• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Hardik Pandya

Can Gujarat Titans retain the IPL crown
ଆଇପିଏଲ୍ ମୁକୁଟ ବଜାୟ ରଖିପାରିବ କି ଗୁଜରାଟ ଟାଇଟନ୍ସ

ଇଣ୍ଡିଆନ୍ ପ୍ରିମିଅର୍ ଲିଗ୍‌ର ୧୬ତମ ସଂସ୍କରଣରେ କିଏ ଜିତିବ ମୁକୁଟ? ଏହାକୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । ଗୁଜରାଟ ଟାଇଟନ୍ସର ମୁକୁଟ ବଜାୟ ରଖିପାରିବେ କି ହାର୍ଦ୍ଦିକ ପାଣ୍ଡ୍ୟା? ପାଞ୍ଚ ଥର ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସ ଓ ଚାରି ଥର ଚାମ୍ପିଅନ୍ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ମିଳିପାରିବ କି ସଫଳତା? ନା ଟୁର୍ଣ୍ଣାମେଣ୍ଟକୁ ଏଥର ମିଳିବ ନୂଆ ଚାମ୍ପିଅନ୍?

Hardik Pandya
ଟି-୨୦ ଟିମ୍‌ର ନେତୃତ୍ୱ ପାଇଁ କେତେ ଫିଟ୍ ହାର୍ଦ୍ଦିକ ପାଣ୍ଡ୍ୟା

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି-୨୦ ଟିମ୍‌ର ଅଧିନାୟକ ଦାୟିତ୍ୱ ଦେଇ ବିସିସିଆଇ ଏକ ଉଚିତ ନିଷ୍ପତ୍ତି ନେଇଛି। ହାର୍ଦ୍ଦିକଙ୍କ ନେତୃତ୍ୱକୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା। ତେବେ ଅଧିନାୟକ ଭାବେ ସେ ବେଶୀ ଦୂର ଯାଇ ନାହାନ୍ତି। ଆଗକୁ ସେ ଅନେକ ପରୀକ୍ଷାର ସମ୍ମୁଖୀନ ହେବେ।

Hardik Pandya tops the limited overs captaincy race
ସୀମିତ ଓଭର୍ ଅଧିନାୟକ ଦୌଡ଼ରେ ସର୍ବାଗ୍ରେ ହାର୍ଦ୍ଦିକ ପାଣ୍ଡ୍ୟା

ହ୍ୱାଇଟ୍ ବଲ୍ କ୍ରିକେଟ୍‌ରେ ରୋହିତ ଶର୍ମାଙ୍କ ସ୍ଥାୟୀ ଉତ୍ତରାଧିକାରୀ କରାଯିବା ଲକ୍ଷ୍ୟ ନେଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ରେ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଏବେ ରୋହିତଙ୍କ ପାଇଁ ନିଜ ଅଧିନାୟକତ୍ୱ ବଞ୍ଚାଇବା ଏବଂ ହାର୍ଦ୍ଦିକଙ୍କ ପାଇଁ ସୁଯୋଗ ମିଳିବା ସ୍ଥଳେ ନିଜ ନେତୃତ୍ୱ-ଦକ୍ଷତାକୁ ବଳିଷ୍ଠ ଓ ପରିପକ୍ୱ କରିବାର ଆହ୍ୱାନ ରହିଛି।

India Vs New Zealand
ହାର୍ଦ୍ଦିକଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ

ଟି-ଟ୍ୱେଣ୍ଟି ବିଶ୍ୱକପ ସେମିଫାଇନାଲରେ ଉଭୟ ଦଳ ହାରିବା ପରେ ପରସ୍ପରକୁ ଭେଟୁଛନ୍ତି । ଆଜି ୱେଲିଂଟନରେ ପ୍ରଥମ ଟ୍ୱେଣ୍ଟି-୨୦  ମୁକାବିଲା ହେବ ।

ଶିଖର ଧାଓ୍ୱନ, ହାର୍ଦ୍ଦିକ ପାଣ୍ଡ୍ୟା
ଟିମ୍ ଇଣ୍ଡିଆର ନେତୃତ୍ୱ ନେବେ ହାର୍ଦ୍ଦିକ ପାଣ୍ଡ୍ୟା, ଶିଖର ଧାଓ୍ୱନ

ପ୍ରଥମ ଥର ପାଇଁ ଏକାସଙ୍ଗେ ଚାରୋଟି ସ୍କ୍ୱାଡ୍ ଘୋଷଣା କରିଛି ବିସିସିଆଇ।  

Team India's trump card all-rounder Hardik Pandya
ଟିମ୍ ଇଣ୍ଡିଆର ଟ୍ରମ୍ପ୍ କାର୍ଡ ଅଲ୍‌ରାଉଣ୍ଡର୍ ହାର୍ଦ୍ଦିକ ପାଣ୍ଡ୍ୟା

