• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Health Minister

Naba Das
ଆଜି ନବ ଦାସଙ୍କ ହତ୍ୟାକୁ ପୂରିଲା ବର୍ଷେ; ନା ଘଟଣାର ହେଲା ପର୍ଦ୍ଦାଫାସ୍‌, ନା ଆଗକୁ ବଢ଼ୁଛି ତଦନ୍ତ

ବର୍ଷକ ମଧ୍ୟରେ ସେପରି କିଛି ପ୍ରମାଣ ବି ଲାଗିନଥିବା ଅଭିଯୋଗ ହେଉଛି । ୨୦୨୩ ଜାନୁଆରୀ ୨୯ରେ ସ୍ୱର୍ଗତ ନବ ଦାସ ବ୍ରଜରାଜନଗରକୁ ଏକ ଦଳୀୟ କାର୍ଯ୍ୟକ୍ରମରେ ଯାଉଥିବା ବେଳେ, ଗାନ୍ଧୀଛକ ପାଣ୍ଡିରେ କାର୍ଯ୍ୟରତ ପୋଲିସ ଏଏସଆଇ ଗୋପାଳ ଦାସ ନବଙ୍କ ଉପରକୁ ଗୁଳିମାଡ଼ କରିଥିଲା ।

Youth Congress Protest
ହାଇଟେକ୍ ଟ୍ରାଜେଡି; ତାତିଲା ଛାତ୍ର କଂଗ୍ରେସ, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘରକୁ କଲା ଅଣ୍ଡାମାଡ଼

ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍‌ ବିସ୍ଫୋରଣ ଘଟଣାକୁ ୧୧ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି ।

Ambulance failure
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀଙ୍କୁ ମିଳିଲାନି ୧୦୮ ଆମ୍ବୁଲାନ୍ସ

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀଙ୍କୁ ଆମ୍ବୁଲାନ୍ସ ଟିଏ ନ ମିଳିବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସ୍ଥାନୀୟ ବାସିନ୍ଦା ।

Naba Kishore Das
‘ମୋତେ କାହିଁକି ଛାଡ଼ି ପଳଉଛ’ : ସ୍ୱାମୀଙ୍କୁ ଅନ୍ତିମ ଯାତ୍ରାରେ ନେବାବେଳେ ମୁଣ୍ଡ ପିଟି କାନ୍ଦୁଛନ୍ତି ନବଙ୍କ ପତ୍ନୀ

ସ୍ୱାମୀଙ୍କୁ ହରାଇ କୋହ ସମ୍ଭରଣ କରିପାରୁ ନାହାନ୍ତି ନବ ଦାସଙ୍କ ପତ୍ନୀ । ମାଆକୁ ବୁଝାଉଛି ପୁଅ ।

Health Minister Naba Das
ମନେ ପଡ଼ନ୍ତି ନବ... କଂଗ୍ରେସରୁ ବିଜେଡି ଯାଏଁ ଲମ୍ବା ଯାତ୍ରା

ରାଜ୍ୟ ରାଜନୀତିରେ ପ୍ରଭାବଶାଳୀ ନେତା । ଝାରସୁଗୁଡ଼ା ଜିଲ୍ଲାରେ ନବଙ୍କ ଥିଲା ଦବଦବା ।

Health Minister Naba Das donate gold pot to Shani Temple
ଶନି ମନ୍ଦିରକୁ କୋଟିଏ ଟଙ୍କାର ସୁନା କଳସ ଦାନ କଲେ ନବ ଦାସ

ତାଙ୍କ ଝିଅ ମହାରାଷ୍ଟ୍ର ଯାଇ ଶନି ଅଭିଷେକ କରିଛନ୍ତି।

Mansukh Mandaviya
କରୋନାକୁ ନେଇ ସଂସଦରୁ ସତର୍କ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

କେତେକ ଦେଶରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଚୀନ୍ ଓ ଜାପାନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି ।

Seeking help from Health Minister is akin to slapping yourself, says BJD MLA
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିବା ଯାହା ନିଜ ଗାଲକୁ ଚାପୁଡ଼ା ମାରିବା ତାହା: ବିଜେଡି ବିଧାୟକ

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିବା ଯାହା ନିଜ ଗାଲକୁ ଚାପୁଡ଼ା ମାରିବା ତାହା। ବିଧାନସଭାରେ ଆନନ୍ଦପୁରର ବିଜେଡି ବିଧାୟକ ଭାଗିରଥି ସେଠୀ ଏଭଳି କିଛି ମନ୍ତବ୍ୟ ଦେଇଛନ୍ତି। 

Satyendar Jain
ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଖାରଜ

ସିବିଆଇ କହିଥିଲା ଯେ ଶ୍ରୀ ଜୈନ ଓ ତାଙ୍କ ପରିବାର ୪ଟି ଶେଲ କମ୍ପାନୀ ଖୋଲିଥିଲେ।

Odisha Health Minister Naba Kisore Das Tests Positive For Covid-19
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭ ଚିହ୍ନଟ ପରେ ସେ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଗତ ୩ ଦିନରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

Health Minister Naba Kishore Das On Omicron Scare In Odisha
କେତେ ମାତ୍ରାରେ ସଂକ୍ରମିତ ହେଉଛି, ତାହା ଉପରେ ଗବେଷଣା ଚାଲିଛି : ମନ୍ତ୍ରୀ ନବ ଦାସ

ଓମିକ୍ରନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଅଭୟବାଣୀ ଶୁଣାଇଛନ୍ତି। ଓମିକ୍ରନ ନେଇ ଆଲୋଚନା ଚାଲିଛି, ଭୟର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। କିଏ କେଉଁଠୁ ଆସୁଛି ତଥ୍ୟ ଦେବାକୁ କେନ୍ଦ୍ରକୁ ଅନୁରୋଧ କରୁଛୁ। ହୁ ସଠିକ୍ ତଥ୍ୟ ଦେଇନି, ଓଡ଼ିଶା ପୂରା ନଜର ରଖିଛି ବୋଲି ମନ୍ତ୍ରୀ କହିଛନ୍ତି।