ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଯାହା ପାଇଁ ଆସିଛନ୍ତି, ସେଇ ମହାପ୍ରଭୁ ଜଗନ୍ନାଥଙ୍କୁ ଛାଡ଼ି ହବିଷ୍ୟାଳୀଙ୍କ ତୁଣ୍ଡରେ ଭିନ୍ନ ଭିନ୍ନ ଉପମାରେ ନବୀନ ଜଣାଣ ବେଶ୍ ଚର୍ଚ୍ଚାରେ ରହିଛି ।
୫ ଟଙ୍କାରେ ହବିଷ୍ୟାଳିଙ୍କୁ ଦିଆଯାଉଛି ହବିଷାନ୍ନ । ପ୍ରତିଦିନ ରାଧାରାଣୀ ମଠରେ ପ୍ରସ୍ତୁତ ହୋଇଥାଏ ଏହି ଖାଦ୍ୟ ।