• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Guidelines

Diwali
ଦୀପାବଳି ପାଇଁ ନିୟମାବଳୀ ଜାରି କଲା ଅଗ୍ନିଶମ ବାହିନୀ; ଜାଣନ୍ତୁ କିପରି ସତର୍କ ରହିବେ

କେମିତି ବାଣ ଫୁଟାଇବେ ଓ ଲୋକେ କେମିତି ଦୀପାବଳି ପାଳନ କରିବେ ସେ ନେଇ ଯତ୍ନବାନ ହେବେ । ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାଇବେ । ସିଧାସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁନି ।

new guidelines
ରାଜ୍ୟ ପରିବହନ ବିଭାଗର ନୂଆ ଗାଇଡଲାଇନ୍ସ

ଆଉ ଚଳିବନି ଅନଲାଇନ୍ କ୍ୟାବ୍ କମ୍ପାନୀଙ୍କ ମନମାନି। ରାଜ୍ୟ ପରିବହନ ବିଭାଗର ନୂଆ ଗାଇଡଲାଇନ୍ସ, ବ୍ୟବସାୟ ପାଇଁ ବାଧ୍ୟତାମୂଳକ ଲାଇସେନ୍ସ। ଠକିଲେ, ତତ୍କାଳ ଅଭିଯୋଗ କରିି ପାରିବେ ଗ୍ରାହକ, ରହିବ ୨୪ ଘଣ୍ଟିଆ କଲ୍ ସେଣ୍ଟର।

Pet Guidelines
ରାଜଧାନୀରେ କୁକୁର କଳି କୋର୍ଟକୁ ଯିବା ପରେ ଚେତିଲା ବିଏମସି

କୁକୁର କାମୁଡା କଳିରୁ ମହାଭାରତ ପରେ ପ୍ରଶୁପ୍ରେମୀଙ୍କ ପାଇଁ ବଢିଲା ଅଡୁଆ । ଏଣିକି ରାଜଧାନୀରେ କେହି ପଶୁପ୍ରେମୀ ଘରେ କୁକୁର କିମ୍ବା ଅନ୍ୟ ଗୃହପାଳିତ ପଶୁ ରଖିଲେ, ମାନିବେ ବିଏମସିର ଗାଇଡଲାଇନ୍ସ । ବିଏମସି ଖୁବଶୀଘ୍ର ଆଣିବାକୁ ଯାଉଛି ଏ ସମ୍ପର୍କୀତ ନିୟମାବଳି ।

School Reopening
ପିଲାଏଁ ରେଡ୍ଡି: ୭ ରୁ ଅଷ୍ଟମ, ୧୪ ରୁ ପ୍ରଥମ

କରୋନାର ତୃତୀୟ ଲହର ଥମିବା ପରେ ଆଶ୍ୱସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ । ଆସନ୍ତା ୭ ତାରିଖରୁ ସ୍କୁଲ ଖୋଲିବ, ଆରମ୍ଭ ହେବ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା । ଅଷ୍ଟମରୁ ଉପରକୁ ସମସ୍ତ ଶ୍ରେଣୀରେ ଅଫଲାଇନ୍ କ୍ଲାସ୍ ଫେବ୍ରୁଆରୀ ୭ ତାରିଖରୁ ଆରମ୍ଭ କରାଯିବ ବୋଲି ଆଜି ବଡ଼ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ।

school
ସ୍କୁଲ ଖୋଲିବା ନେଇ ନୂଆ SOP : ସାମାଜିକ ଦୂରତ୍ୱ ଜାଗାରେ ଶାରୀରିକ ଦୂରତ୍ୱ ଶବ୍ଦ ବ୍ୟବହାର ପରାମର୍ଶ

ସ୍କୁଲ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡ଼ା କି ନାହିଁ ରାଜ୍ୟ ସରକାର ସ୍ଥିର କରିବେ ।

Covid Guidelines
ଆସିଲା ନୂଆ ଗାଇଡ୍‌ଲାଇନ୍‌, ଫେବ୍ରୁଆରୀରେ ଲାଗିଲା କଟକଣା

ନଦୀ ଘାଟ, ସମୁଦ୍ର ତଟରେ ଗହଳି କରି ମାଘ ସପ୍ତମୀ ବୁଡ଼ ପକାଇବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଅନ୍ୟପଟେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ସରସ୍ୱତୀ ପୂଜାକୁ ଅନୁମତି ଦିଆଯାଇଛି ।

Odisha Releases Guidelines For Makar Sankranti & Pongal
ମକର/ପୋଙ୍ଗଲ ଉତ୍ସବ ମନା; ରୀତିନୀତି ହେବ

ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କଲେ SRC । କୋଭିଡ୍ ସଂକ୍ରମଣକୁ ଦେଖି ଗହଳି ନ କରିବାକୁ ପରାମର୍ଶ ।ନଦୀ ଘାଟ, ପୁଷ୍କରିଣୀ, ସମୁଦ୍ର ତଟରେ ବୁଡ଼ ପକାଇବା ମନା ।

Odisha Assembly
ଶୀତକାଳୀନ ଅଧିବେଶନ ପୂର୍ବରୁ ସମସ୍ତଙ୍କ କୋଭିଡ୍ ଟେଷ୍ଟ

କୋଭିଡ କଟକଣା ଭିତରେ ଚାଲିବ ବିଧାନସଭା । ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ ବୋଲି ସୂଚନ ଦିଆଯାଇଛି ।

