ରାଜନଗର ଥାନା ଯଦୁ ଚନ୍ଦ୍ରପୁର ଗାଁର ମାନସ ରାଉଳ ଏବଂ କଇଁଥା ଗାଁର ପ୍ରଫୁଲ୍ଲ ପଢିଆରିଙ୍କ ଝିଅ ପ୍ରତିମା ପଢିଆରିଙ୍କ ମଧ୍ୟରେ ଚାଲିଥିଲା ବିବାହ । ଏଥିପାଇଁ ବରଯାତ୍ରୀ ସହ କଇଥା ଗାଁରେ ପହଞ୍ଚି ପ୍ରୋସେସନବେଳେ ବରଯାତ୍ରୀ ଏବଂ ଗ୍ରାମବାସୀଙ୍କ ଉପୁଜିଥିଲା ଗଣ୍ଡଗୋଳ ।
ସରକାରୀ ଜାଗାରେ ଏକ କୋଠା ଘର ଭଙ୍ଗାଯିବାକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି । ପ୍ରସାଶନ ଜନତା ମୁହାଁମୁହିଁ ହୋଇଛନ୍ତି ।