ଭୁବନେଶ୍ୱର: କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟରେ ତାତି କମିଛି। ଏହା ଦ୍ୱାରା ଲୋକେ ଆଶ୍ୱସ୍ତ ହୋଇଛନ୍ତି। କେବଳ ଭବାନୀପାଟଣାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ବାକି ସବୁ ସ୍ଥାନର ତାପମାତ୍ରା ୨-୩ ଡିଗ୍ରୀ ଲେଖାଏଁ କମିଛି। ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ଅଛି। ବର୍ଷା ପବନ ଯୋଗୁଁ ୫ ତାରିଖ ଯାଏଁ ସାରା ରାଜ୍ୟରେ ତାପମାତ୍ରା କମ୍ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଘଡ଼ଘଡ଼ି ଓ […]