ଏଣିକି ଆହୁରି ସୁବିଧା ଓ ସରଳ ହେବ ଟୋଲ୍ ଟିକସ୍ ସଂଗ୍ରହ ପ୍ରକିୟା । ବନ୍ଦ ହୋଇଯିବ ଫାସ୍ଟ୍ୟାଗ; ଜିପିଏସ୍ ଆଧାରରେ ହେବ ଟୋଲ ସଂଗ୍ରହ ।
ଏଦୀ ରାଜି ହେଲେ ଗୋଡ଼ରେ ଲାଗିବ GPS ଟ୍ରାକିଂ । ଜେଲ୍ରେ କଏଦୀଙ୍କ ସଂଖ୍ୟା ବୃଦ୍ଧି ଚାପରୁ ମୁକ୍ତି ପାଇବା ହେଉ ବା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାର ପାଳନ । ୭ବର୍ଷରୁ କମ୍ ଜେଲ ଦଣ୍ଡାଦେଶ ପାଇବାକୁ ଥିବା ବିଚାରାଧୀନ ବନ୍ଦୀଙ୍କୁ କାରାଗାରରୁ ଛାଡ଼ ପାଇଁ ଜେଲ୍ ବିଭାଗ ରାଜ୍ୟ ସରକାରଙ୍କୁ ଦେଇଛି କଏଦୀଙ୍କ ଗୋଡ଼ରେ GPS ଟ୍ରାକିଂ ଲାଗୁ ପ୍ରସ୍ତାବ ।
୭ବର୍ଷରୁ କମ୍ ଜେଲ ଦଣ୍ଡାଦେଶ ପାଇବାକୁ ଥିବା ବିଚାରାଧୀନ ବନ୍ଦୀଙ୍କୁ କାରାଗାରରୁ ଛାଡ଼ ପାଇଁ ଜେଲ୍ ବିଭାଗ ରାଜ୍ୟ ସରକାରଙ୍କୁ ଦେଇଛି କଏଦୀଙ୍କ ଗୋଡ଼ରେ GPS ଟ୍ରାକିଂ ଲାଗୁ ପ୍ରସ୍ତାବ ।
ଜେଲ୍ କର୍ତ୍ତୃପକ୍ଷଙ୍କ ପାଖରେ ରହିବ ବନ୍ଦୀର ସବୁ ଗତିବିଧି । ଜିପିଏସକୁ ନଷ୍ଟ କରିବାକୁ ଚେଷ୍ଟା କଲେ ଥାନାକୁ ଆଲର୍ଟ ଯିବ ।
ପୁରୁଣା ଯାନବାହନଗୁଡ଼ିକ କ୍ଷେତ୍ରରେ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ୍ ଓ ପାନିକ ବଟନ୍ ବାଧ୍ୟତାମୂଳକ ଅବଧିକୁ ୨୦୨୩ ଜୁନ ୩୦ ଯାଏଁ ବୃଦ୍ଧି କରାଯାଇଛି ।