ପୂର୍ବରୁ ହିନ୍ଦୁ ପକ୍ଷ ଏଠାରେ ପୂଜାର୍ଚ୍ଚନା ପାଇଁ ବାରଣାସୀ ଜିଲ୍ଲା ଜଜଙ୍କ କୋର୍ଟରେ ଅପିଲ କରିଥିଲେ। ଏହାର ଶୁଣାଣି କରି ଜାନୁଆରି ୩୧ରେ ପୂଜା ପାଇଁ ଅନୁମତି ଦେଇଥିଲେ କୋର୍ଟ।
ଗତକାଲି ବାରାଣସୀର ଏକ କୋର୍ଟଙ୍କ ରାୟ ପରେ ଆଜି ଭୋରରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସବୁ ବ୍ୟବସ୍ଥା କରିବା ପରେ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା ।
ଆଜିର ଶୁଣାଣି ପରେ ମୁସଲିମ ପକ୍ଷ ଏହାକୁ ପୁଣି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି।
ଜ୍ଞାନବାପି ମସ୍ଜିଦ୍ ପରିସରରୁ ଶିବଲିଙ୍ଗ ମିଳିବା ଘଟଣାକୁ ନେଇ ପରିହାସ କରିବା ଅଭିଯୋଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର୍ ରତନ ଲାଲ ଗିରଫ ହୋଇଛନ୍ତି ।
ବାରଣାସୀ ଜିଲ୍ଲା ଜଜ୍ଙ୍କ କୋର୍ଟରେ ହେବ ଉତ୍ତରପ୍ରଦେଶ ବାରଣାସୀ ଜ୍ଞାନବାପି ମସଜିଦ ବିବାଦ ମାମଲାର ଶୁଣାଣି ।
ଜ୍ଞାନବାପି ମସଜିଦ ମାମଲାକୁ ନେଇ କୋର୍ଟଙ୍କ ନିର୍ଦ୍ଦେଶ । ଜୁଲାଇ ୬ ତାରିଖରେ ହେବ ପରବର୍ତ୍ତୀ ଶୁଣାଣୀ ।
ଜ୍ଞାନବାପି ମସଜିଦ୍ ପରିସରରେ ସର୍ବେକ୍ଷଣ କାମ ପାଇଁ ଆଲ୍ଲାହାବାଦ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ହୋଇଥିବା ମାମଲା ଉପରେ ଆଜି ଶୁଣାଣି ହୋଇପାରେ ।