟ୍ ମାଧ୍ୟମରେ ବିଦ୍ୟାଳୟଗୁଡ଼ିକର ମଧ୍ୟାହ୍ନ ଭୋଜନ, ଉପସ୍ଥାନ, ସଭା, ଲାଇବ୍ରେରୀ ଏବଂ କ୍ରୀଡା ଏବଂ ଅନ୍ୟାନ୍ୟ ପାଇଁ ରେଜିଷ୍ଟର ବଦଳାଇ ଏକ ଅନଲାଇନ୍ ଇକୋସିଷ୍ଟମ୍ ବ୍ୟବହାର କରାଯିବ।
ରାଜ୍ୟର ୧୬ଟି ଜିଲ୍ଲାର ସରକାରୀ ସ୍କୁଲ୍ ଶ୍ରେଣୀ ଗୃହର ହେବ ନବକଳେବର। ଦରିରେ ବସିବେ ଛାତ୍ରଛାତ୍ରୀ ଏବଂ ରଙ୍ଗୀନ ଡେସ୍କରେ କରିବେ ଲେଖାପଢ଼ା।