ଭିଟାମିନ୍-ବି ଯୁକ୍ତ ଖାଦ୍ୟ ହେଉଛି ଡାଲି, ପନିପରିବା, ମାଛ, ମାଂସ, ଅଣ୍ଡାକେଶର, କ୍ଷୀର ଇତ୍ୟାଦି। ଯଦି ଶରୀରରେ ଭିଟାମିନ୍-ବି ର ପରିମାଣ ଅତ୍ୟଧିକ ହୋଇଯାଏ, ତେବେ ଅନେକ ପାର୍ଶ୍ୱ ପ୍ରତିକ୍ରିୟା ଦେଖଦିଏ।
ନାହିଁନାହିଁରେ ଚାଲିଛି ସ୍ୱାସ୍ଥ୍ୟସେବା । ମେଡିକାଲରେ ଚିକିତ୍ସା ସେବା ନପାଇବାରୁ ବାଧ୍ୟ ହୋଇ ଗୁଣିଆ ପାଖକୁ ଧାଉଁଛନ୍ତି ଲୋକେ । ମାଲକାନଗିରି ଜିଲ୍ଲାରେ ଭୁଶୁଡି ପଡିଲାଣି ସ୍ୱାସ୍ଥ୍ୟସେବା । ଜିଲ୍ଲାରେ ୬୦ ପ୍ରତିଶତରୁ ଅଧିକ ଡାକ୍ତରୀ ପଦବୀ ଖାଲିଥିବା ବେଳେ ସଦର ମହକୁମା ଚିକିତ୍ସାଳୟରେ ୭୦ ପ୍ରତିଶତ ଡାକ୍ତର ନାହାନ୍ତି ।
ଡୁମରପଦର ଗାଁରେ ଆହୁରି କିଛି ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ଥିବା ଜଣାପଡିଛି ।
ଏନେଇ ହେଲ୍ପ ଲାଇନ୍ ନମ୍ବର ଓ ମୋବାଇଲ ନମ୍ବର ଜାରି କରାଯିବ । ୨ଟି ଅସ୍ଥାୟୀ ମେଡିକାଲ କ୍ୟାମ୍ପ କରାଯାଇ ଲୋକଙ୍କୁ ସଚେତନ କରାଯାଉଛି ।