New sop for spa
ପୁରୁଷ ଗ୍ରାହକଙ୍କୁ ମାଲିସ କରିପାରିବେନି ମହିଳା

ବହୁ ନାମିଦାମୀ ସ୍ପା, ସେଲୁନ ଓ ବିୟୁଟି ପାର୍ଲରଗୁଡ଼ିକରେ ମସାଜ୍ କରିବା ଉପରେ ଅନେକ କଟକଣା କରାଯାଇଛି। ଜାଣନ୍ତୁ ଗୌହାଟୀ ମ୍ୟୁନସିପାଲ କର୍ପୋରେସନ କଣ ନିର୍ଦ୍ଦେଶାନାମା ଜାରି କରିଛନ୍ତି।

Corona infection in bhubaneswar
ଦୈନିକ ସଂକ୍ରମଣର ୪୦% ଭୁବନେଶ୍ୱରରୁ ଚିହ୍ନଟ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ପାର୍ବଣ ବେଳାରେ ପୁଣି କରୋନା ସଂକ୍ରମଣ ଟେନସନ୍ ଦେଉଛି। ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ ଦୈନିକ ସଂକ୍ରମଣର ୪୦% କେବଳ ଭୁବନେଶ୍ୱରରୁ ଆସୁଛି। ସଚେତନ କରାଇବା ସତ୍ତ୍ୱେ ହାଟ ଓ ବଜାରରେ ପ୍ରବଳ ଭିଡ଼ ହେଉଛି।

BMC guidelines
ଭିଡ କମିଲେ କମିବ ପଜିଟିଭ୍ ସଂଖ୍ୟା

ଭିଡ କମାଇଲେ କମିବ ଭୁବନେଶ୍ୱରରେ ପଜେଟିଭ୍ ହାର । ଏମିତି ପରାମର୍ଶ ଦେଇଛନ୍ତି ନୀତି ଆୟୋଗ ଏବଂ ICMR। ଶୀତ ଋତୁ ଆସୁଥିବାରୁ କୋଭିଡ଼ କଟକଣା କଡ଼ା କଲା ବିଏମ୍‌ସି। କରୋନାକୁ ରୋକିବା ପାଇଁ ଏହା ସରକାରଙ୍କ ତରଫରୁ ଆଗୁଆ ପଦକ୍ଷେପ।

Health Director Vijay Mohapatra
ନଭେମ୍ବର ଯାଏଁ ସତର୍କ ରୁହ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଜିଲ୍ଲାଓ୍ୱାରୀ ସ୍ଥିତି ଦେଖି ପଦକ୍ଷେପ ନେବାକୁ ଜିଲ୍ଲାଗୁଡ଼ିକୁ କୁହାଯାଇଛି। ଅଧିକ କାଶ, ସରଦି ରହେ, କରୋନାକୁ ବଢ଼ାଇପାରେ। ତେଣୁ ଭିଡ଼ କମାଇ ଆମେ ଏହାକୁ ନିୟନ୍ତ୍ରଣ କରିପାରିବା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Marriage celebration
ବାହାଘର, ଶୁଦ୍ଧିକାର୍ଯ୍ୟରେ ୫୦ ଜଣଙ୍କୁ ଅନୁମତି

ଶୀତ ଋତୁ ଆସୁଥିବାରୁ କୋଭିଡ଼ କଟକଣା କଡ଼ା କଲା ବିଏମ୍‌ସି। ବାହାଘର, ବ୍ରତଘର, ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା ଜାରି ହୋଇଛି। ଏଣିକି ଏଭଳି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ।

Health Director Bijay Mohapatra
ପାର୍ବଣରେ ଘରୁ ବାହାରିବା ଅନୁଚିତ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଏହି ସମୟରେ ଆମକୁ ଅଧିକ ଦାୟିତ୍ୱବାନ ହେବା ଆବଶ୍ୟକତା ରହିଛି। କୋଭିଡ ସଂକ୍ରମଣରେ ଇଣ୍ଟରନାଲ ଇନଫେକସନ ହୁଏ, ହାର୍ଟ, ଲଙ୍ଗସ, ବ୍ରେନ ଉପରେ ପ୍ରଭାବ ପକାଇଥାଏ। ବିଶେଷକରି ଫୁସଫୁସ୍ ଉପରେ ଅଧିକା ପ୍ରଭାବ ପଡିଥାଏ।

covid guideline
ବଢିଲା ନାଇଟ୍‌ କର୍ଫ୍ୟୁ କଟକଣା: ରାତି ୮ଟାରୁ ଏକାଠି ହେବା ମନା !

କରୋନା ପାଇଁ ଅକ୍ଟୋବର ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ରାଜ୍ୟର ସମସ୍ତ ପୌରାଞ୍ଚଳ ସମେତ ଟ୍ୱିନ୍‌ ସିଟିରେ ଲାଗୁ ହେବ ନାଇଟ କର୍ଫ୍ୟୁ। ପାର୍ବଣ ଋତୁ ପାଇଁ ସ୍ପେଶାଲ ରିଲିଫ୍ କମିଶନର ସତର୍କ କରାଇଛନ୍ତି। ସେପ୍ଟେମ୍ବରରେ ଅନ୍ୟ ଯାହା କଟକଣା ଥିଲା ତାହା ଅକ୍ଟୋବରରେ ବଳବତ୍ତର ରହିବ। ନୂଆ ଗାଇଡଲାଇନ ଅକ୍ଟୋବର ୧ରୁ ନଭେମ୍ବର ୧ ସକାଳ ଯାଏ ଲାଗୁ ହେବ।