ଏକଦା ଟିମ୍ ଇଣ୍ଡିଆ ପାଇଁ ଏକପ୍ରକାର ଅଲୋଡ଼ା ହୋଇଯାଇଥିବା ଅଲ୍‌ରାଉଣ୍ଡର୍ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଏତେ ଲୋଡ଼ା ପଡ଼ିଲେଣି କାହିଁକି? ଟି-୨୦ ବିଶ୍ୱକପ୍ ୨୦୨୨ରେ ସେ ଟିମ୍ ପାଇଁ ଟ୍ରମ୍ପ୍ କାର୍ଡ ସାବ୍ୟସ୍ତ ହେବେ କି? ହୋଇପାରନ୍ତି କି ସେ ଭାରତୀୟ ଟିମ୍‌ର ଉପ-ଅଧିନାୟକ? ଜାଣିବା ପାଇଁ ପଢନ୍ତୁ…

Asia Cup 2022: India beat Pakistan by five wickets
ଇଣ୍ଡିଆ...ଇଣ୍ଡିଆ...ଟିମ୍ ଇଣ୍ଡିଆର ବିଜୟ ପରେ ସେଲିବ୍ରେସନ; ବାଜା ବାଜିଲା, ବାଣ ଫୁଟିଲା

ଗତକାଲିର ମ୍ୟାଚ୍ ଆରମ୍ଭରୁ ଶେଷ ଯାଏ ରୋମାଞ୍ଚରେ ଭରପୁର ଥିଲା। ପରସ୍ଥିତି ଏପରି ହୋଇଥିଲା କି ଶେଷ ଓଭରରେ ମ୍ୟାଚ୍‌ର ଫଳାଫଳ ସାମ୍ନାକୁ ଆସିଥିଲା।

Hardhik watch 5 crore
ହାର୍ଦ୍ଦିକ ପିନ୍ଧୁଛନ୍ତି ୫ କୋଟିର ଘଣ୍ଟା !

ମୁମ୍ବାଇ ଏୟାରପୋର୍ଟରେ କଷ୍ଟମ ବିଭାଗ ଦ୍ୱାର ହାର୍ଦ୍ଦିକ ପାଣ୍ତ୍ୟାଙ୍କ ୨ଟି ଦାମୀ ଘଣ୍ଟାକୁ ଜବତ କରାଯାଇଥିଲା । ଯାଞ୍ଚ ପରେ ଜଣା ପଡିଥିଲା ଯେ ଏହି ଘଣ୍ଟାଟିର ମୂଲ୍ୟ ୫ କୋଟି ଟଙ୍କା । ତେବେ ଏନେଇ ହାର୍ଦ୍ଦିକ ନିଜର ମନ୍ତବ୍ୟ ରଖିଛନ୍ତି ।

Coffee With Karan
ଦ୍ରାବିଡ଼ କୋଚ୍‌ ଥିଲେ, ପାଣ୍ଡ୍ୟାଙ୍କୁ ‘କଫି ୱିଥ୍ କରଣ’ କୁ ଡାକିବାକୁ ସାହସ କରିନଥାନ୍ତେ କରଣ ଜୋହର

ଭାରତୀୟ କ୍ରିକେଟ୍ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇଥିବା ବେଳେ ପ୍ରଥମ ମ୍ୟାଚ୍ ବିଜୟ ଯିକା ପିନ୍ଧି ଅଭିଯାନ ଆରମ୍ଭ କରିଛି । ପ୍ରଥମ ଦିନିକିଆରେ ଭାରତୀୟ ଦଳ ଆୟୋଜକ ଦଳକୁ ୭ ୱିକେଟରେ ପରାସ୍ତ କରିଛି ।

hardik pandya
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ମାମଲା ରୁଜୁ ଲାଗି କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ସଦସ୍ୟ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ  ବିରୋଧରେ ମାମଲା ରୁଜୁ କରିବାକୁ ଏକ ସ୍ୱତନ୍ତ୍ର ଏସସି/ଏସଟି କୋର୍ଟ ନିର୍ଦେଶ ଦେଇଛନ୍ତି। ହାର୍ଦ୍ଦିକ ସମ୍ବିଧାନ ପ୍ରଣେତା ଭୀମରାଓ ଆମ୍ବେଦକରଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ  ଦେଇଥିବା ଅଭିଯୋଗ ହୋଇଛି। ଏହାଦ୍ୱାରା ପାଣ୍ଡ୍ୟା ଜାଣିଶୁଣି ଆମ୍ବେଦକରଙ୍କ ପ୍ରତିନିଧିତ୍ୱ କରୁଥିବା ସମ୍ପ୍ରଦାୟର ଭାବନାକୁ ଆଘାତ ପହଞ୍ଚାଇଛନ୍ତି ବୋଲି ଆବେଦନକାରୀ ଅଭିଯୋଗ କରିଛନ୍ତି। ଗତବର୍ଷ ଡିସେମ୍ବର ୨୬ରେ ହାର୍ଦ୍ଦିକ ପାଣ୍ଡ୍ୟା ଆମ୍ବେଦକରଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ।