• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Gundicha Temple

Gundicha Temple
କେବେ ଖୋଲିବ ଗୁଣ୍ଡିଚା ମନ୍ଦିର ? ଜଗାର ଜନ୍ମବେଦୀକୁ ଦର୍ଶନ କରିବେ ଶ୍ରଦ୍ଧାଳୁ

କେବେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର ? କେବେ ଜଗାର ଜନ୍ମବେଦୀର ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ ?

aadapa Abadha
ଭକ୍ତଙ୍କ ପାଇଁ ବାହାରିଲା ଆଡ଼ପ ଅବଢ଼ା

ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଜିଉଙ୍କ ରଥଯାତ୍ରା । ଭକ୍ତଙ୍କ ପାଇଁ ରତ୍ନସିଂହାସନରୁ ଓହ୍ଲାଇ ଆସିଛନ୍ତି ମହାପ୍ରଭୁ । ଗତକାଲି ମହାପ୍ରଭୁଙ୍କ ଆଡ଼ପ ବିଜେ ହେଇଥିବାବେଳେ ଆଜି ଭକ୍ତଙ୍କ ପାଇଁ ବାହାରିଛି ଆଡ଼ପ ଅବଢ଼ା ।

Ratha Jatra
ନାଟମଣ୍ଡପର ସବୁ ଦୁର୍ବଳ କଲୋମ କ୍ୟାପିଟାଲ୍ ଓ ବିମ୍ ବଦଳିଯିବ ତ ?

ପାଖେଇ ଆସୁଛି ରଥଯାତ୍ରା । ଶ୍ରୀମନ୍ଦିର ଛାଡ଼ି ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିବେ ଶ୍ରୀଜିଉ । ତେବେ ତା’ପୂର୍ବରୁ ସରିପାରିବ ତ ଗୁଣ୍ଡିଚା ମନ୍ଦିରର ଦୁର୍ବଳ ନାଟମଣ୍ଡପ ମରାମତି କାମ ।

Ratha Jatra
ରଥଯାତ୍ରା ଆଗରୁ ସରିବ ତ ଗୁଣ୍ଡିଚା ମନ୍ଦିର ନାଟମଣ୍ଡପ କାମ ?

ନାଟମଣ୍ଡପର ସବୁ ଦୁର୍ବଳ କଲୋମ କ୍ୟାପିଟାଲ୍ ଓ ବିମ୍ ବଦଳିଯିବ ତ ? ହାତରେ ସମୟ କମ୍ । ଜୁନ୍ ୨୦ରେ ବିଶ୍ୱ ପ୍ରସିଦ୍ଧ ଗୁଣ୍ଡିଚା ଯାତ୍ରା । ତେଣୁ ଏଭଳି ସ୍ଥିତିରେ ଭକ୍ତ ଓ ସେବାୟତଙ୍କ ମନରେ ଶଙ୍କା ବଢ଼ି ଚାଲିଛି ।

 'Adapa Abhada'
ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ତିନି ଠାକୁର...ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା...

Damaged Ratha Chaka
ରଥ ଚକରେ ଲାଗି ଗଲାଣି ଉଇ ! ଭାଇରାଲ ହେଲା ଫଟୋ

ଗୁଣ୍ଡିଚା ମନ୍ଦିରରେ ଥିବା ରଥ ଚକରେ ଲାଗି ଗଲାଣି ଉଇ । ଏହିଭଳି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ,ହେଲେ ଏହା କେବେକାର ଫଟୋ ତାହା ସ୍ପଷ୍ଟ ହୋଇନାହିଁ । ଏନେଇ ଜଣା ପଡିବା ପରେ ଭକ୍ତ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନିଆଯାଇ ତଦନ୍ତର ଦାବି ହୋଇଛି । ଏପଟେ ରଥ ଚକ ବିଭିନ୍ନ ଅନୁଷ୍ଠାନକୁ ଦାନ କରାଯାଉ ନଚେତ୍ କୋଠଭୋଗ ପାଇଁ କାଠର ଆବଶ୍ୟକତା ଥିବାରୁ ତାହା ପୁରଣ କରାଯାଉ ବୋଲି ଦାବି ହୋଇଛି ।